Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Sports
All sports related news will be uploaded
ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍ର ଖେଳାଳି
ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ପାଇଁ ଦର୍ଶକଙ୍କ ମଧ୍ୟରେ ପ୍ରବକ ଉତ୍କଣ୍ଠା । ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍ର ଖେଳାଳି । ଏହି ମ୍ୟାଚରେ ବାରବାଟୀ ଷ୍ଟାଡିୟମ୍ରେ ପ୍ରଥମ ଥର ଓପନ୍ କନସର୍ଟ ଅନୁରୂପ ଅନୁଭୂତି ନେବେ…
କଟକରେ ଟି-୨୦ ମ୍ୟାଚ୍ ପୂର୍ବରୁ ବଡ଼ ଧରଣର ଟିକେଟ୍ କଳାବଜାରୀ ରାକେଟ୍ , ୪ ଜଣ ଗିରଫ
କଟକ, ଡିସେମ୍ବର ୮: ବାରବାଟୀ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଥିବା ହାଇ-ଭୋଲଟେଜ୍ ଟି-୨୦ ମ୍ୟାଚ୍ ପୂର୍ବରୁ କଟକରେ ଟିକେଟ୍ କଳାବଜାରୀ କରୁଥିବା ଏକ ରାକେଟ୍କୁ କମିଶନରେଟ୍ ପୋଲିସ୍ ଠାବ କରିଛି। ଏହି ମାମଲାରେ ପୋଲିସ୍ ମୋଟ୍ ୪ ଜଣ କଳାବଜାରୀଙ୍କୁ ଗିରଫ କରିଛି।
କଟକରେ ଟିକେଟ୍ କଳାବଜାରୀ…
ବାରବାଟୀ ଲଢେଇ ଉପରେ ନଜର
ଟ୍ବେଣ୍ଟି-୨୦ ପାଇଁ ଶନିବାର ଉଭୟ ଦଳର ସମସ୍ତ ଖେଳାଳି ଭୁବନେଶ୍ବରରେ ପହଞ୍ଚିବେ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକାର ୫ଜଣ ଖେଳାଳି ଡୋନାଭାନ ଫେରେଇରା, ରିଜା ହେଣ୍ଡ୍ରିକ୍ସ, ଡେଭିଡ୍ ମିଲର, ଜର୍ଜ ଫେଡ୍ରିକ୍ ଲିଣ୍ଡେ, କ୍ବେନାମ ସେଗୋଫାଟ୍ସୋ ଗତକାଲି ଭୁବନେଶ୍ବରରେ ପହଞ୍ଚିଥିଲା ବେଳେ…
ସିରିଜ ଜିତିଲା ଭାରତ
ଟେଷ୍ଟ ସିରିଜ ପରାଜୟର ପ୍ରତିଶୋଧ ଦିନିକିଆରେ ନେଇଛି ଟିମ୍ ଇଣ୍ଡିଆ । ବିଶାଖାପାଟଣାରେ ବଡ଼ ବିଜୟ ସହିତ ଦିନିକିଆ ସିରିଜକୁ ୨-୧ରେ ଜିତିନେଇଛି । ଆଜି ବିଶାଖାପାଟଣାରେ ଅନୁଷ୍ଠିତ ମୁକାବିଲାରେ ଭାରତ ୯ ୱିକେଟରେ ଭ୍ରମଣକାରୀ ଟିମ୍କୁ ପରାସ୍ତ କରିଛି । ଦମ୍ଦାର ଶତକ ହାସଲ କରିଛନ୍ତି ଯଶସ୍ବୀ…
ଆଜି ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ
ଆଜି ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ସିରିଜ ନିର୍ଣ୍ଣାୟକ ତୃତୀୟ ଦିନିକିଆ । ୧-୧ରେ ସିରିଜ ବରାବର ରହିଛି । ଭାରତୀୟ ଦଳକୁ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା କଡ଼ା ଟକ୍କର ଦେଉଛି । ୨-୦ରେ ଟେଷ୍ଟ ସିରିଜ ମୂଳପୋଛ କରିସାରିଥିବା ଦକ୍ଷିଣ ଆଫ୍ରିକା ଦଳ ଉକ୍ତ ମ୍ୟାଚ୍ ଜିତିଲେ…
ବାରବାଟୀ ଟି୨୦ ମ୍ୟାଚ୍ ପାଇଁ ଆଜି କାଉଣ୍ଟରରେ ଟିକଟ ବିକ୍ରି, ୯ଟାରେ ଖୋଲିବ କାଉଣ୍ଟର
ବାରବାଟୀ ଟି୨୦ ମ୍ୟାଚ୍ ପାଇଁ ଆଜି କାଉଣ୍ଟରରେ ବିକ୍ରି ହେବ ଟିକଟ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଟିକଟ ଖଣ୍ଡେ ପାଇବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ବହୁ କ୍ରିକେଟ୍ପ୍ରେମୀ ଗୁରୁବାରଠାରୁ କଟକରେ ଆସି ଡେରା ପକାଇଛନ୍ତି। ବିଶେଷକରି ଷ୍ଟାର ଖେଳାଳିଙ୍କ…
କାଉଣ୍ଟର ଆଗରେ ଅସମ୍ଭାଳ ଭିଡ଼
ଆଜି ଦିନ ୯ଟାରୁ ବାରବାଟୀ ଷ୍ଟାଡିୟମରେ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ। ଟିକେଟ୍ ବିକ୍ରି ଆରମ୍ଭ ହେବା ପୂର୍ବରୁ ହିଁ ଷ୍ଟାଡିୟମ ବାହାରେ ଅସମ୍ଭାଳ ଭିଡ଼ ଜମିଛି। ଶତାଧିକ କ୍ରିକେଟ୍ ପ୍ରେମୀ ରାଜ୍ୟ ତଥା ବାହାରୁ ଆସି ଗତକାଲି ରାତିରୁ ହିଁ କାଉଣ୍ଟର ଆଗରେ ଲମ୍ବା ଧାଡ଼ି ଲଗାଇ ରହିଛନ୍ତି।…
ଭାରତକୁ ୪ ୱିକେଟରେ ପରାସ୍ତ କଲା ଦକ୍ଷିଣ ଆଫ୍ରିକା
ରାୟପୁରରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ରେ ଭାରତକୁ ୪ ୱିକେଟରେ ପରାସ୍ତ କରି ଦକ୍ଷିଣ ଆଫ୍ରିକା ସିରିଜ୍କୁ ୧-୧ରେ ବରାବର କରିଛି। ଭାରତ ଦେଇଥିବା ୩୫୯ ରନର ବିଶାଳ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୪୯.୨ ଓଭରରେ ୬ ୱିକେଟ୍…
ବିରାଟଙ୍କ ୫୩ତମ ଶତକ, ରୁତୁରାଜଙ୍କ ପ୍ରଥମ ଶତକ ବେକାର, ଜିତିଲା ସାଉଥ ଆଫ୍ରିକା
ରାୟପୁର: ଏଠାରେ ଖେଳାଯାଇଥିବା ଘରୋଇ ଭାରତ ବିପକ୍ଷ ଦ୍ବିତୀୟ ଦିନିକିଆକୁ ୪ ଓ୍ବିକେଟରେ ଜିତି ନେଇଛି ଦକ୍ଷିଣ ଆଫ୍ରିକା। ଫଳରେ ଏହି ୩ ମ୍ୟାଚ୍ ବିଶିଷ୍ଟ ଏହି ଶୃଙ୍ଖଳା ୧-୧ ସ୍ତରକୁ ଆସିବା ସହ ଜୀବନ୍ତ ରହିଛି। ୩୫୯ ରନ୍ର ସ୍କୋର୍କୁ ପିଛା କରୁଥିବା ଭ୍ରମଣକାରୀ ଦଳ ୨୬ ରନ୍ରେ କ୍ବିଣ୍ଟନ…
ଆଜି ଭାରତ–ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆ
ଆଜି ଭାରତ--ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆ । ଛତିଶଗଡ଼ ରାୟପୁର ଷ୍ଟାଡିୟମରେ ଖେଳାଯିବ ମ୍ୟାଚ। ସିରିଜ ବିଜୟ ଲକ୍ଷ୍ୟରେ ଟିମ ଇଣ୍ଡିଆ । ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ଅଛି ଭାରତ । ଶୁଭମନ ଗିଲ ଆହତ କାରଣରୁ ଲୋକେଶ ରାହୁଲଙ୍କ ଅଧିନାୟକତ୍ବରେ ଖେଳିବ ଟିମ ଇଣ୍ଡିଆ। ରାଞ୍ଚିରେ…