Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Browsing Category
Sports
All sports related news will be uploaded
ବାରବାଟୀ ବଡ ଲଢେଇ , ଟସ୍ ଜିତିଲା ଇଂଲଣ୍ଡ , ଫିଲ୍ଡିଂ କରିବ ଭାରତ
ବାରବାଟୀ ବଡ ଲଢେଇ । ଟସ୍ ଜିତିଲା ଇଂଲଣ୍ଡ । ଫିଲ୍ଡିଂ କରିବ ଭାରତ। ଷ୍ଟାଡିୟମରେ ଲାଗିଲାଣି ଫ୍ୟାନଙ୍କ ଖଚାଖଚ ଭିଡ଼। ଫ୍ୟାନ୍ସଙ୍କ ମଧ୍ୟରେ ପ୍ରବଳ ଉତ୍ସାହ । ୫ ବର୍ଷ ପରେ ବାରବାଟୀରେ ମ୍ୟାଚ ହେଉଥିବାରୁ ଖେଳ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ନଥିବା ଉତ୍କଣ୍ଠା ଦେଖିବାକୁ ମିଳିଛି ।…
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା।,ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। ଆଜି ସୁପର୍ ସଣ୍ଡେରେ ସୁପରସୋ ମୁକାବିଲା । କଟକରେ ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର । ମହାଲଢ଼େଇ ପାଇଁ ପ୍ରସ୍ତୁତ ରହିଛି ବାରବାଟୀ ଷ୍ଟାଡ଼ିୟମ । ଛକା, ଚୌକା ବର୍ଷା ଭିତରେ ହାଇସ୍କୋରିଂ ମ୍ୟାଚ୍ ଆଶା ।କ୍ରିକେଟ୍ପ୍ରେମୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ…
ଫେବୃଆରୀ ୯ରେ କମ୍ପିବ ବାରବାଟୀ,ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଦୁଇ ଦେଶର ଖେଳାଳି
ଫେବୃଆରୀ ୯ରେ କମ୍ପିବ ବାରବାଟୀ । ସୁପର ସଣ୍ଡେରେ ହେବ ସୁପର ଫାଇଟ । ମୁହାଁମହିଁ ହେବ ଇଣ୍ଡିଆ-ଇଂଲଣ୍ଡ । ରବିବାର ଖେଳାଯିବାକୁ ଥିବା ଏହି ମହାମୁକାବିଲା ପାଇଁ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଦୁଇ ଦେଶର ଖେଳାଳି । ସୱତନ୍ତ୍ର ବିମାନ ଯୋଗେ ଇଣ୍ଡିଆ-ଇଂଲଣ୍ଡ ଦଳର ଖେଳାଳି ଭୁବନେଶ୍ୱର…
ପ୍ରଥମ ଦିନିକିଆରେ ୪ ଓ୍ବିକେଟରେ ବିଜୟୀ ହୋଇଛି ଭାରତ
ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଚାଲିଥିବା ପ୍ରଥମ ଦିନିକିଆରେ ୪ ଓ୍ବିକେଟରେ ବିଜୟୀ ହୋଇଛି ଭାରତ । ଇଂଲଣ୍ଡ ଦ୍ବାରା ରଖାଯାଇଥିବା ୨୪୯ ରନର ଲକ୍ଷ୍ୟକୁ ୩୮.୪ ଓଭରରେ ୬ ଓ୍ବିକେଟ ହରାଇ ୨୫୧ ରନ କରି ହାସଲ କରିନେଇଥିଲା । ଭାରତ ପକ୍ଷରୁ ଶୁଭମନ ଗିଲ ୮୭ ରନ, ଶ୍ରେୟସ ଆୟର…
ଟସ ଜିତି ବ୍ୟାଟିଂ କରୁଛି ଇଂଲଣ୍ଡ
ଭାରତ ଓ ଇଂଲଣ୍ଡ ମଧ୍ୟ ମଧ୍ୟରେ ଆରମ୍ଭ ହୋଇଛି ଦିନିକିଆ ସିରିଜ୍ । ପ୍ରଥମ ମ୍ୟାଚ୍ ନାଗପୁର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳା ଯାଉଛି ସିରିଜ୍ର ପ୍ରଥମ ମ୍ୟାଚ୍ । ପ୍ରଥମ ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଇଂଲଣ୍ଡ ଦଳ । ଆଜିର ମ୍ୟାଚ୍ ପାଇଁ…
ଆଜିଠୁ ଭାରତ-ଇଂଲଣ୍ଡ ୱାନଡେ ସିରିଜ
ନାଗପୁରରେ ଅହରାହ୍ଣ ୧ଟା ୩୦ରେ ସିରିଜର ପ୍ରଥମ ମ୍ୟାଚ୍ ଖେଳାଯିବ । ଏଥିପାଇଁ ଉଭୟ ଦଳ ଝାଳବୁହା ଅଭ୍ୟାସ କରିଛନ୍ତି । ଆଜିର ମ୍ୟାଚରେ ରୋହିତଙ୍କ ସହ ଉପଅଧିନାୟକ ଶୁବମନ ଗିଲ୍ ପାଳି ଆରମ୍ଭ କରିବେ । କୋହଲି ଓ ଶ୍ରେୟସ୍ ଆୟର୍ ତୃତୀୟ ଓ ଚତୁର୍ଥ ସ୍ଥାନରେ ଖେଳିବେ । ହାର୍ଦିକ ପାଣ୍ଡ୍ୟା ଷଷ୍ଠ…
ଟିକେଟ୍ ପାଇଁ ଠେଲାପେଲା , ଅଚେତ୍ ହେଉଛନ୍ତି ଜଣଙ୍କ ପରେ ଜଣେ
ଟିକେଟ୍ ପାଇଁ ଠେଲାପେଲା। ବାରବାଟୀରେ ଅଫ୍ଲାଇନ୍ ଟିକେଟ୍ ବିକ୍ରି ପାଇଁ କାଉଣ୍ଟର ଖୋଲିବା ପରେ ପ୍ରବଳ ଠେଲପେଲା ଦେଖିବାକୁ ମିଳିଛି। ଠେଲାପେଲା ଧସ୍ତାଧସ୍ତିରେ ତଳେ ପଡି ଅଚେତ୍ ହେଉଛନ୍ତି ଜଣଙ୍କ ପରେ ଜଣେ । ଭିଡକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ନାକେଦମ୍ ହେଲାଣି । କେବଳ…
ବିରାଟ କୋହଲି ପୁଣି RCBର ଅଧିନାୟକତ୍ୱ କରିବେ କି?
ବିରାଟ କୋହଲି ଆଇପିଏଲରେ ଦୀର୍ଘ ସମୟ ଧରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଥିଲେ। ବିରାଟ କୋହଲିଙ୍କ ପରେ, ଫାଫ ଡୁ ପ୍ଲେସିସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକତ୍ୱ ଗ୍ରହଣ କରିଥିଲେ। କିନ୍ତୁ ଏବେ ଫ୍ରାଞ୍ଚାଇଜ ଦକ୍ଷିଣ ଆଫ୍ରିକୀୟ କିମ୍ବଦନ୍ତୀଙ୍କୁ ରିଲିଜ୍…
ଅଭିଷେକ ଶର୍ମାଙ୍କ ଆକର୍ଷଣୀୟ ଶତକ
ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ରେ ଅଭିଷେକ ଶର୍ମାଙ୍କ ଆକର୍ଷଣୀୟ ଶତକ ସହାୟତାରେ ଭାରତ ୧୫୦ ରନରେ ସହଜ ବିଜୟ ହାସଲ କରିଛି। ଏଥିସହ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୪-୧ରେ ଜିତି ନେଇଛି।
୨୪୮ରନର ବିଜୟ ଲକ୍ଷ୍ୟ ନେଇ…
ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଇଂଲଣ୍ଡ ୨ୟ ଦିନିକିଆ ମ୍ୟାଚ୍ – ଆଜି ଠାରୁ ଅନଲାଇନ ଟିକେଟ ବୁକିଂ
ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଇଂଲଣ୍ଡ ୨ୟ ଦିନିକିଆ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଅନ୍ଲାଇନ ଟିକଟ ବୁକିଂ ରବିବାର ଅପରାହ୍ଣ ୪ଟାରୁ ଆରମ୍ଭ ହେବ। ଆୟୋଜକ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ) ସୂତ୍ରରୁ ପ୍ରକାଶ ଯେ ମୋଟ ୪୦୦୦ ଟିକଟ ଅନ୍ଲାଇନରେ ବିକ୍ରି କରାଯିବ।…