Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Sports
All sports related news will be uploaded
ବେଙ୍ଗାଲୁରୁ କୁ ୮ ୱିକେଟ୍ରେ ପରାସ୍ତ କଲା ଗୁଜୁରାଟ
ଲଗାତାର ଦୁଇଟି ବିଜୟ ପାଇବା ପରେ ରୟାଲ୍ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ପ୍ରଥମ ପରାଜୟ ବରଣ କରିଛି। ଏହି ଦଳକୁ ଗୁଜରାଟ ଟାଇଟନ୍ସ ୮ ୱିକେଟ୍ରେ ହରାଇ ଦେଇଛି। ବୁଧବାର ଚଳିତ ଆଇପିଏଲ୍ର ଚତୁର୍ଦଶ ମୁକାବିଲାକୁ ଶୋଚନୀୟ ଭାବେ ହାରିବା ପରେ ପଏଣ୍ଟ୍ ତାଲିକାର ପ୍ରଥମରୁ ତୃତୀୟକୁ…
ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୮ ଓ୍ବିକେଟରେ ପରାସ୍ତ କଲା ପଞ୍ଜାବ କିଙ୍ଗ୍ସ
ଆଇପିଏଲ୍ କ୍ରିକେଟର ଗତକାଲି ଅନୁଷ୍ଠିତ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୮ ଓ୍ବିକେଟରେ ପରାସ୍ତ କଲା ପଞ୍ଜାବ କିଙ୍ଗ୍ସ । ଲକ୍ଷ୍ନୌର ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମରେ ଆୟୋଜିତ ମ୍ୟାଚରେ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା…
ଚଳିତ ଆଇପିଏଲ୍ରେ ପ୍ରଥମ ବିଜୟ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ
ପାଞ୍ଚ ଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଆଇପିଏଲ୍ରେ ପ୍ରଥମ ବିଜୟ ହାସଲ କରିଛି। ଗତଥର ବିଜେତା କୋଲକାତା ନାଇଟ୍ ରାଇଡର୍ସକୁ ୮ ୱିକେଟ୍ରେ ହରାଇ ପଏଣ୍ଟ୍ ଖାତା ଖୋଲିବା ସହ ଶେଷ ସ୍ଥାନରେ ରହିବାର ଅପଯଶ ଦୂର କରିଛି। କୋଲକାତା ସୋମବାର ମାତ୍ର ୧୧୭ ରନ୍ର ଲକ୍ଷ୍ୟ ଦେଇଥିଲା।…
ଚଳିତ ଆଇପିଏଲ୍ରେ ପ୍ରଥମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ
ପ୍ରଥମ ବିଜେତା ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍ରେ ପ୍ରଥମ ବିଜୟ ହାସଲ କରିଛି। ରବିବାର ରାତିର ରୋମାଞ୍ଚକ ମୁକାବିଲାରେ ଶକ୍ତିଶାଳୀ ଚେନ୍ନାଇ ସୁପରକିଙ୍ଗ୍ସକୁ ୬ ରନ୍ରେ ପରାସ୍ତ କରି ପଏଣ୍ଟ୍ ଖାତା ଖୋଲିଛି। ରାଜସ୍ଥାନ ଦେଇଥିବା ୧୮୩ ରନ୍ର ଲକ୍ଷ୍ୟକୁ ପିଛା କରି ଚେନ୍ନାଇ ପାରୁ…
ଆଇପିଏଲ ମହାସମର : ପ୍ରଥମ ବିଜୟ ହାସଲ କଲା ଗୁଜୁରାଟ
ଚଳିତ ଆଇପିଏଲ୍ରେ ୫ ଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସ କ୍ରମାଗତ ଦ୍ବିତୀୟ ପରାଜୟ ବରଣ କରିଛି। ଗୁଜରାଟ ଟାଇଟନ୍ସ ୩୬ ରନ୍ରେ ଏହି ଦଳକୁ ହରାଇବା ସହ ପ୍ରଥମ ବିଜୟ ହାସଲ କରିଛି। ସାଇ ସୁଦର୍ଶନଙ୍କ କ୍ରମାଗତ ଅର୍ଦ୍ଧଶତକ ବଳରେ ଗୁଜରାଟ ୮ ୱିକେଟ୍ ବିନିମୟରେ ୧୯୬ ରନ୍ ସଂଗ୍ରହ କରିଥିଲା। ଜବାବରେ…
ଆଇପିଏଲ୍ର ଅଷ୍ଟମ ମ୍ୟାଚ୍: ଚେନ୍ନାଇ ସୁପର୍ କିଙ୍ଗ୍ସକୁ ୫୦ ରନ୍ରେ ହରାଇ ଦେଇଛି ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ
ଚଳିତ ଆଇପିଏଲ୍ର ଅଷ୍ଟମ ମ୍ୟାଚ୍ରେ ଚେନ୍ନାଇ ସୁପର୍ କିଙ୍ଗ୍ସକୁ ୫୦ ରନ୍ରେ ହରାଇ ଦେଇଛି ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। ଏଥି ସହ ଆର୍ସିବି ୨ରୁ ୨ ବିଜୟ ସହ ପଏଣ୍ଟ ଟେବୁଲ୍ ଶୀର୍ଷ ସ୍ଥାନ ବଜାୟ ରଖିଛି। ଚେନ୍ନାଇ ସୁପର୍ କିଙ୍ଗ୍ସ ସମ୍ମୁଖରେ ୧୯୭ ରନ୍ ବିଜୟ ଲକ୍ଷ୍ୟ ରହିଥିବା ବେଳେ…
ଆଇପିଏଲର ମହାସମର: ହାଇଦ୍ରାବାଦକୁ ୫ ଓ୍ବିକେଟରେ ପରାସ୍ତ କରିଛି ଲକ୍ଷ୍ନୌ
ହାଇଦ୍ରାବାଦଠାରେ ଗୁରୁବାର ଖେଳାଯାଇଥିବା ଆଇପିଏଲର ଏକ ମ୍ୟାଚରେ ହାଇଦ୍ରାବାଦକୁ ୫ ଓ୍ବିକେଟରେ ପରାସ୍ତ କରିଛି ଲକ୍ଷ୍ନୌ । ହାଇଦ୍ରାବାଦ ଦ୍ବାରା ରଖାଯାଇଥିବା ୧୯୧ ରନର ଲକ୍ଷ୍ୟକୁ ଲକ୍ଷ୍ନୌ ୧୬.୧ ଓଭରରେ ୫ ଓ୍ବିକେଟ ହରାଇ ୧୯୩ ରନ କରି ହାସଲ କରିନେଇଥିଲା । ଦଳ ପକ୍ଷରୁ ନିକୋଲାସ ପୁରନ ୭୦ ରନ…
ଆଇପିଏଲ୍ରେ ଆଜି ଲକ୍ଷ୍ନୌ ସୁପରଜିଆଣ୍ଟ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ
ଆଇପିଏଲ୍ରେ ଆଜି ଲକ୍ଷ୍ନୌ ସୁପରଜିଆଣ୍ଟ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। ଲକ୍ଷ୍ନୌ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ବେଳେ ସନରାଇଜର୍ସ ପ୍ରଥମ ମ୍ୟାଚରେ ବଡ଼ ବିଜୟ ହାସଲ କରିଥିଲା। ପ୍ୟାଟ୍ କମିନ୍ସଙ୍କ ନେତୃତ୍ବାଧିକ ସନରାଇଜର୍ସ ହାଇଦରାବାଦ୍ ପ୍ରଥମ ମ୍ୟାଚରେ…
ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି ସୂର୍ଯ୍ୟକୁମାର ଯାଦବ
ସୂର୍ଯ୍ୟକୁମାର ଏବଂ ତାଙ୍କ ପତ୍ନୀ ଦେବୀଶା ଶେଟ୍ଟୀ ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି । ସୂର୍ଯ୍ୟକୁମାର ଯାଦବ ଦେଓନାରର ଗୋଦରେଜ ସ୍କାଏ ଟେରାସ୍ରେ ଦୁଇଟି ନୂତନ ଆପାର୍ଟମେଣ୍ଟ କିଣିଛନ୍ତି। ଏହାର ମୋଟ କାର୍ପେଟ କ୍ଷେତ୍ରଫଳ ପ୍ରାୟ ୪୨୨୨.୭୬ ବର୍ଗଫୁଟ। ସୂର୍ଯ୍ୟଙ୍କ ନୂତନ ଫ୍ଲାଟର ମୂଲ୍ୟ…
ଆଇପିଏଲ ମହାସମର : କୋଲକାତା ନାଇଟ୍ ରାଇଡର୍ସ ପାଇଁ ବିଜୟ ଲକ୍ଷ୍ୟ ୧୫୨ ରନ୍
ଆଇପିଏଲ ୨୦୨୫ ସିଜିନ୍ -୧୮ର ଷଷ୍ଠ ମ୍ୟାଚ୍ ବୁଧବାର ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ(ଆର୍ଆର୍) ଏବଂ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ମଧ୍ୟରେ ଖେଳାଯାଉଛି। ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।…