Browsing Category

Sports

All sports related news will be uploaded

ଚାମ୍ପିଅନ୍ସ ଟ୍ରଫି ପାଇଁ ସମସ୍ତ ଦେଶର ପତାକା ଲାଗିଥିବା ବେଳେ ଲାଗିନି ଭାରତୀୟ ପତାକା

ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ ପାକିସ୍ତାନରେ ହେଉଛି । ହେଲେ ଏହା ପୂର୍ବରୁ ବିବାଦ ସାମ୍ନାକୁ ଆସିଛି । କେବେ ଷ୍ଟାଡିୟମକୁ ନେଇ ତ କେବେ ଆୟୋଜନକୁ ନେଇ । ଏବେ ପତାକାକୁ ନେଇ ନୂଆ ବିବାଦ ଦେଖାଦେଇଛି । ଆଇସିସି ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବା ପୂର୍ବରୁ କରାଚିର ନ୍ୟାସନାଲ ଷ୍ଟାଡିୟମରେ…

ଆଇପିଏଲର ପ୍ରଥମ ମ୍ୟାଚ୍‌ରେ KKRକୁ ଭେଟିବ RCB

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୫ ସଂସ୍କରଣର ସମ୍ପୂର୍ଣ୍ଣ ଖେଳ ସୂଚୀ ରବିବାର ଜାରି ହୋଇଛି । ପ୍ରଥମ ମ୍ୟାଚ୍ ଇଡେନ୍ ଗାର୍ଡେନରେ ଖେଳାଯିବ । ଯେଉଁଠି କୋଲକାତା ନାଇଟ୍ ରାଇଡର୍ସକୁ ଭେଟିବ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଓ ଆଇପିଏଲ୍‌ର ଫାଇନାଲ୍ ମ୍ୟାଚ୍…

ଶ୍ରୀମନ୍ଦିରରେ ଆଇପିଏଲ ଟ୍ରଫି

ଶ୍ରୀମନ୍ଦିରରେ ଆଇପିଏଲ ଟ୍ରଫି । ଆସନ୍ତା ମାର୍ଚ୍ଚରୁ ଆଇପିଏଲ୍ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଆଇପିଏଲ ଟ୍ରଫିକୁ ଶ୍ରୀମନ୍ଦିର ଅଣାଯାଇ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇଛି । ସେବାୟତଙ୍କ ପକ୍ଷରୁ ପୂଜାର୍ଚ୍ଚନା ଆଇପିଏଲ୍‌ ଟ୍ରଫିକୁ ପୂଜାର୍ଚ୍ଚନା କରାଯାଇଛି…

ଡବ୍ଲ୍ୟୁପିଏଲ୍‌ର ପ୍ରଥମ ମ୍ୟାଚ୍‌ରେ ବିଜଯ ହାସଲ କଲା ଆରସିବି

ପ୍ରଥମ ମ୍ୟାଚ୍‌ରେ ହିଁ ଅନେକ ରେକର୍ଡ ଭାଙ୍ଗିଛି। ସିଜିନର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଏବଂ ଗୁଜରାଟ ଜାଏଣ୍ଟ୍ସ ମଧ୍ୟରେ ଖେଳାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ଗୁଜରାଟ ୨୦୧ ରନ କରିଥିଲା। ଜବାବରେ ଆର୍‌ସିବି ୧୮.୩ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। ଆରସିବି ହିରୋ ରିଚା ଘୋଷ…

WPL ଆରମ୍ଭର ପ୍ରଥମ ଦିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଭେଟିବ ଗୁଜରାଟ ଜାଏଣ୍ଟସ୍

WPL ବା ମହିଳା ପ୍ରିମିଅର ଲିଗ୍ ଆଜିଠାରୁ ଆରମ୍ଭ ହେଉଛି । ୫ ଦଳିଆ ପ୍ରତିଯୋଗିତାରେ ମୋଟ ୨୨ ମ୍ୟାଚ୍ ଖେଳାଯିବ । ଚଳିତ ଫେବ୍ରୁଆରୀ ୧୪ରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ କ୍ୟାପିଟାଲ୍ସ, ଗୁଜରାଟ ଜାଏଣ୍ଟସ୍, ମୁମ୍ବାଇ ଇଣ୍ଡିଆନ୍ସ, ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ ଓ ୟୁପି…

ଆଜି ଠାରୁ ‘ଡବ୍‌ଲ୍ୟୁପିଏଲ୍‌’ର ତୃତୀୟ ସଂସ୍କରଣ ଆରମ୍ଭ

ମହିଳା କ୍ରିକେଟ୍‌ର ଆଇପିଏଲ୍ ବୋଲାଉଥିବା ‘ଡବ୍‌ଲ୍ୟୁପିଏଲ୍‌’ର ତୃତୀୟ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହେବ। ୫ ଦଳିଆ ପ୍ରତିଯୋଗିତାରେ ମୋଟ ୨୨ ମ୍ୟାଚ୍ ଖେଳାଯିବ। ଚଳିତ ଫେବ୍ରୁଆରି ୧୪ରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ କ୍ୟାପିଟାଲ୍‌ସ, ଗୁଜରାଟ ଜାଏଣ୍ଟସ୍, ମୁମ୍ବାଇ…

ସିରିଜ ଜିତିଲା ଭାରତ , ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି

ଅହମ୍ମଦାବାଦରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ଜିତି ୩-୦ରେ ସିରିଜ କ୍ଲିନ ସୁଇପ କରିଛି ଟିମ ଇଣ୍ଡିଆ। ଶେଷ ମ୍ୟାଚରେ ଭାରତ ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୩୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ଦଳ ୩୪.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୧୪ ରନ କରିବାରେ ସମର୍ଥ…

ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି ଭାରତ

ଅହମ୍ମଦାବାଦରେ ଚାଲିଥିବା ଭାରତ-ଇଂଲଣ୍ଡ ଅନ୍ତିମ ଦିନିକିଆରେ ଭାରତ ଭ୍ରମଣକାରୀ ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି। ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ଉଇକେଟ ହରାଇ ୩୫୬ ରନ ସଂଗ୍ରହ କରିଛି। ଶୁବମନ ଗିଲଙ୍କ ଶତକ, ବିରାଟ କୋହଲି ଓ ଶ୍ରେୟସ…

କ୍ଳିନ ସୁଇପ ଲକ୍ଷ୍ୟରେ ଭାରତ

ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ୍‌ ବୁଧବାର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍‌ରେ ଖେଳାଯିବ। ଶୃଙ୍ଖଳାକୁ ଘରୋଇ ଦଳ ୨-୦ରେ ଆଗୁଆ ଜିତି ସାରିଥିବାରୁ ଏବେ ମୂଳପୋଛ ସହ ଦୃଢ଼ ମନୋବଳ ନେଇ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଲକ୍ଷ୍ୟ ରଖିଛି। ୨୦୨୩…

ଚାମ୍ପିୟନ୍ସ ଟ୍ରଫିରୁ ବାଦ୍ ପଡିଲେ ବୁମ୍‌ରା

ଭାରତୀୟ ଦଳର ଷ୍ଟାର ପେସ୍‌ ବୋଲର ଯଶପ୍ରୀତ ବୁମରା ଆଗାମୀ ଚାମ୍ପିଅନ୍ସ ଟ୍ରଫିରୁ ବାଦ ପଡ଼ିଛନ୍ତି । ଆଜି ବିସିସିଆଇ ପକ୍ଷରୁ ଚୂଡ଼ାନ୍ତ ଦଳ ଘୋଷଣା କରାଯାଇଛି ଓ ବୁମରାଙ୍କୁ ଏହି ଦଳରୁ ବାଦ ଦିଆଯାଇଛି । ତାଙ୍କ ସ୍ଥାନରେ ଯୁବ ପେସ୍‌ ବୋଲର ହର୍ଷିତ ରାଣାଙ୍କୁ ଦଳରେ ସାମିଲ କରାଯାଇଛି । ସେହିପରି…