Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Sports
All sports related news will be uploaded
ଆର୍ଟିକ୍ ମହାସାଗର ଉପରେ ୪୨ କିଲୋମିଟର ଯାତ୍ରା କରି ଇତିହାସ ରଚିଲେ ରାମଗୋପାଳ କୋଠାରୀ
୯୦ ଡିଗ୍ରି ଉତ୍ତରରେ ବରଫାୟିତ ଆର୍ଟିକ୍ ମହାସାଗର ଉପରେ ୪୨ କିଲୋମିଟର ଯାତ୍ରା କରି ଇତିହାସ ରଚିଛନ୍ତି ପଶ୍ଚିମବଙ୍ଗ ବଡ଼ବଜାର-ବାସିନ୍ଦା ରାମଗୋପାଳ କୋଠାରୀ। ସେ ଭୌଗୋଳିକ ଉତ୍ତର ମେରୁରେ ନିଜର ପ୍ରଥମ ପୂର୍ଣ୍ଣ ମାରାଥନରେ ଭାଗ ନେଇ ମାରାଥନ୍ ଶେଷ କରିବାରେ ପ୍ରଥମ ଭାରତୀୟ ହୋଇଛନ୍ତି।…
ଏସିଆ କପ: ସେପ୍ଟେମ୍ବର 14 ରେ ଭାରତ- ପାକିସ୍ତାନ ମ୍ୟାଚ
ଆସନ୍ତା ସେପ୍ଟେମ୍ବର ୮ରୁ ଆରମ୍ଭ ହେବାକୁ ଥିବା ଏସିଆ କପର କ୍ରୀଡାସୂଚୀ ପ୍ରକାଶ ପାଇଛି । ଟୁର୍ଣ୍ଣାମେଣ୍ଟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୁଇଟି ମ୍ୟାଚ୍ ହେବ। ଯଦି ଉଭୟ ଦଳ ଫାଇନାଲରେ ପହଁଞ୍ଚନ୍ତି, ତେବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିନୋଟି ମ୍ୟାଚ୍ ହେବ। ଏସୀୟ କ୍ରିକେଟ ପରିଷଦ…
ସେପ୍ଚେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ ଏସିଆ କପ୍
ସେପ୍ଚେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ ଏସିଆ କପ୍ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ଭାରତରେ ଖେଳାଯିବାକୁ ଥିଲା, କିନ୍ତୁ ପାକିସ୍ତାନର ଆପତ୍ତିକୁ ଦୃଷ୍ଟିରେ ରଖି ଏହାକୁ ୟୁଏଇରେ କରାଯିବାକୁ ଏସୀୟ କ୍ରିକେଟ ପରିଷଦ (ଏସିସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ତେବେ ୟୁଏଇରେ ଖେଳ…
ଆଜି ଭାରତ ଇଂଲଣ୍ଡ ଚତୁର୍ଥ ଟେଷ୍ଟ
ଆଣ୍ଡରସନ୍-ତେନ୍ଦୁଲକର ଶୃଙ୍ଖଳାର ଚତୁର୍ଥ ମୁକାବିଲା ଆଜି(ବୁଧବାର)ଠାରୁ ମାଞ୍ଚେଷ୍ଟର୍ର ଓଲ୍ଡ ଟ୍ରାଫୋର୍ଡ ଷ୍ଟାଡିୟମ୍ରେ ଖେଳାଯିବ । ଏହି ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାରେ ଘରୋଇ ଇଂଲଣ୍ଡ ୨-୧ରେ ଆଗୁଆ ରହିଛି । ଏଣୁ ଶୃଙ୍ଖଳା ବଞ୍ଚାଇବା ଲାଗି ମାଞ୍ଚେଷ୍ଟର୍ ମ୍ୟାଚ୍ ଭାରତ ଲାଗି କର…
ଚଳିତ ବର୍ଷ ଚେସ୍ ବିଶ୍ୱକପ୍ ଭାରତରେ ଅନୁଷ୍ଠିତ ହେବ
ଚଳିତ ବର୍ଷ ଚେସ୍ ବିଶ୍ୱକପ୍ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି। ଅକ୍ଟୋବର ୩୦ରୁ ନଭେମ୍ବର ୨୭, ୨୦୨୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ବିଶ୍ୱର ଶ୍ରେଷ୍ଠ ଖେଳାଳିମାନେ ମର୍ଯ୍ୟାଦାସମ୍ପନ୍ନ ଟାଇଟଲ୍ ଏବଂ ୨୦୨୬ ଚେସ୍ କ୍ୟାଣ୍ଡିଡେଟ୍ସ ଟୁର୍ଣ୍ଣାମେଣ୍ଟରେ ଯୋଗ୍ୟତା ଅର୍ଜନ ପାଇଁ…
୨୦୨୩-୨୪ ଆର୍ଥିକ ବର୍ଷରେ ୯୭୪୧.୭ କୋଟି ଟଙ୍କାରୁ ରାଜସ୍ବ ସଂଗ୍ରହ କରିଛି ବିସିସିଆଇ
ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୨୦୨୩-୨୪ ଆର୍ଥିକ ବର୍ଷରେ ରେକର୍ଡ ୯୭୪୧.୭ କୋଟି ଟଙ୍କାରୁ ରାଜସ୍ବ ସଂଗ୍ରହ କରିଛି। ଏଥିରେ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ର ଯୋଗଦାନ ୫୯ ପ୍ରତିଶତ ରହିଛି। ଆଇପିଏଲ୍ରୁ ୫୭୬୧ କୋଟି ଟଙ୍କା ମିଳିଥିଲା ବେଳେ ବୋର୍ଡ ୩୬୧…
ହାତକୁ ଦି ହାତ ହେବାକୁ ଟେନିସ୍ ତାରକା ଭେନସ୍ ୱିଲିୟମ୍ସ
୪୫ ବର୍ଷ ବୟସରେ ହାତକୁ ଦି ହାତ ହେବାକୁ ଯାଉଛନ୍ତି ଆମେରିକାର ଚର୍ଚ୍ଚିତ ଟେନିସ୍ ତାରକା ତଥା ୭ଟି ଗ୍ରାଣ୍ଡସ୍ଲାମ୍ ବିଜୟିନୀ ଭେନସ୍ ୱିଲିୟମ୍ସ। ସାଇ ଭଉଣୀ ସେରେନାଙ୍କ ସହ ମିଶି ମହିଳା ଯୁଗଳରେ ଏକଦା ଆଧିପତ୍ୟ ବିସ୍ତାର କରିଥିବା ଭେନସ୍ ଖୁବଶୀଘ୍ର ଅଭିନେତା ଓ ପ୍ରଯୋଜକ ଆଣ୍ଡ୍ରିଆ…
ବେଙ୍ଗାଲୁରୁ ଦଳାଚକଟା ପାଇଁ ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ – କେନ୍ଦ୍ର ସରକାର
ଆରସିବିର ବିଜୟ ପରେ ୪ ଜୁନ୍ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଆଇପିଏଲ୍ ୨୦୨୫ର ବିଜୟର ମୁକୁଟ ଚଳିତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ…
ଲସ୍ ଏଞ୍ଜେଲ୍ସ ଅଲିମ୍ପିକ୍ସ -୨୦୨୮,ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ
ଲସ୍ ଏଞ୍ଜେଲ୍ସ ଅଲିମ୍ପିକ୍ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍ ଏଞ୍ଜେଲ୍ସ ଅଲିମ୍ପିକ୍ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା ସହରର ଫେୟାରଗ୍ରାଣ୍ଡ୍ସ ଷ୍ଟାଡ଼ିୟମରେ…
ଲର୍ଡ଼ସ ଟେଷ୍ଟ – ପ୍ରଥମ ପାଳି ଟାଇ
କେଏଲ୍ ରାହୁଲ, ଋଷଭ ପନ୍ତ୍, ରବୀନ୍ଦ୍ର ଜାଡ଼େଜାଙ୍କ ଦାୟିତ୍ବପୂର୍ଣ୍ଣ ବ୍ୟାଟିଂ କାରଣରୁ ଭାରତ ଲର୍ଡସ ଟେଷ୍ଟ୍ର ପ୍ରଥମ ପାଳିରେ ବରାବର ସ୍ଥିତି ଦେଇଛନ୍ତି। ଇଂଲଣ୍ଡର ୩୮୭ ରନ୍ ଜବାବରେ ଭାରତ ମଧ୍ୟ ସମାନ ୩୮୭ ରନ୍ କରି ସମସ୍ତ ୱିକେଟ୍ ହରାଇଛି। ୨୦୧୫ ପରେ ପ୍ରଥମ ଥର ପାଇଁ ପ୍ରଥମ ପାଳି ଟାଇ…