Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Sports
All sports related news will be uploaded
୧୮୧ ରନରେ ଅଲଆଉଟ ହେଲା ଅଷ୍ଟ୍ରେଲିଆ
ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣା ୩ଟି ଲେଖାଏଁ ୱିକେଟ ନେଇଥିବା ବେଳେ ବୁମରା ଓ ନୀତିଶ ରେଡ୍ଡୀ ଦୁଇଟି ଲେଖାଏଁ ୱିକେଟ ନେଇଛନ୍ତି । ଭାରତ ପ୍ରଥମ ଇନିଂସରେ ୧୮୫ ରନ୍ କରିଥିଲା । ଏହା ସହ ପ୍ରଥମ ଇନିଂସରେ ୪ ରନରେ ଆଗୁଆ ହୋଇଛି ଟିମ ଇଣ୍ଡିଆ । ସେପଟେ ବୁମରା ଆହତ ହେବା ଫଳରେ ତାଙ୍କ ସ୍ଥାନରେ…
ମୁଁ ଅବସର ନେଇନି, ଗୋଟିଏ ମ୍ଯାଚ ବିଶ୍ରାମ ନେଇଛି : ରୋହିତ ଶର୍ମା
ଅଷ୍ଟ୍ରେଲିଆ ବିପକ୍ଷ ସିଡନୀ ଟେଷ୍ଟ ନଖେଳିବା ନେଇ ପ୍ରଥମ ଥର ମୁହଁ ଖୋଲିଛନ୍ତି ରୋହିତ ଶର୍ମା । କହିଛନ୍ତି, ସେ ଟେଷ୍ଟ କ୍ରିକେଟ୍ରୁ ସନ୍ନ୍ୟାସ ନେଇନାହାନ୍ତି । କେବଳ ଗୋଟିଏ ମ୍ୟାଚ୍ ପାଇଁ ସେ ବିଶ୍ରାମ ନେଇଛନ୍ତି । ସିଡନୀ ଟେଷ୍ଟ ନଖେଳିବା, ତାଙ୍କ ନିଜସ୍ୱ ନିଷ୍ପତ୍ତି ବୋଲି କହିଛନ୍ତି…
ଶେଷ ଟେଷ୍ଟରେ ଦଳରୁ ବାଦ୍ ପଡ଼ିଲେ ରୋହିତ ଶର୍ମା
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜ୍ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଭାରତର ଅଧିନାୟକ ଜଶପ୍ରୀତ ବୁମ୍ରା ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତର ଶୀର୍ଷ କ୍ରମ ପୁଣି ଫ୍ଲପ୍ ସାବ୍ୟସ୍ତ ହୋଇଛି।…
ଖେଳ ରତ୍ନ ପୁରସ୍କାର ଘୋଷଣା କରିଛି ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ
ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ଖେଳ ରତ୍ନ ପୁରସ୍କାର ଘୋଷଣା କରିଛି। ମନୁ ଭାକର, ଡି ଗୁକେଶଙ୍କ ବ୍ୟତୀତ ପ୍ରବୀଣ କୁମାରଙ୍କୁ ମଧ୍ୟ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯିବ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ନିଜର ଅଧିନାୟକତ୍ୱରେ ହକି ଦଳ ପାଇଁ ବ୍ରୋଞ୍ଜ ପଦକ ଜିତାଇଥିବା…
ହକି ଇଣ୍ଡିଆ ଲିଗ୍ରେ କଳିଙ୍ଗ ଲାନ୍ସର୍ସ ପରାଜୟରୁ ଅଭିଯାନ ଆରମ୍ଭ
ହକି ଇଣ୍ଡିଆ ଲିଗ୍ରେ ଘରୋଇ ଦଳ ବେଦାନ୍ତ କଳିଙ୍ଗ ଲାନ୍ସର୍ସ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଶକ୍ତିଶାଳୀ ୟୁପି ରୁଦ୍ରାସ୍ଠାରୁ ୧-୩ ଗୋଲ୍ରେ ପରାସ୍ତ ହୋଇଛି। ମ୍ୟାଚ୍ର ପ୍ରଥମ କ୍ବାର୍ଟର୍ରେ କଳିଙ୍ଗ ଲାନ୍ସର୍ସ ସୁନ୍ଦର ପ୍ରଦର୍ଶନ କରିଥିଲା। ୧୩ତମ ମିନିଟ୍ରେ ଦଳର ବିଦେଶୀ ତାରକା…
ମେଲବୋର୍ନରେ ଭାରତର ଲଜ୍ଜ୍ୟାଜନକ ପରାସ୍ତ
ମେଲବୋର୍ନରେ ଚାଲିଥିବା ବକ୍ସିଂ ଡେ ଟେଷ୍ଟରେ ଅଷ୍ଟ୍ରେଲିଆ ୧୮୪ ରନ୍ରେ ଭାରତକୁ ପରାସ୍ତ କରିଛି। ଜିତିବା ପାଇଁ ୩୪୦ ରନର ଲକ୍ଷ୍ୟକୁ ପଛରେ ପକାଇ ଭାରତର ଦ୍ୱିତୀୟ ଇନିଂସକୁ ୧୫୫ ରନ୍ରେ ଅଲଆଉଟ୍ ହୋଇଥିଲା। ଭାରତୀୟ ଦଳ ଆଜି ଲକ୍ଷ୍ୟ ହାସଲ କରିପାରିଛି, କିନ୍ତୁ ଟିମ ଇଣ୍ଡିଆ ତିନୋଟି ଅଧିବେଶନ…
ଦୁନିଆର ମହାନ ବୋଲରମାନଙ୍କୁ ପଛରେ ପକାଇ ନିଜ ନାମରେ 200 ଓ୍ବିକେଟ ନେଲେ
ଭାରତୀୟ ଦଳର ବୋଲର ଜସପ୍ରୀତ ବୁମ୍ରା ରବିବାର ମେଲବୋର୍ଣ୍ଣରେ କଙ୍ଗାରୁ ଦଳ ବିପକ୍ଷରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଇନିଂସରେ ଟ୍ରାଭିସ୍ ହେଡଙ୍କ ୱିକେଟ୍ ନେଇ ସେ ଟେଷ୍ଟ କ୍ରିକେଟରେ ୱିକେଟ୍ ୨୦୦ ପୂରଣ କରିଛନ୍ତି। ବଡ଼ କଥା ହେଉଛି ସେ ହାରାହାରି ୨୦ରୁ କମ୍ ହାର…
ଆଜିଠାରୁ ହିରୋ ହକି ଇଣ୍ଡିଆ ଲିଗ୍
ଆଜିଠାରୁ ହିରୋ ହକି ଇଣ୍ଡିଆ ଲିଗ୍ର ବହୁ ପ୍ରତିକ୍ଷୀତ ଐତିହାସିକ ପ୍ରତ୍ୟାବର୍ତ୍ତନ ଘଟିବାକୁ ଯାଉଛି। ବିଶ୍ବର ସର୍ବବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହେବ ଏହି ଲିଗ୍। ଟିମ୍ ଗୋନାସିକ ଓ ଦିଲ୍ଲୀ ଏସ୍ଜି ପାଇପର୍ସ୍ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯିବ।…
ଟିମ ଇଣ୍ଡିଆ କଳା ବ୍ୟାଣ୍ଡ ପିନ୍ଧି ପଡ଼ିଆକୁ ଓହ୍ଲାଇଲା
ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କର ଦେହାନ୍ତ ଯୋଗୁ ସମଗ୍ର ଦେଶରେ ଶୋକାକୁଳ ପରିବେଶ ରହିଛି। ତାଙ୍କ ମୃତ୍ୟୁକୁ ନେଇ ସାରା ବିଶ୍ୱରୁ ସମବେଦନା ବାର୍ତ୍ତା ଆସୁଛି। ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର…
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ ମ୍ୟାକସ୍ବେନିଙ୍କ ସ୍ଥାନରେ ସାମ କନଷ୍ଟାସଙ୍କୁ…