Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Sports
All sports related news will be uploaded
ଅଷ୍ଟ୍ରେଲିଆକୁ ୯ ୱିକେଟରେ ପରାସ୍ତ କରିଛି ଭାରତ
ଭାରତର ଦୁଇ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା (Rohit sharma) ଓ ବିରାଟ କୋହଲି(Virat Kohli)ଙ୍କ ଦମଦାର ଇନିଂସ ବଳରେ ୩ୟ ଦିନିକିଆରେ ଅଷ୍ଟ୍ରେଲିଆକୁ ୯ ୱିକେଟରେ ପରାସ୍ତ କରିଛି ଭାରତ । ରୋହିତ ଏକ ବିସ୍ଫୋରକ ଶତକ ଅର୍ଜନ କରିଥିବାବେଳେ ବିରାଟ ୭୪ ରନର ପାଳି ଖେଳିଥିଲେ । ତେବେ ପ୍ରଥମ…
ଆଜି ଭାରତ-ଅଷ୍ଟ୍ରେଲିଆ ଶେଷ ଦିନିକିଆ, ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି
ଆଜି ଭାରତ-ଅଷ୍ଟ୍ରେଲିଆ ତୃତୀୟ ତଥା ଶେଷ ଦିନିକିଆ। ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ଭାରତ । ସକାଳ ୯ଟାରୁ ମ୍ୟାଚ୍ ଖେଳାଯିବ। ଶେଷ ଦିନିକିଆ ଜିତି ସମ୍ମାନ ବଜାୟ ଲକ୍ଷ୍ୟରେ ଭାରତ ଖେଳିବ । ୩ ମ୍ୟାଚ୍ ବିଶିଷ୍ଟ ସିରିଜକୁ ଅଷ୍ଟ୍ରେଲିଆ ୨-୦ରେ କବଜା କରିଛି ।…
ଆଇସିସି ମହିଳା ଦିନିକିଆ ବିଶ୍ବକପ୍ – ସେମିଫାଇନାଲ୍ରେ ଭାରତ
ଚଳିତ ଆଇସିସି ମହିଳା ଦିନିକିଆ ବିଶ୍ବକପ୍ରେ ଗୁରୁବାର ନ୍ୟୁଜିଲାଣ୍ଡ୍କୁ ୫୩ ରନ୍ (ଡିଏଲ୍ଏସ୍)ରେ ପରାସ୍ତ କରି ଭାରତ ସେମିଫାଇନାଲ୍ରେ ପହଞ୍ଚିଯାଇଛି। ବର୍ଷାବାଧାପ୍ରାପ୍ତ ମ୍ୟାଚ୍ରେ ଭାରତ ୩୪୦ ରନ୍ କରିଥିଲା। ବର୍ଷା କାରଣରୁ କିନ୍ତୁ ନ୍ୟୁଜିଲାଣ୍ଡ୍ ସମ୍ମୁଖରେ ୪୪ ଓଭରରୁ ୩୨୫ ରନ୍…
ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ
ଅଷ୍ଟ୍ରେଲିଆଠୁ ଦ୍ବିତୀୟ ମ୍ୟାଚରେ ପରାସ୍ତ ହୋଇଛି ଭାରତ । ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇ ୨-୦ରେ ସିରିଜ ହାତେଇଛି ଅଷ୍ଟ୍ରେଲିଆ । ତିନିଟିକିଆ ସିରିଜରେ ଏହା ଭାରତର ଦ୍ବିତୀୟ ପରାଜୟ । ୨୬୪ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅଷ୍ଟ୍ରେଲିଆ ୪୬.୨ ବଲରେ ୮ ଓ୍ବିକେଟ ହରାଇ…
ଶୀତକାଳୀନ ଅଲିମ୍ପିକ୍ସ ୨୦୨୬ କ୍ରୀଡ଼ାରେ ମଶାଲ ଧରିବେ ଅଭିନବ ବିନ୍ଦ୍ରା
ଅଲିମ୍ପିକ୍ ସ୍ବର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରାଙ୍କୁ ଆସନ୍ତା ବର୍ଷ ହେବାକୁ ଥବା ଶୀତକାଳୀନ କ୍ରୀଡ଼ାରେ ମଶାଲଧାରକ ଭାବେ ଚୟନ କରାଯାଇଛି। ଶୀତକାଳୀନ ଅଲିମ୍ପିକ୍ସ ୨୦୨୬ ଆସନ୍ତା ବର୍ଷ ଫେବ୍ରୁଆରି ୬ରୁ ୨୨ ପର୍ଯ୍ୟନ୍ତ ଇଟାଲିର ମିଲାନ ଓ କୋର୍ଟିନା ଡି’ ଆମ୍ପେଜୋରେ ଅନୁଷ୍ଠିତ ହେବ। ଏହି…
ଭାରତ-ଏ ଦଳ ପାଇଁ ଅଧିନାୟକ ହେଲେ ରିଷଭ ପନ୍ତ
ଭାରତ-ଏ ଦଳ ଦକ୍ଷିଣ ଆଫ୍ରିକା-ଏ ଦଳ ବିପକ୍ଷରେ ଦୁଇଟି ଚାରି ଦିନିଆ ମ୍ୟାଚ୍ ଖେଳିବ। ଏହି ସିରିଜ ପାଇଁ ଭାରତ-ଏ ଦଳ ଘୋଷଣା କରାଯାଇଛି। ଏହି ମ୍ୟାଚ୍ ପାଇଁ ଋଷଭ ପନ୍ତ ଦଳର ଅଧିନାୟକ ନିଯୁକ୍ତ କରାଯାଇଥିବା ବେଳେ ସାଇ ସୁଦର୍ଶନଙ୍କୁ ଉପ-ଅଧିନାୟକ ନିଯୁକ୍ତ କରାଯାଇଛି। ଦୁଇଟି ଚାରି ଦିନିଆ ମ୍ୟାଚ୍…
ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ଶୃଙ୍ଖଳା
ଚାମ୍ପିଅନ୍ସ ଟ୍ରଫି ବିଜୟ ପରର ଲମ୍ବା ବ୍ୟବଧାନ ପରେ ଦୁଇ ମହାନ ଭାରତୀୟ ତାରକା ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ପ୍ରତ୍ୟାବର୍ତ୍ତନ। ଉଭୟଙ୍କ ୨୦୨୭ ବିଶ୍ବକପ୍ ଖେଳିବା ନେଇ ଲାଗି ରହିଛି ଅଙ୍କକଷା। ଶୁବମନ୍ ଗିଲ୍ଙ୍କ ନେତୃତ୍ବରେ ଭାରତର ପ୍ରଥମ ଦିନିକିଆ ଶୃଙ୍ଖଳା ଏବଂ ଅଷ୍ଟ୍ରେଲିଆର…
ପାକିସ୍ତାନର ଏୟାର୍ ଷ୍ଟ୍ରାଇକ୍ରେରେ ୩ ଆଫ୍ଗାନୀ କ୍ରିକେଟର୍ଙ୍କ ମୃତ୍ୟୁ ଅଭିଯୋଗ
ପାକଟିକା ପ୍ରଦେଶରେ ପାକିସ୍ତାନର ଏୟାର୍ ଷ୍ଟ୍ରାଇକ୍ରେରେ ୩ ଆଫ୍ଗାନୀ କ୍ରିକେଟର୍ଙ୍କ ମୃତ୍ୟୁ ହୋଇଛି ବୋଲି ଅଭିଯୋଗ ଅାଣିଛି ଆଫ୍ଗାନିସ୍ତାନ। ତିନି ଜଣ ଆଫଗାନିସ୍ତାନ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ପରେ, ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପାକିସ୍ତାନ ଏବଂ ଶ୍ରୀଲଙ୍କାକୁ ନେଇ…
ମହିଳା କ୍ରିକେଟ୍ ବିଶ୍ବକପ୍ – ସେମିଫାଇନାଲରେ ଅଷ୍ଟ୍ରେଲିଆ
ଅଧିନାୟିକା ଆଲିସା ହିଲି (୧୧୩*)ଙ୍କ ଧମାକାଦାର ଶତକ ବଳରେ ଚଳିତ ଏକଦିବସୀୟ ମହିଳା କ୍ରିକେଟ୍ ବିଶ୍ବକପ୍ର ଗୁରୁବାର ଖେଳାଯାଇଥିବା ସପ୍ତଦଶ ମ୍ୟାଚ୍ରେ ଅଷ୍ଟ୍ରେଲିଆ ୧୦ ୱିକେଟ୍ରେ ଏକତରଫା ଭାବେ ବାଂଲାଦେଶକୁ ପରାସ୍ତ କରିଛି। ତା’ ସହିତ ପଞ୍ଚମ ମ୍ୟାଚ୍ରୁ ଚତୁର୍ଥ ବିଜୟ ସହ ମୋଟ ୯…
ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ହେବ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଆୟୋଜନ ପାଇଁ ଭାରତର ପ୍ରୟାସକୁ ରାଜ୍ୟଗୋଷ୍ଠୀ ସଂଘର ମଞ୍ଜୁରୀ ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି।
ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଶାହ କହିଛନ୍ତି, "ଭାରତ ପାଇଁ ଏହା ଏକ ଅପାର…