Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Browsing Category
Sports
All sports related news will be uploaded
ଆଜି ଠାରୁ ‘ଡବ୍ଲ୍ୟୁପିଏଲ୍’ର ତୃତୀୟ ସଂସ୍କରଣ ଆରମ୍ଭ
ମହିଳା କ୍ରିକେଟ୍ର ଆଇପିଏଲ୍ ବୋଲାଉଥିବା ‘ଡବ୍ଲ୍ୟୁପିଏଲ୍’ର ତୃତୀୟ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହେବ। ୫ ଦଳିଆ ପ୍ରତିଯୋଗିତାରେ ମୋଟ ୨୨ ମ୍ୟାଚ୍ ଖେଳାଯିବ। ଚଳିତ ଫେବ୍ରୁଆରି ୧୪ରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ କ୍ୟାପିଟାଲ୍ସ, ଗୁଜରାଟ ଜାଏଣ୍ଟସ୍, ମୁମ୍ବାଇ…
ସିରିଜ ଜିତିଲା ଭାରତ , ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି
ଅହମ୍ମଦାବାଦରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ଜିତି ୩-୦ରେ ସିରିଜ କ୍ଲିନ ସୁଇପ କରିଛି ଟିମ ଇଣ୍ଡିଆ। ଶେଷ ମ୍ୟାଚରେ ଭାରତ ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୩୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ଦଳ ୩୪.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୧୪ ରନ କରିବାରେ ସମର୍ଥ…
ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି ଭାରତ
ଅହମ୍ମଦାବାଦରେ ଚାଲିଥିବା ଭାରତ-ଇଂଲଣ୍ଡ ଅନ୍ତିମ ଦିନିକିଆରେ ଭାରତ ଭ୍ରମଣକାରୀ ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି। ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ଉଇକେଟ ହରାଇ ୩୫୬ ରନ ସଂଗ୍ରହ କରିଛି। ଶୁବମନ ଗିଲଙ୍କ ଶତକ, ବିରାଟ କୋହଲି ଓ ଶ୍ରେୟସ…
କ୍ଳିନ ସୁଇପ ଲକ୍ଷ୍ୟରେ ଭାରତ
ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ୍ ବୁଧବାର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍ରେ ଖେଳାଯିବ। ଶୃଙ୍ଖଳାକୁ ଘରୋଇ ଦଳ ୨-୦ରେ ଆଗୁଆ ଜିତି ସାରିଥିବାରୁ ଏବେ ମୂଳପୋଛ ସହ ଦୃଢ଼ ମନୋବଳ ନେଇ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଲକ୍ଷ୍ୟ ରଖିଛି। ୨୦୨୩…
ଚାମ୍ପିୟନ୍ସ ଟ୍ରଫିରୁ ବାଦ୍ ପଡିଲେ ବୁମ୍ରା
ଭାରତୀୟ ଦଳର ଷ୍ଟାର ପେସ୍ ବୋଲର ଯଶପ୍ରୀତ ବୁମରା ଆଗାମୀ ଚାମ୍ପିଅନ୍ସ ଟ୍ରଫିରୁ ବାଦ ପଡ଼ିଛନ୍ତି । ଆଜି ବିସିସିଆଇ ପକ୍ଷରୁ ଚୂଡ଼ାନ୍ତ ଦଳ ଘୋଷଣା କରାଯାଇଛି ଓ ବୁମରାଙ୍କୁ ଏହି ଦଳରୁ ବାଦ ଦିଆଯାଇଛି । ତାଙ୍କ ସ୍ଥାନରେ ଯୁବ ପେସ୍ ବୋଲର ହର୍ଷିତ ରାଣାଙ୍କୁ ଦଳରେ ସାମିଲ କରାଯାଇଛି । ସେହିପରି…
ବାରବାଟୀରେ ହେବ ପ୍ରତିବର୍ଷ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍
ଫେବୃଆରୀ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ସଫଳତାର ସହିତ ଶେଷ ହୋଇଛି। କେବଳ ମ୍ୟାଚ୍ ସମୟରେ ଫ୍ଲଡ୍ ଲାଇଟ୍ ଖରାପ ହେବା ଘଟଣାକୁ ଛାଡିଦେଲେ ବାକି ସବୁକିଛି ଯୋଜନା ମୁତାବକ ଚାଲିଥିଲା।
ଏହି ଘଟଣା ସମ୍ପର୍କରେ ମଙ୍ଗଳବାର ରାଜ୍ୟ କ୍ରୀଡ଼ା…
ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି
ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି। ଫେବ୍ରୁଆରି ୧୨ରେ ଅହମ୍ମଦାବାଦରେ ସେମାନେ ତୃତୀୟ ଏକଦିବସୀୟ ମ୍ୟାଚ୍ ଖେଳିବେ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ତୃତୀୟ ତଥା ଶେଷ ଏକଦିବସୀୟ ମ୍ୟାଚ୍ ଖେଳିବା ପାଇଁ ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଏକ…
ବାରବାଟୀରେ ବିଜୁଳି ବିଭ୍ରାଟ ପାଇଁ ଓସିଏକୁ କାରଣ ଦର୍ଶାଅ ନୋଟିସ ମାଗିଲେ ରାଜ୍ୟ ସରକାର
ବାରବାଟୀ ଫ୍ଲଡ୍ ଲାଇଟ୍ ବିଭ୍ରାଟ ନେଇ ସୋ କଜ୍ ନୋଟିସ୍ । ଓସିଏକୁ କାରଣ ଦର୍ଶାଅ ନୋଟିସ ମାଗିଲେ ରାଜ୍ୟ ସରକାର। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ନୋଟିସ ଜାରି ହୋଇଛି ନୋଟିସ। କାହିଁକି ଫ୍ଲଡ୍ ଲାଇଟ୍ ବିଭ୍ରାଟ ହେଲା, ୧୦ ଦିନ ଭିତରେ ଜଣାଇବାକୁ ନୋଟିସ ଜାରି ହୋଇଛି । ଏହି ତ୍ରୁଟି…
ବାରବାଟୀରେ ଭାରତ ର ବିଜୟ
ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି ମ୍ୟାଚ୍ରେ ଘରୋଇ ଦଳ ୪ ୱିକେଟ୍ରେ ବିଜୟୀ ହୋଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବାରବାଟୀ ଦିନିକିଆ ଜିତିବା ସହିତ ଶୃଙ୍ଖଳାକୁ…
ରୋହିତଙ୍କ ଶତକ : ବାରବାଟରେ ଜିତିବ ଭାରତ
ବାରବାଟୀରେ ରୋହିତ ଶତକ କରିଛନ୍ତି । କିଛି ଦିନର ନିରବତା ପରେ ପୁଣି ଦମ ଦେଖାଇଛନ୍ତି ରୋହିତ । ଛକା ଚୈାକା ବର୍ଷିଛନ୍ତି ରୋହିତ । ୩୦୪ ରନ୍ ଇଂଲଣ୍ ଟିମ୍ ଇଣ୍ଡିଆର ବ୍ୟାଟିଂ ବେଳେ ବନ୍ଦ ହୋଇଗଲା ଫ୍ଲଡ୍ ଲାଇଟ୍ । ଭାରତୀୟ ଓପେନିଂ ଯୋଡ଼ି ଲୟରେ ନଜର ଆସୁଥିବା ବେଳେ ଏଭଳି ଘଟଣାକୁ ନେଇ…