Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Browsing Category
Sports
All sports related news will be uploaded
5 ଟି ଓ୍ବିକେଟ ନେଇ ଇତିହାସ ରଚିଲେ ବୁମରା
ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ବ୍ରିସବେନର ଗାବା ଷ୍ଟାଡିୟମରେ ଖେଳା ଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶନିବାର ଦିନ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନ ବର୍ଷା ଯୋଗୁ…
ହାଇବ୍ରିଡ୍ ମଡେଲରେ ଦୁବାଇରେ ଚାମ୍ପିୟନ୍ସ ଟ୍ରଫି ମ୍ୟାଚ ଖେଳିବ ଟିମ୍ ଇଣ୍ଡିଆ
ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଖେଳିବନି ଭାରତ। ଉଭୟ ବିସିସିଆଇ ଓ ପିସିବି ମଧ୍ୟରେ ଏହାକୁ ନେଇ ସହମତି ହୋଇଛି। ଚାମ୍ପିୟନ୍ସ ଟ୍ରଫିର ୧୦ଟି ମ୍ୟାଚ ପାକିସ୍ତାନରେ ଖେଳାଯିବ। ଲିଗ୍ ଷ୍ଟେଜରେ ଭାରତ ତା’ର ତିନୋଟି ମ୍ୟାଚ୍ ଦୁବାଇରେ ଖେଳିବ। ଏହାବ୍ୟତୀତ ଟୁର୍ଣ୍ଣାମେଣ୍ଟର ସେମିଫାଇନାଲ ଓ…
ଗୁକେଶଙ୍କୁ ଶୁଭେଚ୍ଛା ଜଣାଇଲେ ମସ୍କ
୩୨ ବର୍ଷୀୟ ଲିରେନ୍ ବିଶ୍ବ ଚାମ୍ପିଅନସିପ୍ର ଟାଇଟଲଧାରୀ ଥିଲା ବେଳେ ୧୮ ବର୍ଷୀୟ ଗୁକେଶ ତାଙ୍କ ଚ୍ୟାଲେଞ୍ଜର୍ ଥିଲେ। ୧୪ ରାଉଣ୍ଡ ବିଶିଷ୍ଟ ବିଶ୍ବ ଚାମ୍ପିଅନ୍ସିପ୍ ମ୍ୟାଚ୍ରେ ଉଭୟ ଖେଳାଳି ତ୍ରୟୋଦଶ ରାଉଣ୍ଡ ସୁଦ୍ଧା ୬.୫ ଲେଖାଏଁ ପାଇ ବରାବର ସ୍ଥିତିରେ ଥିଲେ। ତେବେ ଶେଷ ରାଉଣ୍ଡକୁ…
ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ହାସଲ କଲେ ସ୍ମୃତି ମନ୍ଧାନା
ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ଶୃଙ୍ଖଳାର ତୃତୀୟ ମ୍ୟାଚରେ ଭାରତୀୟ ଓପନର ସ୍ମୃତି ମନ୍ଧାନା ଶତକ ହାସଲ କରିଥିଲେ ମଧ୍ୟ ୧୦୫ ରନ୍ ରେ ବୋଲିଂ କରି ପ୍ୟାଭିଲିୟନ୍ ଫେରିଛନ୍ତି । ପର୍ଥରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ଭାରତକୁ ୨୯୯ ରନର ଟାର୍ଗେଟ…
ଓଡ଼ିଶା ଏଫ୍ସି ୨-୧ ଗୋଲ୍ରେ ବିଜୟୀ
ଚଳିତ ଆଇଏସ୍ଏଲ୍ରେ ଗୁରୁବାର ଓଡ଼ିଶା ଏଫ୍ସି ଚମତ୍କାର ଭାବେ ଇଷ୍ଟ୍ବେଙ୍ଗଲ୍ ଏଫ୍ସିକୁ ତା’ ନିଜ ପଡ଼ିଆରେ ହରାଇଛି। କୋଲ୍କାତାର ସଲ୍ଟ ଲେକ୍ସ୍ଥିତ ବିବେକାନନ୍ଦ କ୍ରୀଡ଼ା ଭାରତୀ ଷ୍ଟାଡିୟମ୍ରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଓଡ଼ିଶା ଏଫ୍ସି ୨-୧ ଗୋଲ୍ରେ ବିଜୟୀ ହୋଇ ପଏଣ୍ଟ ଟେବୁଲ୍ର…
୨୦୩୪ର ଫୁଟବଲ ଫିଫା ବିଶ୍ୱକପ୍ ସାଉଦି ଆରବରେ ହେବ
ସାଉଦି ଆରବ ୨୦୩୪ରେ ହେବାକୁ ଥିବା ଫୁଟବଲ ବିଶ୍ୱକପ୍ ଆୟୋଜନ କରିବ ବୋଲି ଫିଫା ଘୋଷଣା କରିଛି। ଏହାବ୍ୟତୀତ ୨୦୩୦ ଫିଫା ବିଶ୍ୱକପ୍ ମଧ୍ୟ ଘୋଷଣା କରାଯାଇଛି। ୨୦୩୦ ବିଶ୍ବକପ୍ ସ୍ପେନ୍, ପର୍ତ୍ତୁଗାଲ୍ ଓ ମରୋକ୍କୋ ମିଳିତ ଭାବେ ଆୟୋଜନ କରିବେ। ଫିଫା ସଭାପତି ଜିଆନି ଇନଫାଣ୍ଟିନୋ ଏହା ଘୋଷଣା…
BWF ସୁପର ୧୦୦ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ‘ଓଡ଼ିଶା ମାଷ୍ଟର୍ସ’ ଉଦ୍ଘାଟିତ ହୋଇଛି
BWF ସୁପର ୧୦୦ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ‘ଓଡ଼ିଶା ମାଷ୍ଟର୍ସ’ ମଙ୍ଗଳବାର କଟକର ଜବାହରଲାଲ୍ ନେହରୁ ଇନ୍ଡୋର ଷ୍ଟାଡିୟମ୍ରେ ଉଦ୍ଘାଟିତ ହୋଇଛି। ଉଦ୍ଘାଟନୀ ଦିବସରେ ଓଡ଼ିଶା ଖେଳାଳିଙ୍କ ଚମକ ଦେଖିବାକୁ ମିଳିନି। ମହିଳା ଏକକ ଯୋଗ୍ୟତା ପର୍ଯ୍ୟାୟରେ ଓଡ଼ିଆ ଝିଅ ହର୍ଷିତା ରାଉତ କଡ଼ା…
ଆଜିଠାରୁ କଟକରେ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତୀକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ
ଆଜିଠାରୁ ଆରମ୍ଭ ହେବା ଆନ୍ତର୍ଜାତୀକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ । ସୁପର 100 ଟୁର୍ଣ୍ଣାମେଣ୍ଟ ରେ 29 ଟି ଦେଶର 3 ଶହରୁ ଉର୍ଦ୍ଧ୍ବ ଖେଳାଳି ଅଂଶଗ୍ରହଣ କରିବେ ବୋଲି କହିଛନ୍ତି କ୍ରୀଡ଼ାମନ୍ତ୍ରୀ । ଓଡିଶାରୁ 7 ଜଣ ଖେଳାଳି ଏଥିରେ ଭାଗ ନେଉଛନ୍ତି । ଜାପାନ , ଚୀନ ଡେନମାର୍କର ଖେଳାଳି ମଧ୍ୟ…
ଭାରତୀୟ କ୍ରିକେଟ୍କୁ ତିନିଟି ଝଟକା
ଗୋଟିଏ ଦିନରେ ଭାରତୀୟ କ୍ରିକେଟ୍କୁ ତିନିଟି ଝଟକା। ଭାରତୀୟ ପୁରୁଷ କ୍ରିକେଟ୍ ଦଳ ଅଷ୍ଟ୍ରେଲିଆରେ ଶୋଚନୀୟ ପ୍ରଦର୍ଶନ କରି ଆଡିଲେଡ୍ ଟେଷ୍ଟ୍କୁ ଲଜ୍ଜାଜନକ ଭାବେ ୧୦ ୱିକେଟ୍ରେ ହାରିଛି। ଭାରତୀୟ ମହିଳା କ୍ରିକେଟ୍ ଦଳ ବ୍ରିସବନରେ ସେହି ଅଷ୍ଟ୍ରେଲିଆ ବିପକ୍ଷ ଦ୍ବିତୀୟ ଦିନିକିଆକୁ ୧୨୨…
ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଟିମ୍ ଇଣ୍ଡିଆ
ଆଡିଲେଡ୍ ଟେଷ୍ଟରେ ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି । ଏହି ଦିବାରାତ୍ର ଟେଷ୍ଟ ମ୍ୟାଚରେ ଖାତା ଖୋଲିବା ପୂର୍ବରୁ ପାଭିଲିୟନକୁ ଫେରିଲେ ଓପନର ଯଶସ୍ବୀ ଯଶଓ୍ବାଲ । ଆଜି ମିଡିଲ ଅର୍ଡରରେ ପଡିଆକୁ ଓହ୍ଲାଇବେ କ୍ୟାପଟେନ୍ ରୋହିତ ଶର୍ମା । ଏହି ମ୍ୟାଚ ଦେଖିବାକୁ…