Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
Sports
All sports related news will be uploaded
ଆଜି ଭାରତ – ଦକ୍ଷିଣ କାେରିଆ ଫାଇନାଲ
ପୁରୁଷ ଏସିଆ କପ ହକି ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି। ଶନିବାର ଶେଷ ସୁପର-୪ ମ୍ୟାଚରେ ଭାରତ ୭-୦ ଗୋଲ୍ରେ ଚୀନ୍କୁ ପରାସ୍ତକରି ଅପରାଜିତ ରହି ଫାଇନାଲରେ ପହଞ୍ଚିଛି। ଆଜି ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ଫାଇନାଲ ଖେଳାଯିବ। ଭାରତ ୩ଟି ମ୍ୟାଚରୁ ୨ଟି ବିଜୟ ଓ ଗୋଟିଏ ଡ୍ର ସହ ୭…
୨୭ ବର୍ଷ ପରେ ଇଂଲଣ୍ଡ ମାଟିରେ ଏକ ଦ୍ବିପାକ୍ଷିକ ଦିନିକିଆ ଶୃଙ୍ଖଳା ଜିତି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା
୨୭ ବର୍ଷ ପରେ ଇଂଲଣ୍ଡ ମାଟିରେ ଏକ ଦ୍ବିପାକ୍ଷିକ ଦିନିକିଆ ଶୃଙ୍ଖଳା ଜିତି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ରାତିରେ ଲର୍ଡସରେ ଖେଳାଯାଇଥିବା ରୋମାଞ୍ଚକ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୫ ରନ୍ରେ ବିଜୟ ସହ ତେମ୍ବା ବଭୂମାଙ୍କ ଦଳ ଏହି ପ୍ରତୀକ୍ଷିତ ସଫଳତା ଅର୍ଜନ କରିଛି। ଶେଷ ଥର…
ସମସ୍ତ ପ୍ରକାର କ୍ରିକେଟ୍ରୁ ଅବସର ଘୋଷଣା କଲେ ଲେଗ୍ସ୍ପିନର ଅମିତ ମିଶ୍ରା
ଭେଟେରାନ୍ ଭାରତୀୟ ଲେଗ୍ସ୍ପିନର ଅମିତ ମିଶ୍ରା ସମସ୍ତ ପ୍ରକାର କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ଫଳରେ ତାଙ୍କ ଦୁଇ ଦଶନ୍ଧିରୁ ଅଧିକ ସମୟ ବ୍ୟାପ୍ତ ଘଟଣା ବହୁଳ କ୍ୟାରିୟରରେ ଯବନିକା ପଡ଼ିଛି। ୪୨ବର୍ଷୀୟ ମିଶ୍ରା ଶେଷ ଥର ପାଇଁ ୨୦୧୭ ମସିହାରେ ଭାରତୀୟ ଦଳ ପକ୍ଷରୁ ଖେଳିଥିଲେ। ତେବେ ୨୦୨୪…
ଏସିଆ କପ୍ ହକି: କୋରିଆ ସହ ପଏଣ୍ଟ୍ ବାଣ୍ଟିଛି ଭାରତ
ଏସିଆ କପ୍ ହକିର ସୁପର-୪ ପର୍ଯ୍ୟାୟରେ ଆୟୋଜକ ଭାରତ ଏହି ପ୍ରତିଯୋଗିତାର ସଫଳତମ ଦଳ କୋରିଆ ସହ ପଏଣ୍ଟ୍ ବାଣ୍ଟିଛି। ଉଭୟ ଦଳ ନିର୍ଦ୍ଧାରିତ ସମୟରେ ଦୁଇଟି ଲେଖାଏଁ ଗୋଲ୍ ଦେବା ପରେ ଗୋଟିଏ ଲେଖାଏଁ ପଏଣ୍ଟ୍ରେ ସନ୍ତୁଷ୍ଟ ରହିଛନ୍ତି। ଚତୁର୍ଥ ଟ୍ରଫି ଲକ୍ଷ୍ୟରେ ଥିବା ଭାରତ ତା’ର ଦ୍ବିତୀୟ…
ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ଦୁବାଇରେ ଏକାଠି ହେବେ ଭାରତୀୟ କ୍ରିକେଟର
ୟୁଏଇରେ ଚଳିତ ମାସ ୯ରୁ ଆରମ୍ଭ ହେବାକୁ ଯାଉଥିବା ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ୧୫ଜଣିଆ ଭାରତୀୟ ଦଳର ଖେଳାଳିମାନେ ଗୁରୁବାର ଦୁବାଇରେ ଏକାଠି ହେବେ। ଏକାଠି ଯିବା ପରିବର୍ତ୍ତେ ନିଜ ନିଜ ସହରରୁ ପର୍ଯ୍ୟାୟକ୍ରମେ ସେଠାରେ ପହଞ୍ଚିବେ। ଗୁରୁବାର ସଂଧ୍ୟାସୁଦ୍ଧା ଖେଳାଳିମାନେ…
ଟି-୨୦ ଅନ୍ତର୍ଜାତୀୟ କ୍ୟାରିୟରରୁ ବିଦାୟ ନେଲେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ
ଅଭିଜ୍ଞ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛନ୍ତି। ସେ ଏହି ଫର୍ମାଟରୁ ଅବସର ନେଇଛନ୍ତି। ତାଙ୍କ ଚମତ୍କାର କ୍ୟାରିୟରର ଶେଷ ପର୍ଯ୍ୟାୟରେ ଟେଷ୍ଟ ଏବଂ ଦିନିକିଆ କ୍ରିକେଟକୁ ପ୍ରାଥମିକତା ଦେବା ଉଦ୍ଦେଶ୍ୟରେ ସେ ଟି-୨୦…
ବିଶ୍ବ ଦୌଡ଼କୁଦ ପ୍ରତିଯୋଗିତା ନୀରଜ ନେବେ ଭାରତର ନେତୃତ୍ବ
ଟୋକିଓରେ ସେପ୍ଟେମ୍ବର ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ବିଶ୍ବ ଦୌଡ଼କୁଦ ପ୍ରତିଯୋଗିତା ଲାଗି ୧୯ (୫ ମହିଳା) ଜଣିଆ ଭାରତୀୟ ଦଳ ରବିବାର ଘୋଷିତ ହୋଇଛି। ବିଶ୍ବ ବିଜେତା ନୀରଜ ଚୋପ୍ରାଙ୍କ ନେତୃତ୍ବରେ ଘୋଷିତ ଏହି ଦଳରେ ଓଡ଼ିଶାରୁ କେବଳ ଧାବକ ଅନିମେଷ କୁଜୁର ସ୍ଥାନ…
ଫେଡ଼େରରଙ୍କ ରେକର୍ଡ଼ ଭାଙ୍ଗିଲେ ଜୋକୋଭିକ
ପିଠି ଯନ୍ତ୍ରଣା ସତ୍ତ୍ବେ ୨୪ ଥର ଗ୍ରାଣ୍ଡ ସ୍ଲାମ୍ ବିଜୟୀ ସର୍ବିୟାର ମହାନ ତାରକା ନୋଭାକ ଜୋକୋଭିକ ଚଳିତ ୟୁଏସ୍ ଓପନ୍ ଟେନିସ୍ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡ୍ରେ ପ୍ରବେଶ କରିଛନ୍ତି। ଏହି ସଫଳତା ଲାଭ କରିବାରେ ୩୮ବର୍ଷୀୟ ଜୋକୋଭିକ ୧୯୯୧ ମସିହାରେ ଆମେରିକୀୟ କିଂବଦନ୍ତି ଜିମ୍ମି…
ମୃତ ୧୧ ଜଣ ପ୍ରଶଂସକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କଲା ଆରସିବି
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଶନିବାର ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛି। ଟ୍ରଫି ଜିତିବା ପରେ ଖୁସି ମନାଇବା ପାଇଁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଏବେ ବଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ସମୟରେ…
ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ବାଲେଶ୍ବର : ସାଂସଦ ଖେଳ ମହୋତ୍ସବ (Sansad Khel Mahotsav) ରେଜିଷ୍ଟ୍ରେସନ ବାଲେଶ୍ବର ସଂସଦୀୟ କ୍ଷେତ୍ରରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଦ୍ବାରା ଶୁଭାରମ୍ଭ ହୋଇଛି । ଏହି କ୍ରୀଡ଼ା ମହୋତ୍ସବକୁ ଉଦଘାଟନ କରି ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…