Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Sports
All sports related news will be uploaded
ପରାଜୟ ଆଶଙ୍କାରେ ଭାରତ
ବରସାପରା ଷ୍ଟାଡିୟମରେ ଖେଳା ଯାଉଥିବା ଦ୍ଵିତୀୟ ଟେଷ୍ଟରେ ବ୍ୟାକଫୁଟରେ ଟିମ୍ ଇଣ୍ଡିଆ। ମ୍ୟାଚରେ ସଂପୂର୍ଣ୍ଣ ପ୍ରାଧ୍ୟାନ୍ୟ ବିସ୍ତାର କରିଛି ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା। ଦକ୍ଷିଣ ଆଫ୍ରିକାର ୪୮୯ ରନ ଜବାବରେ ଭାରତୀୟ ଦଳ ପ୍ରଥମ ଇନିଂସରେ ୨୦୧ ରନରେ ଅଲଆଉଟ୍ ହୋଇଛି। ୨୮୮ ରନ ଆଗୁଆ ରହିଥିବା…
ପ୍ରଥମ ଦିନ ଦକ୍ଷିଣ ଆଫ୍ରିକା ୨୪୭/୬
ଗୁଆହାଟୀଠାରେ ଆରମ୍ଭ ହୋଇଥିବା ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଟେଷ୍ଟ୍ର ପ୍ରଥମ ଦିନ ୮୧.୫ ଓଭର ଖେଳରେ ୨୪୭ ରନ୍ କରିଥିଲା ବେଳେ ଭାରତ ଏହାର ଶୀର୍ଷ ୬ ବ୍ୟାଟର୍ଙ୍କୁ ପ୍ୟାଭିଲିୟନ ଫେରାଇ ଦେଇଛି। ପ୍ରଥମ ଥର ପାଇଁ ଭାରତରେ ଖେଳାଯାଇଥିବା କୌଣସି ଟେଷ୍ଟ୍ର ମଧ୍ୟାହ୍ନଭୋଜନ ପୂର୍ବରୁ ଚା’…
ଗୁଆହାଟୀ ଟେଷ୍ଟ୍: ରିଷଭ ପନ୍ତ ଅଧିନାୟକ
ଭାରତ ବନାମ ଦକ୍ଷିଣ ଆଫ୍ରିକା ସିରିଜର ଦ୍ୱିତୀୟ ଟେଷ୍ଟ ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଆଜି ଟେଷ୍ଟର ପ୍ରଥମ ଦିନ। ଏହି ଟେଷ୍ଟରେ ମଧ୍ୟ ଭାରତର ଟସ୍ ହାରିବା ଧାରା ଜାରି ରହିଛି। ଦକ୍ଷିଣ ଆଫ୍ରିକା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ…
ଆଜି ଠାରୁ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ବିତୀୟ ଟେଷ୍ଟ୍
ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ବିତୀୟ ଟେଷ୍ଟ୍ ଆଜି ଠାରୁ ଗୁଆହାଟୀରେ ଖେଳାଯିବ। ପୂର୍ବ ଭାରତର ଅନ୍ୟତମ ଟେଷ୍ଟ୍ ଭେନ୍ୟୁ ଭାବେ ବର୍ଷାପାରା ଷ୍ଟାଡିୟମ୍ ଏହି ମ୍ୟାଚ୍ ଆୟୋଜନ କରୁଛି। ଏହା ମଧ୍ୟ ଦେଶର ୩୦ତମ ଟେଷ୍ଟ୍ ଭେନ୍ୟୁର ମାନ୍ୟତା ପାଇଛି। ଏହି ଟେଷ୍ଟ୍ ମ୍ୟାଚ୍ ଆରମ୍ଭ…
ଚଳିତ ରଣଜୀ ସିଜିନରେ ପ୍ରଥମ ବିଜୟ ହାସଲ କରିଛି ଓଡ଼ିଶା
ଚଳିତ ରଣଜୀ (Ranji Trophy) ସିଜିନରେ ପ୍ରଥମ ବିଜୟ ହାସଲ କରିଛି ଓଡ଼ିଶା । କିଟ୍ ଷ୍ଟାଡିୟମଠାରେ ଖେଳାଯାଉଥିବା ନାଗାଲାଣ୍ଡ ବିପକ୍ଷ ମ୍ୟାଚରେ ଓଡ଼ିଶା ୨୯୯ ରନର ଏକ ବିଶାଳ ବିଜୟ ହାସଲ କରିଛି । ଏହି ମ୍ୟାଚରେ ଓଡ଼ିଶା ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିଲା । ଓଡ଼ିଶା ନିଜର ପ୍ରଥମ ଇନିଂସରେ…
ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚର ମଜା ଉଠାଇବେ ଓଡ଼ିଶା ବାସୀ
ଓଡ଼ିଆ କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । ପୁଣି ବାରବାଟୀରେ ହେବାକୁ ଯାଉଛି ଛକା-ଚୌକା ବର୍ଷା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀରେ ହେବାକୁଥିବା ପ୍ରଥମ ଟି-୨୦ ମ୍ୟାଚ୍ ପାଇଁ ଟିକେଟ୍ ତାରିଖ ଘୋଷଣା କରିଛି ଓସିଏ । ପ୍ରଥମେ ଅନଲାଇନରେ ଟିକେଟ୍ ବିକ୍ରି କରାଯିବା ପରେ…
‘ଆଇକନିକ୍ ଓଡ଼ିଶା ଚେସ୍ ପ୍ରିମିୟର୍ ଲିଗ୍ ଉଦ୍ଯାପିତ, ବାରବାଟୀ ବ୍ୟାଟ୍ଲର୍ସ ପ୍ରଥମ ରନର୍ସଅପ୍
ନିଖିଳ ଓଡ଼ିଶା ଚେସ୍ ସଂଘ (ଏଓସିଏ) ଓ ଆଇକନିକ୍ ସ୍ପୋର୍ଟ୍ସ ଫାଉଣ୍ଡେସନ (ଆଇଏସ୍ଏଫ୍)ର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ଲାଗି ଓଡ଼ିଶାରେ ଆୟୋଜିତ ଫ୍ରାଞ୍ଚାଇଜ୍ ଭିତ୍ତିକ ଚେସ୍ ପ୍ରତିଯୋଗିତା ‘ଆଇକନିକ୍ ଓଡ଼ିଶା ଚେସ୍ ପ୍ରିମିୟର୍ ଲିଗ୍ (ଆଇଓସିପିଏଲ୍)’ ରବିବାର ଉଦ୍ଯାପିତ ହୋଇଛି। ଏହି…
ଦକ୍ଷିଣ ଆଫ୍ରିକାଠାରୁ ପ୍ରଥମ ଟେଷ୍ଟ ହାରିଲା ଭାରତ
କୋଲକାତାର ଇର୍ଡେନ୍ ଗାର୍ଡେନରେ ଭାରତର ଲଜ୍ଜାଜନକ ଟେଷ୍ଟ ପରାଜୟ । ଦକ୍ଷିଣ ଆଫ୍ରିକାଠାରୁ ପ୍ରଥମ ଟେଷ୍ଟ ହାରିଲା ଭାରତ । ନିଜ ଦ୍ୱିତୀୟ ଇଂନିସରେ ଭାରତୀୟ ଦଳ ଅତି ଖରାପ ବ୍ୟାଟିଂ କରିବା ସହିତ ମାତ୍ର ୯୩ ରନରେ ଅଲଆଉଟ୍ ହୋଇଛି । ଆଉ ଏହି ମ୍ୟାଚକୁ ୩୦ ରନରେ ଜିତିନେଇଛି ଦକ୍ଷିଣ ଆଫ୍ରିକା ଦଳ…
ରାଇଜିଂଷ୍ଟାର୍ସ ଟ୍ବେଣ୍ଟି-୨୦ କ୍ରିକେଟ ପ୍ରତିଯୋଗିତା -୨୦୨୫: ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ
କାତାରର ଦୋହାରେ ଚାଲିଥିବା ଏସିଆ କପ ରାଇଜିଂଷ୍ଟାର୍ସ ଟ୍ବେଣ୍ଟି-୨୦ କ୍ରିକେଟ ପ୍ରତିଯୋଗିତା -୨୦୨୫ରେ ଭାରତ -ଏ ବୃହତ ବିଜୟ ହାସଲ କରିଛି। ଶୁକ୍ରବାର ଖେଳାଯାଇଥିବା ମ୍ୟାଚରେ ଭାରତ -ଏ ୧୪୮ ରନରେ ୟୁଏଇକୁ ପରାସ୍ତ କରିଛି। ଭାରତ-ଏ ବୈଭବ ସୂର୍ଯ୍ୟବଂଶୀଙ୍କ ୧୪୪ରନ ବଳରେ ବିଶାଳ ୨୯୭ରନ…
ଇଡେନ୍ ଗାର୍ଡେନ୍ସରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ମ୍ୟାଚ୍
କୋଲକାତା ଟେଷ୍ଟର ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ ହୋଇଯାଇଛି। ଭାରତୀୟ ଦଳ ପକ୍ଷରୁ ଜସପ୍ରୀତ ବୁମରା ୫ଟି ଉଇକେଟ ନେଇଛନ୍ତି। ଏହା ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ପ୍ରଥମ ଇନିଂସ ସ୍କୋର। ପୂର୍ବରୁ ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ପ୍ରଥମ…