Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Sports
All sports related news will be uploaded
ଭାରତ ଚାମ୍ପିୟନ୍ସ ଟ୍ରଫି ଜିତିଲା
ଭାରତ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ବିଜୟୀ ହୋଇଛି । ଆଜିର ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଓ୍ବିକେଟରେ ମାତ ଦେଇ ଭାରତ ୧୨ ବର୍ଷ ପରେ ଚାମ୍ପିୟନ୍ସ ଟ୍ରଫିକୁ ନିଜ ନାଁରେ କରିଛି । ଭାରତ ପକ୍ଷରୁ ରୋହିତ ଶର୍ମାଙ୍କ ଦମଦାର ବ୍ୟାଟିଂ ଦେଖିବାକୁ ମିଳିଥିଲା । ଫାଇନାଲ ମ୍ୟାଚରେ ଭାରତକୁ ବିଜୟୀ…
ଚାମ୍ପିଅନ୍ସ ଟ୍ରଫିର ମେଗା ଫାଇନାଲ୍ରେ ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ
ଚାମ୍ପିଅନ୍ସ ଟ୍ରଫିର ମେଗା ଫାଇନାଲ୍ରେ ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବେ। ପରସ୍ପରକୁ କଡ଼ା ଟକ୍କର ଦେଇ ଟ୍ରଫି ଜିତିବାକୁ ଜୋରଦାର୍ ଲଢ଼େଇ କରିବେ। ଏହି ପ୍ରତୀକ୍ଷିତ ଫାଇନାଲ୍ ଫାଇଟ୍ ପାଇଁ ଉଭୟ ଦଳ ସବୁପ୍ରକାର ପ୍ରସ୍ତୁତି କରିସାରିଛନ୍ତି। ରୋହିତ ଶର୍ମା, ବିରାଟ କୋହଲି, ଗିଲଙ୍କ…
ମା’ ହେବେ ଭାରତୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ
ଭାରତୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ ଗୁରୁବାର ସ୍ୱାମୀ ସୋମବୀର ରାଠିଙ୍କ ସହ ଖୁବଶୀଘ୍ର ଦୁହେଁ ପ୍ୟାରେଣ୍ଟସ ହେବାକୁ ଯାଉଛନ୍ତି ବୋଲି ଘୋଷଣା କରିଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ପରେ କୁସ୍ତିରୁ ଅବସର ନେଇଥିବା ଭିନେଶ ତାଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଘୋଷଣା…
ଜେଲରୁ ବାହାରିଲେ କୁସ୍ତିଯୋଦ୍ଧା ସୁଶୀଲ ଧନଖର
ଅଲିମ୍ପିଆନ କୁସ୍ତିଯୋଦ୍ଧା ସୁଶୀଲ ଧନଖର ଏବେ ତିହାର ଜେଲରୁ ମୁକ୍ତ ହୋଇଛନ୍ତି। ଜୁନିଅର ରେସଲର ସାଗର ଧନଖର ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ସୁଶୀଲ କୁମାରଙ୍କୁ ନିୟମିତ ଜାମିନ ପ୍ରଦାନ କରିଥିଲେ। ଏହାର ଦୁଇ ଦିନ ପରେ, ସେ ଜେଲରୁ ବାହାରିଛନ୍ତି। ଜଷ୍ଟିସ ସଞ୍ଜୀବ ନରୁଲା କୁସ୍ତିଯୋଦ୍ଧା…
ଏକଦିବସୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ମୁସଫିକର ରହିମ
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ୍ ମାର୍ଚ୍ଚ ୯ରେ ଦୁବାଇରେ ଖେଳାଯିବ। କିନ୍ତୁ ଏହାର ୪ ଦିନ ପୂର୍ବରୁ, ବାଂଲାଦେଶୀ ଉଇକେଟକିପର-ବ୍ୟାଟ୍ସମ୍ୟାନ ମୁସଫିକର ରହିମ ଏକଦିବସୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୯ ବର୍ଷର କ୍ୟାରିୟର ପରେ ସେ ଏହି ଫର୍ମାଟକୁ ଅଲ୍ବିଦା କହିଛନ୍ତି। ସେ…
ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ନ୍ୟୁଜିଲାଣ୍ଡ
ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଚମତ୍କାର ପ୍ରଦର୍ଶନ କରିଛି। ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫୦ ଓଭରରେ ୩୬୨ ରନ କରିଛି, ଯାହାକି ଏକ ବଡ଼ ରେକର୍ଡ। ଦଳ ପକ୍ଷରୁ ୨ ଜଣ ବ୍ୟାଟ୍ସମ୍ୟାନ ଶତକ ହାସଲ କରିଥିଲେ। ରାଚିନ ରବିନ୍ଦ୍ର ୧୦୮ ରନ୍ ଏବଂ କେନ ୱିଲିୟମସନ…
ଦିନିକିଆକୁ ବାଏ ବାଏ କଲେ ଷ୍ଟିଭ୍ ସ୍ମିଥ୍
ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ୍ରେ ଅଷ୍ଟ୍ରେଲିଆ ହାରିବା ପରେ ଦଳକୁ ଲାଗିଛି ଝଟ୍କା । ଭାରତ ଠାରୁ ୪ ୱିକେଟ୍ରେ ହାରିବା ପରେ ଦିନିକିଆ କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥ୍ । ଏନେଇ ବୁଧବାର ସୂଚନା ଦେଇଛି ଅଷ୍ଟ୍ରେଲିଆ କ୍ରିକେଟ୍ ବୋର୍ଡ ।…
ଆଇସିସି ଚାମ୍ପିଅନ୍ସ ଟ୍ରଫିର ଦ୍ବିତୀୟ ସେମିଫାଇନାଲ : ନ୍ୟୁଜିଲାଣ୍ଡ୍ ଭେଟିବ ଦକ୍ଷିଣ ଆଫ୍ରିକାକୁ
ଚଳିତ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଦ୍ବିତୀୟ ସେମିଫାଇନାଲରେ ବୁଧବାର ନ୍ୟୁଜିଲାଣ୍ଡ୍ ଭେଟିବ ଦକ୍ଷିଣ ଆଫ୍ରିକାକୁ। ନ୍ୟୁଜିଲାଣ୍ଡ୍ ଗ୍ରୁପ୍ ‘ଏ’ ଦ୍ବିତୀୟ ଦଳ ଭାବେ ସେମିଫାଇନାଲ୍ ଆସିଥିବା ବେଳେ ଦକ୍ଷିଣ ଆଫ୍ରିକା ଗ୍ରୁପ୍ ଟପ୍ପର ଭାବେ ଆତ୍ମବିଶ୍ବାସରେ ରହିଛି। ଗ୍ରୁପ୍ ପର୍ଯ୍ୟାୟର ଶେଷ…
ଭାରତକୁ ୨୬୫ ରନ୍ର ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ ମଙ୍ଗଳବାର ଖେଳାଯାଉଛି। ଏଥିରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଅଷ୍ଟ୍ରେଲିଆ ଭାରତକୁ ୨୬୫ ରନ୍ର ଟାର୍ଗେଟ ଦେଇଛି। ଦଳ ପକ୍ଷରୁ ଷ୍ଟିଭ୍ ସ୍ମିଥ୍ ସର୍ବାଧିକ ୭୩ ରନ୍ କରିଛନ୍ତି। ସେହିଭଳି ବୋଲିଂରେ ଟିମ୍ ଇଣ୍ଡିଆର ବରୁଣ…
ଆଜି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମହାମୁକାବିଲା , ଅଷ୍ଟ୍ରେଲିଆକୁ ଭେଟିବେ ରୋହିତ ବାହିନୀ
ଆଜି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମହାମୁକାବିଲା । ଅଷ୍ଟ୍ରେଲିଆକୁ ଭେଟିବେ ରୋହିତ ବାହିନୀ । ପଡ଼ିଆ ଭିନ୍ନ ହେଲେ ଦୁଷ୍ମନ ସମାନ। ୨୦୨୩ ବିଶ୍ବକପର ବଦଲା ନେବାକୁ ପ୍ରସ୍ତୁତ ରହିଛି ମେନ୍ ଇନ ବ୍ଲୁ । ଯାହାକୁ ନେଇ ପ୍ରତିଟି ଇଣ୍ଡିଆନ୍ସଙ୍କ ହାର୍ଟବିଟ୍ ଏବେଠୁ ଧକ୍ ଧକ୍ କରିବା…