Browsing Category

Sports

All sports related news will be uploaded

କ୍ରିକେଟର ଆଜିଙ୍କ୍ୟ ରାହାଣେଙ୍କୁ ଦଳର ନୂତନ ଅଧିନାୟକ ଭାବରେ ନିଯୁକ୍ତ କରିଛି କେକେଆର

ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୫ସିଜିନର ଠିକ୍ ପୂର୍ବରୁ, କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଫ୍ରାଞ୍ଚାଇଜ୍ ଏକ ବଡ଼ ଘୋଷଣା କରିଛି। କ୍ରିକେଟର ଆଜିଙ୍କ୍ୟ ରାହାଣେଙ୍କୁ ଦଳର ନୂତନ ଅଧିନାୟକ ଭାବରେ ନିଯୁକ୍ତ କରିଛି କେକେଆର। ଏହା ସହ ଭେଙ୍କଟେଶ ଆୟରଙ୍କୁ ଉପ-ଅଧିନାୟକ ଦାୟିତ୍ୱ…

କେନ୍ ୱିଲିୟମସନଙ୍କୁ ଆଉଟ୍ କରିବା ପରେ ଅକ୍ଷରଙ୍କ ପାଦ ଛୁଇଁଲେ ବିରାଟ

ରବିବାର ଦିନ ଭାରତ ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଛି | ହେଲେ ଏହି ମ୍ୟାଚ ବେଳେ ବିରାଟ କୋହଲି ଏବଂ ଅକ୍ଷର ପଟେଲଙ୍କ ଏକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେଉଛି । ଯାହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି । ମ୍ୟାଚ୍ ସମୟରେ ନ୍ୟୁଜିଲାଣ୍ଡ ଟିମ୍ ୨୫୦ ରନର ଟାର୍ଗେଟ ପିଛା କରୁଥିଲେ…

ଚାମ୍ପିଅନ୍ସ ଟ୍ରଫିରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ଭାରତ

ନ୍ୟୁଜିଲାଣ୍ଡ ବିପକ୍ଷ ଗ୍ରୁପ୍ ପର୍ଯ୍ୟାୟର ଶେଷ ମ୍ୟାଚ୍‌କୁ ଭାରତ ୪୪ ରନ୍‌ରେ ଜିତି ନେଇଛି । ଏଥିସହ ଚାମ୍ପିଅନ୍ସ ଟ୍ରଫିରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ଭାରତ । ପୂର୍ବରୁ ଚାମ୍ପିଅନ୍ସ ଟ୍ରଫିରେ ଭାରତ ୨ଟି ମ୍ୟାଚ୍ ଜିତି ସେମି ଫାଇନାଲ୍‌କୁ ଯାଇଥିଲା । ଆସନ୍ତା ୪ ତାରିଖରେ ପ୍ରଥମ ସେମି…

ଚାମ୍ପିୟନ୍ସ ଟ୍ରଫି : ନ୍ୟୁଜିଲାଣ୍ଡ କୁ ହରାଇଲା ଭାରତ

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫  ରନ କରି ଅଲଆଉଟ ହୋଇଯାଇଥିଲା । ଦଳ…

ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ vs ଇଣ୍ଡିଆ ହୋଇପାରେ

ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ରବିବାର ଭାରତ-ନ୍ୟୁଜିଲାଣ୍ଡୁ ମୁକାବିଲା ସହ ସମାପ୍ତ ହେବ। ଏହାପରେ ମାର୍ଚ୍ଚ ୪ରେ ପ୍ରଥମ ଏବଂ ମାର୍ଚ୍ଚ ୫ରେ ଦ୍ୱିତୀୟ ସେମିଫାଇନାଲ ଖେଳାଯିବ। ହେଲେ ଏଯାବତ ସେମିଫାଇନାଲକୁ କେବଳ ୩ ଦଳ ଯାଇଛନ୍ତି। ଏଥିରେ ଭାରତ, ନ୍ୟୁଜିଲାଣ୍ଡ ଏବଂ…

ଆଇସିସି ଚାମ୍ପିୟନ୍ସ ଟ୍ରଫି- ଅଷ୍ଟ୍ରେଲିଆ ଆଗରେ ୨୭୪ ରନର ଲକ୍ଷ୍ୟ ରଖିଛି ଆଫଗାନିସ୍ତାନ

ଲାହୋରଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଗ୍ରୁପ-ବିର ଏକ ମ୍ୟାଚରେ ଅଷ୍ଟ୍ରେଲିଆ ଆଗରେ ୨୭୪ ରନର ଲକ୍ଷ୍ୟ ରଖିଛି ଆଫଗାନିସ୍ତାନ ।  ଏହି ମ୍ୟାଚରେ ଆଫଗାନିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଦଳ ଆରମ୍ଭରୁ ରେହମାତୁଲ୍ଲା ଗୁରବାଜଙ୍କ…

ଆଫଗାନିସ୍ତାନ ଜିତିବା ପରେ ନାଚିଲେ ଇରଫାନ ପଠାନ୍

ଆଫଗାନିସ୍ତାନ ଟିମ୍ ବିଜୟରେ ପୁଣିଥରେ ନାଚିଲେ ଇରଫାନ ପଠାନ । ଚାମ୍ପିଅନ୍ସ ଟ୍ରଫିରେ ଆଫଗାନିସ୍ତାନ ଇଂଲଣ୍ଡକୁ ହରାଇବା ପରେ ଇରଫାନଙ୍କ ଡ୍ୟାନ୍ସ ଦେଖିବାକୁ ମିଳିଛି । ଯାହାର ଭିଡିଓ ଭାଇରଲ ହେଉଛି । ବିଶ୍ବକପ ୨୦୨୩ରେ ପାକିସ୍ତାନ ଠାରୁ ଆଫଗାନିସ୍ତାନ ଜିତିବା ପରେ ଧୂଆଦାର ଡ୍ୟାନ୍ସ କରିଥିଲେ…

ଇଂଲଣ୍ଡକୁ ପରାସ୍ତ କଲା ଆଫଗାନିସ୍ତାନ

ଇଂଲଣ୍ଡକୁ ପରାସ୍ତ କଲା ଆଫଗାନିସ୍ତାନ । ଆଫଗାନିସ୍ତାନ ଦଳ ଇଂଲଣ୍ଡ ଭଳି ବିଶ୍ୱ ଚାମ୍ପିଅନ ଦଳକୁ ପରାସ୍ତ କରିଛି । ହସମତୁଲ୍ଲା ଶାହିଦିଙ୍କ ଅଧିନାୟକତ୍ୱରେ ଆଫଗାନିସ୍ତାନ ଦଳ ଇଂଲଣ୍ଡକୁ ୮ ରନରେ ପରାସ୍ତ କରିଛି । ଏହି ପରାଜୟ ସହ ଟୁର୍ଣ୍ଣାମେଣ୍ଟରୁ ବିଦା ହୋଇଯାଇଛି ଇଂଲଣ୍ଡ ଦଳ। ଟସ ଜିତି…

ଚାମ୍ପିୟନ୍ସ ଟ୍ରଫି – ସେମିଫାଇନାଲ ଟିକେଟ ହାତାଇଲେ ଭାରତ ଏବଂ ନ୍ୟୁଜିଲାଣ୍ଡ

ବାଂଲାଦେଶକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ। ଚାମ୍ପିୟନ୍ସ ଟ୍ରଫିରୁ ବିଧିବଦ୍ଧ ଭାବେ ବିଦା ହେଲା ଆୟୋଜକ ପାକିସ୍ତାନ। ଗ୍ରୁପ୍ ଏର ପ୍ରସଙ୍ଗ ସମ୍ପୂର୍ଣ୍ଣ ଜଣାପଡ଼ିଯାଇଛି। କିନ୍ତୁ ଗ୍ରୁପ୍ ବିର ସେମିଫାଇନାଲର ସ୍ଥିତି ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଆଉ ପାଞ୍ଚଟି ଗ୍ରୁପ୍…

ଇତିହାସ ରଚିଲେ ରାଚିନ ରବିନ୍ଦ୍ର

ଚାମ୍ପିଅନ୍ସ ଟ୍ରଫି ୨୦୨୫ ନ୍ୟୁଜିଲାଣ୍ଡର ବ୍ୟାଟସମ୍ୟାନ ରାଚିନ ରବିନ୍ଦ୍ର ଇତିହାସ ରଚିଛନ୍ତି। ସେ ବିଶ୍ୱକପ ଏବଂ ଚାମ୍ପିଅନ୍ସ ଟ୍ରଫି ଡେବ୍ୟୁ ମ୍ୟାଚ୍‌ରେ ଶତକ ମାରିବାରେ ବିଶ୍ୱର ପ୍ରଥମ ଖେଳାଳି ହୋଇଛନ୍ତି। ଚାମ୍ପିଅନ୍ସ ଟ୍ରଫିରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ରବିନ୍ଦ୍ର ୧୧୨ ରନ କରିଥିଲେ,…