Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Sports
All sports related news will be uploaded
ଟେଷ୍ଟରେ ଏକ ନମ୍ବର ବୋଲର ଜସପ୍ରୀତ ବୁମ୍ରା
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ସିରିଜରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ୨୯୫ ରନ୍ରେ ପରାସ୍ତ କରିଛି। ଏହି ବିଜୟର ହିରୋ ଥିଲେ ଜସପ୍ରୀତ ବୁମ୍ରା। ପର୍ଥରେ ଖେଳାଯାଇଥିବା ଟେଷ୍ଟରେ ଜସପ୍ରୀତ ବୁମ୍ରା ଅପ୍ଟସ ଷ୍ଟାଡିୟମରେ…
କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ୪ ବର୍ଷ ନିଲମ୍ବିତ
କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ୪ ବର୍ଷ ନିଲମ୍ବିତ । ଜାତୀୟ ଆଣ୍ଟିଂ ଡୋପିଂ ଏଜେନ୍ସି ବା ନାଡା ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି । ମାର୍ଚ୍ଚ ୧୦ ତାରିଖରେ ଜାତୀୟ ଦଳ ପାଇଁ ହୋଇଥିବା ଚୟନ ବେଳେ ବଜରଙ୍ଗ ପରୀକ୍ଷା ପାଇଁ ନମୁନା ଦେବାକୁ ମନା କରିଥିଲେ । ଫଳରେ ତାଙ୍କ ବିରୋଧରେ ଏପରି…
୧୩ ବର୍ଷ ବୟସରେ ଆଇପିଏଲ ଟିମରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ
୧୩ ବର୍ଷ ବୟସରେ ଆଇପିଏଲ ଟିମରେ ସାମିଲ ହେଲେ ବିହାରର ବୈଭବ ସୂର୍ଯ୍ୟବଂଶୀ । ରାଜସ୍ଥାନ ରୟାଲସ ତାଙ୍କୁ ଏକ କୋଟି ୧୦ ଲକ୍ଷ ଟଙ୍କାରେ କିଣିଛି । ଗତକାଲି ଆଇପିଏଲ ନିଲାମୀର ଦ୍ବିତୀୟ ଦିନରେ ବୈଭବଙ୍କୁ ନେଇ ବିଭିନ୍ନ ଟିମ୍ ମଧ୍ୟରେ ଉତ୍ସୁକତା ଦେଖୋଦେଇଥିଲା। ତାଙ୍କୁ ଟିମରେ ସାମିଲ କରିବାକୁ…
ପର୍ଥ ଟେଷ୍ଟରେ ବିଜୟୀ ହୋଇଛି ଭାରତ
ଅଷ୍ଟ୍ରେଲିଆକୁ ୨୯୫ ରନ୍ରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ବର୍ଡର ଗାଭାସ୍କର ଟ୍ରଫିରେ ୧-୦ରେ ଭାରତ ଆଗୁଆ ରହିଛି। ଭାରତ-ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ୫ ଟିକିଆ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଭାରତ ବାଜିମାତ୍ କରିଛି। ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ୫୩୪ ରନର…
ପର୍ଥ ଟେଷ୍ଟରେ ଭାରତର ଧୂଆଁଦାର ପ୍ରଦର୍ଶନ
ଦ୍ବିତୀୟ ଇନିଂସରେ ୫୩୪ ରନର ଟାର୍ଗେଟର ପିଚ୍ଛା କରୁଛି ଅଷ୍ଟ୍ରେଲିଆ। ଅଷ୍ଟ୍ରେଲିଆର ପର୍ଥରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ୍ରେ ଭାରତର ଦବଦବା ଦେଖିବାକୁ ମିଳିଛି। ପ୍ରଥମ ଇନିଂସରେ ଭାରତୀୟ ଟିମ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। କିନ୍ତୁ ବୋଲିଂରେ ନିଜେ ଅଧିନାୟକ…
ଆଇପିଏଲ୍ ୨୦୨୫ର ସବୁଠାରୁ ଦାମୀ ଖେଳାଳି ପନ୍ତ
ଆଇପିଏଲ୍ ୨୦୨୫ ନିଲାମରେ ଋଷଭ ପନ୍ତଙ୍କ କ୍ରେଜ୍। ଜୋରଦାର ନିଲାମ ଡାକରା ପରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ତାଙ୍କୁ ୨୭ କୋଟି ଟଙ୍କାରେ କିଣିଛି। ଏଭଳି ସେ ଆଇପିଏଲ୍ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ପାଲଟିଛନ୍ତି। କିଛି ସମୟ ପୂର୍ବରୁ ପଞ୍ଜାବ କିଙ୍ଗ୍ସ ଶ୍ରେୟସ ଆୟାରଙ୍କୁ ୨୬.୭୫ ଟଙ୍କାରେ…
ଆଜି ଆଇପିଏଲ୍ର ମେଗା ଖେଳାଳି ନିଲାମ
ଆଇପିଏଲ୍ର ମେଗା ଖେଳାଳି ନିଲାମ ରବିବାରଠାରୁ ସାଉଦି ଆରବର ଜେଦା ସହରସ୍ଥିତ ଆବାଦି ଅଲ୍ ଜୋହର୍ ଏରିନାରେ ଅନୁଷ୍ଠିତ ହେବ। ଏହି ମେଗା ନିଲାମ ପାଇଁ ଆସିଥିବା ଆବେଦନଗୁଡ଼ିକରୁ ୫୭୭ ଜଣ ଖେଳାଳିଙ୍କୁ ବଛାଯାଇଛି। ଗତ ସଂସ୍କରଣରେ ଖେଳିଥିବା ଖେଳାଳିଙ୍କ ମଧ୍ୟରୁ ୪୬ ଖେଳାଳିଙ୍କୁ ବିଭିନ୍ନ…
ପର୍ଥ ଟେଷ୍ଟରେ କଙ୍ଗାରୁ ଦଳକୁ ପଣି ପିଆଉଛି ଭାରତ
ପର୍ଥ ଟେଷ୍ଟର ତୃତୀୟ ଅଧିବେସନ ଆରମ୍ଭ ହୋଇଛି। ଦ୍ୱିତୀୟ ଇନିଂସରେ ବ୍ୟାଟିଂ ପାଇଁ ପଡ଼ିଆକୁ ଆସିଥିବା ଟିମ୍ ଇଣ୍ଡିଆର ଓପନର୍ ଯଶସ୍ୱୀ ଜୟସ୍ବାଲ ଏବଂ କେ.ଏଲ୍ ରାହୁଲ ଭାରତକୁ ସୁଦୃଢ଼ ସ୍ଥିତିରେ ପହଞ୍ଚାଇଛନ୍ତି। ୫୭ ଓଭର ତଥା ଦିନର ଖେଳ ଶେଷ ସୁଦ୍ଧା କୌଣସି ୱିକେଟ ନ ହରାଇ ଭାରତର ସ୍କୋର ୧୭୨…
ମାର୍ଚ୍ଚ ୧୪ରୁ ଆରମ୍ଭ ହେବ ଆଇପିଏଲ୍
ଆଇପିଏଲ୍ର ପରବର୍ତ୍ତୀ ତିନି ଋତୁ ପାଇଁ ତାରିଖ ଧାର୍ଯ୍ୟ କରିଛି ବିସିସିଆଇ। ୨୦୨୫ ଆଇପିଏଲ୍ ଋତୁ ମାର୍ଚ୍ଚ ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ମେ ୨୫ ତାରିଖରେ ଶେଷ ହେବ। ୨୦୨୬ରେ ମାର୍ଚ୍ଚ ୧୫ରୁ ମେ’ ୩୧ ଓ ୨୦୨୭ରେ ମାର୍ଚ୍ଚ ୧୪ରୁ ମେ’ ୩୦ ତାରିଖ ପର୍ଯ୍ୟନ୍ତ ଆଇପିଏଲ୍ ଅନୁଷ୍ଠିତ…
ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବ୍ୟାନ୍ କଲା ବିସିସିଆଇ
ଆଇପିଏଲ୍ ଗଭର୍ଣ୍ଣିଂ କାଉନସିଲ୍ ଆନୁଷ୍ଠାନିକ ଭାବେ ଇଣ୍ଡିଆନ୍ ପ୍ରିମିୟର ଲିଗ୍-୨୦୨୫ର ୧୮ତମ ସଂସ୍କରଣ ପୂର୍ବରୁ ହେବାକୁ ଥିବା ମେଗା ନିଲାମ ପାଇଁ ତାରିଖ ଘୋଷଣା କରିସାରିଛି । ଏଥର ନଭେମ୍ବର ୨୪ ଓ ୨୫ତାରିଖରେ ସାଉଦି ଆରବର ଜେଦ୍ଦା ସହରରେ ଖେଳାଳିଙ୍କ ନିଲାମ ଅନୁଷ୍ଠିତ ହେବ। ଅକ୍ଟୋବର ୩୧ରେ…