Trending
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
Browsing Category
Sports
All sports related news will be uploaded
ବାରବାଟୀରେ ହେବ ପ୍ରତିବର୍ଷ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍
ଫେବୃଆରୀ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ସଫଳତାର ସହିତ ଶେଷ ହୋଇଛି। କେବଳ ମ୍ୟାଚ୍ ସମୟରେ ଫ୍ଲଡ୍ ଲାଇଟ୍ ଖରାପ ହେବା ଘଟଣାକୁ ଛାଡିଦେଲେ ବାକି ସବୁକିଛି ଯୋଜନା ମୁତାବକ ଚାଲିଥିଲା।
ଏହି ଘଟଣା ସମ୍ପର୍କରେ ମଙ୍ଗଳବାର ରାଜ୍ୟ କ୍ରୀଡ଼ା…
ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି
ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି। ଫେବ୍ରୁଆରି ୧୨ରେ ଅହମ୍ମଦାବାଦରେ ସେମାନେ ତୃତୀୟ ଏକଦିବସୀୟ ମ୍ୟାଚ୍ ଖେଳିବେ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ତୃତୀୟ ତଥା ଶେଷ ଏକଦିବସୀୟ ମ୍ୟାଚ୍ ଖେଳିବା ପାଇଁ ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଏକ…
ବାରବାଟୀରେ ବିଜୁଳି ବିଭ୍ରାଟ ପାଇଁ ଓସିଏକୁ କାରଣ ଦର୍ଶାଅ ନୋଟିସ ମାଗିଲେ ରାଜ୍ୟ ସରକାର
ବାରବାଟୀ ଫ୍ଲଡ୍ ଲାଇଟ୍ ବିଭ୍ରାଟ ନେଇ ସୋ କଜ୍ ନୋଟିସ୍ । ଓସିଏକୁ କାରଣ ଦର୍ଶାଅ ନୋଟିସ ମାଗିଲେ ରାଜ୍ୟ ସରକାର। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ନୋଟିସ ଜାରି ହୋଇଛି ନୋଟିସ। କାହିଁକି ଫ୍ଲଡ୍ ଲାଇଟ୍ ବିଭ୍ରାଟ ହେଲା, ୧୦ ଦିନ ଭିତରେ ଜଣାଇବାକୁ ନୋଟିସ ଜାରି ହୋଇଛି । ଏହି ତ୍ରୁଟି…
ବାରବାଟୀରେ ଭାରତ ର ବିଜୟ
ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି ମ୍ୟାଚ୍ରେ ଘରୋଇ ଦଳ ୪ ୱିକେଟ୍ରେ ବିଜୟୀ ହୋଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବାରବାଟୀ ଦିନିକିଆ ଜିତିବା ସହିତ ଶୃଙ୍ଖଳାକୁ…
ରୋହିତଙ୍କ ଶତକ : ବାରବାଟରେ ଜିତିବ ଭାରତ
ବାରବାଟୀରେ ରୋହିତ ଶତକ କରିଛନ୍ତି । କିଛି ଦିନର ନିରବତା ପରେ ପୁଣି ଦମ ଦେଖାଇଛନ୍ତି ରୋହିତ । ଛକା ଚୈାକା ବର୍ଷିଛନ୍ତି ରୋହିତ । ୩୦୪ ରନ୍ ଇଂଲଣ୍ ଟିମ୍ ଇଣ୍ଡିଆର ବ୍ୟାଟିଂ ବେଳେ ବନ୍ଦ ହୋଇଗଲା ଫ୍ଲଡ୍ ଲାଇଟ୍ । ଭାରତୀୟ ଓପେନିଂ ଯୋଡ଼ି ଲୟରେ ନଜର ଆସୁଥିବା ବେଳେ ଏଭଳି ଘଟଣାକୁ ନେଇ…
ବାରବାଟୀ ବଡ ଲଢେଇ , ଟସ୍ ଜିତିଲା ଇଂଲଣ୍ଡ , ଫିଲ୍ଡିଂ କରିବ ଭାରତ
ବାରବାଟୀ ବଡ ଲଢେଇ । ଟସ୍ ଜିତିଲା ଇଂଲଣ୍ଡ । ଫିଲ୍ଡିଂ କରିବ ଭାରତ। ଷ୍ଟାଡିୟମରେ ଲାଗିଲାଣି ଫ୍ୟାନଙ୍କ ଖଚାଖଚ ଭିଡ଼। ଫ୍ୟାନ୍ସଙ୍କ ମଧ୍ୟରେ ପ୍ରବଳ ଉତ୍ସାହ । ୫ ବର୍ଷ ପରେ ବାରବାଟୀରେ ମ୍ୟାଚ ହେଉଥିବାରୁ ଖେଳ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ନଥିବା ଉତ୍କଣ୍ଠା ଦେଖିବାକୁ ମିଳିଛି ।…
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା।,ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। ଆଜି ସୁପର୍ ସଣ୍ଡେରେ ସୁପରସୋ ମୁକାବିଲା । କଟକରେ ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର । ମହାଲଢ଼େଇ ପାଇଁ ପ୍ରସ୍ତୁତ ରହିଛି ବାରବାଟୀ ଷ୍ଟାଡ଼ିୟମ । ଛକା, ଚୌକା ବର୍ଷା ଭିତରେ ହାଇସ୍କୋରିଂ ମ୍ୟାଚ୍ ଆଶା ।କ୍ରିକେଟ୍ପ୍ରେମୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ…
ଫେବୃଆରୀ ୯ରେ କମ୍ପିବ ବାରବାଟୀ,ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଦୁଇ ଦେଶର ଖେଳାଳି
ଫେବୃଆରୀ ୯ରେ କମ୍ପିବ ବାରବାଟୀ । ସୁପର ସଣ୍ଡେରେ ହେବ ସୁପର ଫାଇଟ । ମୁହାଁମହିଁ ହେବ ଇଣ୍ଡିଆ-ଇଂଲଣ୍ଡ । ରବିବାର ଖେଳାଯିବାକୁ ଥିବା ଏହି ମହାମୁକାବିଲା ପାଇଁ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଦୁଇ ଦେଶର ଖେଳାଳି । ସୱତନ୍ତ୍ର ବିମାନ ଯୋଗେ ଇଣ୍ଡିଆ-ଇଂଲଣ୍ଡ ଦଳର ଖେଳାଳି ଭୁବନେଶ୍ୱର…
ପ୍ରଥମ ଦିନିକିଆରେ ୪ ଓ୍ବିକେଟରେ ବିଜୟୀ ହୋଇଛି ଭାରତ
ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଚାଲିଥିବା ପ୍ରଥମ ଦିନିକିଆରେ ୪ ଓ୍ବିକେଟରେ ବିଜୟୀ ହୋଇଛି ଭାରତ । ଇଂଲଣ୍ଡ ଦ୍ବାରା ରଖାଯାଇଥିବା ୨୪୯ ରନର ଲକ୍ଷ୍ୟକୁ ୩୮.୪ ଓଭରରେ ୬ ଓ୍ବିକେଟ ହରାଇ ୨୫୧ ରନ କରି ହାସଲ କରିନେଇଥିଲା । ଭାରତ ପକ୍ଷରୁ ଶୁଭମନ ଗିଲ ୮୭ ରନ, ଶ୍ରେୟସ ଆୟର…
ଟସ ଜିତି ବ୍ୟାଟିଂ କରୁଛି ଇଂଲଣ୍ଡ
ଭାରତ ଓ ଇଂଲଣ୍ଡ ମଧ୍ୟ ମଧ୍ୟରେ ଆରମ୍ଭ ହୋଇଛି ଦିନିକିଆ ସିରିଜ୍ । ପ୍ରଥମ ମ୍ୟାଚ୍ ନାଗପୁର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳା ଯାଉଛି ସିରିଜ୍ର ପ୍ରଥମ ମ୍ୟାଚ୍ । ପ୍ରଥମ ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଇଂଲଣ୍ଡ ଦଳ । ଆଜିର ମ୍ୟାଚ୍ ପାଇଁ…