Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Sports
All sports related news will be uploaded
ଲକ୍ଷ୍ନୌକୁ ବିଦାକଲା ହାଇଦ୍ରାବାଦ
ଚଳିତ ଆଇପିଏଲ୍ରେ ଋଷଭ ପନ୍ତଙ୍କ ବିଫଳତା ଧାରା ଜାରି ରହିଛି। ସୋମବାର ସନ୍ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ସେ ମାତ୍ର ୭ ରନ୍ କରିବା ପରେ ଲକ୍ଷ୍ନୌର ପ୍ଲେ ଅଫ୍ ଆଶା ଏକପ୍ରକାର ମଉଳିଯିବା ଦ୍ବାର ଦେଶରେ ରହିଛି।
ପନ୍ତଙ୍କ ଲଜ୍ଜାଜନକ ବ୍ୟାଟିଂ ପାଇଁ ଲକ୍ଷ୍ନୌ ମାଲିକ ସଂଜୀବ ଗୋଏଙ୍କା…
କୋଲକାତାକୁ ବର୍ଷା ବିଦା କଲା
ଗତ ବର୍ଷର ବିଜେତା କୋଲକାତା ନାଇଟ୍ ରାଇଡର୍ସ ଏଥର ପ୍ଲେ ଅଫ୍ ଖେଳିବାକୁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି।
ଅସ୍ଥିର ପ୍ରଦର୍ଶନ ସାଙ୍ଗକୁ ଦୁଇ ଦୁଇଟି ମ୍ୟାଚ୍ ବର୍ଷା ଧୋଇ ନେବା ଅଜିଙ୍କ୍ୟ ରାହାଣେଙ୍କ ଦଳକୁ ଆଗୁଆ ବିଦାୟ ରାସ୍ତା ଦେଖାଇଛି।
ଭାରତ-ପାକିସ୍ତାନ ଉତ୍ତେଜନା…
ଓ୍ବାଙ୍ଖଡ଼େରେ ଉଦଘାଟନ ହେଲା ରୋହିତ ଶର୍ମା ଷ୍ଟାଣ୍ଡ୍
ରୋହିତ ଶର୍ମାଙ୍କ ନାମରେ ନାମିତ ଷ୍ଟାଣ୍ଡଟି ୧୬ ମଇରେ ୱାଙ୍ଖେଡେ ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମରେ ଉଦଘାଟିତ ହୋଇଛି। ତାଙ୍କ ପିତାମାତାଙ୍କ ଦ୍ୱାରା ଷ୍ଟାଣ୍ଡଟି ଉଦଘାଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍, ମୁମ୍ବାଇ କ୍ରିକେଟ୍ ଆସୋସିଏସନ୍…
ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ
ଯାହା ଆଶଙ୍କା କରାଯାଉଥିଲା, ତାହା ସତ ହେଲା। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେଉଥିବା ଘୋଷଣା କରିଛନ୍ତି। କୋହଲିଙ୍କ ଅବସର ସହିତ, ଏକ ଯୁଗର ଅନ୍ତ…
ଆଇପିଏଲ୍ ଏକ ସପ୍ତାହ ସ୍ଥଗିତ ରହିବା ପରେ ପୁନଃ ଚଳିତ ମାସ 16 ରୁ ଆରମ୍ଭ ହେବ
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଏକ ସପ୍ତାହ ସ୍ଥଗିତ ରହିବା ପରେ ଏହାକୁ ପୁନଃ ଆରମ୍ଭ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ବିସିସିଆଇ। ଏହା ମଧ୍ୟସ୍ଥ ସୂତ୍ରରୁ ପ୍ରକାଶ ଯେ ଚଳିତମାସ ୧୬ (ଶୁକ୍ରବାର)ଠାରୁ ଆଇପିଏଲ୍ ଆରମ୍ଭହେବ। ଏହାର ଫାଇନାଲ ମ୍ୟାଚ୍ ନିର୍ଦ୍ଧାରିତ ଦିନର ସପ୍ତାହକ ପରେ;…
ଅପରେସନ୍ ସିନ୍ଦୂର-୨.୦’ ପରିପ୍ରେକ୍ଷୀରେ ସୁରକ୍ଷା କାରଣରୁ ଆଇପିଏଲ୍ ବି ପ୍ରଭାବିତ
ଅପରେସନ୍ ସିନ୍ଦୂର-୨.୦’ ପରିପ୍ରେକ୍ଷୀରେ ସୁରକ୍ଷା କାରଣରୁ ଆଇପିଏଲ୍ ବି ପ୍ରଭାବିତ ହୋଇଛି। ଗୁରୁବାର ହିମାଚଳପ୍ରଦେଶର ଧର୍ମଶାଳାଠାରେ ଖେଳାଯାଉଥିବା ପଞ୍ଜାବ କିଙ୍ଗ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାଚ୍କୁ ୧୦.୧ ଓଭର ପରେ ବନ୍ଦ କରିଦିଆଯାଇଛି। ବର୍ଷା ପାଇଁ ଏହି ମ୍ୟାଚ୍ ବିଳମ୍ବରେ…
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ହତ୍ୟା ଧମକ
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ଧମକ ଦିଆଯାଇଥିବା ନେଇ ଏକ ବଡ଼ ଖବର ଆସିଛି। ତାଙ୍କୁ ଏକ ଇମେଲ ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି । ଅଭିଯୋଗ ମିଳିବା ପରେ ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ଶାମି ବର୍ତ୍ତମାନ ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ଦଳ ପାଇଁ…
ଆଇପିଏଲ ୫୨ତମ ମ୍ୟାଚ: କୋହଲି – ଧୋନି ମୁକାବିଲା
ଆଜି ଏମ୍ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)-୨୦୨୫ର ୫୨ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଚେନ୍ନଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯିବ। ଦୁଇ ଦଳ ଦ୍ବିତୀୟ ରାଉଣ୍ଡ ମ୍ୟାଚରେ ଅବତ୍ତୀର୍ଣ୍ଣ ହେବେ। ପ୍ରଥମ ରାଉଣ୍ଡ ମ୍ୟାଚରେ ବେଙ୍ଗାଲୁରୁ ୫୦ରନରେ…
ବିଜୟରୁ ସିଜିନ୍ ଆରମ୍ଭ କରିଥିବା ସିଏସ୍କେ ପ୍ରଥମ ଦଳ ଭାବେ ପ୍ଲେ ଅଫ୍ ରେସ୍ରୁ ବାଦ ପଡ଼ିଲା
ଆଇପିଏଲ୍ର ସବୁଠୁ ସଫଳ ଟିମ୍ ଆଜି ପ୍ଲେ ଅଫ୍ରୁ ବିଦା । ଫେଲ୍ ମାରିଲା କ୍ୟାପ୍ଟେନସିପ୍, ଫେଲ୍ ମାରିଲା ଟିମ୍ । ନା ଚାଲିଲା ବ୍ୟାଟିଂର ଦମ୍ ନା ଚାଲିଲା ବୋଲିଂର ଯାଦୁ । ସବୁ ଡିପାର୍ଟମେଣ୍ଟରେ ଫେଲ୍ ମାରିଲା ଟିମ୍ । ଟ୍ରଫି ଜିତିବାର ଆଶା ବି ଚୁରମାର ହୋଇଗଲା । ଟିମ୍ର…
ସ୍ବାମୀଙ୍କ ଠାରୁ ଅଲଗା ହେଲେ ଅଲିମ୍ପିକ୍ସ ପଦକ ବିଜୟିନୀ ମୁଷ୍ଟିଯୋଦ୍ଧା ଏମ୍ସି ମେରିକମ୍
ଅଲିମ୍ପିକ୍ସ ପଦକ ବିଜୟିନୀ ତଥା ପାଞ୍ଚ ଥର ବିଶ୍ବବିଜୟିନୀ ମହାନ ମହିଳା ମୁଷ୍ଟିଯୋଦ୍ଧା ଏମ୍ସି ମେରିକମ୍ ପତି କରୁଙ୍ଗ ଅଙ୍ଖୋଲର ଓରଫ ଓନଲରଙ୍କୁ ଛାଡ଼ପତ୍ର ଦେଇଛନ୍ତି। ଉଭୟଙ୍କ ସହମତି ତଥା ପରିବାରବର୍ଗଙ୍କ ଉପସ୍ଥିତିରେ ମଣିପୁରର ପାରମ୍ପରିକ ରୀତିନୀତି ଅନୁସାରେ ଛାଡ଼ପତ୍ର ଚୂଡ଼ାନ୍ତ…