Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Sports
All sports related news will be uploaded
ଭାରତକୁ ୨୬୫ ରନ୍ର ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ ମଙ୍ଗଳବାର ଖେଳାଯାଉଛି। ଏଥିରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଅଷ୍ଟ୍ରେଲିଆ ଭାରତକୁ ୨୬୫ ରନ୍ର ଟାର୍ଗେଟ ଦେଇଛି। ଦଳ ପକ୍ଷରୁ ଷ୍ଟିଭ୍ ସ୍ମିଥ୍ ସର୍ବାଧିକ ୭୩ ରନ୍ କରିଛନ୍ତି। ସେହିଭଳି ବୋଲିଂରେ ଟିମ୍ ଇଣ୍ଡିଆର ବରୁଣ…
ଆଜି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମହାମୁକାବିଲା , ଅଷ୍ଟ୍ରେଲିଆକୁ ଭେଟିବେ ରୋହିତ ବାହିନୀ
ଆଜି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମହାମୁକାବିଲା । ଅଷ୍ଟ୍ରେଲିଆକୁ ଭେଟିବେ ରୋହିତ ବାହିନୀ । ପଡ଼ିଆ ଭିନ୍ନ ହେଲେ ଦୁଷ୍ମନ ସମାନ। ୨୦୨୩ ବିଶ୍ବକପର ବଦଲା ନେବାକୁ ପ୍ରସ୍ତୁତ ରହିଛି ମେନ୍ ଇନ ବ୍ଲୁ । ଯାହାକୁ ନେଇ ପ୍ରତିଟି ଇଣ୍ଡିଆନ୍ସଙ୍କ ହାର୍ଟବିଟ୍ ଏବେଠୁ ଧକ୍ ଧକ୍ କରିବା…
କ୍ରିକେଟର ଆଜିଙ୍କ୍ୟ ରାହାଣେଙ୍କୁ ଦଳର ନୂତନ ଅଧିନାୟକ ଭାବରେ ନିଯୁକ୍ତ କରିଛି କେକେଆର
ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୫ସିଜିନର ଠିକ୍ ପୂର୍ବରୁ, କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଫ୍ରାଞ୍ଚାଇଜ୍ ଏକ ବଡ଼ ଘୋଷଣା କରିଛି। କ୍ରିକେଟର ଆଜିଙ୍କ୍ୟ ରାହାଣେଙ୍କୁ ଦଳର ନୂତନ ଅଧିନାୟକ ଭାବରେ ନିଯୁକ୍ତ କରିଛି କେକେଆର। ଏହା ସହ ଭେଙ୍କଟେଶ ଆୟରଙ୍କୁ ଉପ-ଅଧିନାୟକ ଦାୟିତ୍ୱ…
କେନ୍ ୱିଲିୟମସନଙ୍କୁ ଆଉଟ୍ କରିବା ପରେ ଅକ୍ଷରଙ୍କ ପାଦ ଛୁଇଁଲେ ବିରାଟ
ରବିବାର ଦିନ ଭାରତ ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଛି | ହେଲେ ଏହି ମ୍ୟାଚ ବେଳେ ବିରାଟ କୋହଲି ଏବଂ ଅକ୍ଷର ପଟେଲଙ୍କ ଏକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେଉଛି । ଯାହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି । ମ୍ୟାଚ୍ ସମୟରେ ନ୍ୟୁଜିଲାଣ୍ଡ ଟିମ୍ ୨୫୦ ରନର ଟାର୍ଗେଟ ପିଛା କରୁଥିଲେ…
ଚାମ୍ପିଅନ୍ସ ଟ୍ରଫିରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ଭାରତ
ନ୍ୟୁଜିଲାଣ୍ଡ ବିପକ୍ଷ ଗ୍ରୁପ୍ ପର୍ଯ୍ୟାୟର ଶେଷ ମ୍ୟାଚ୍କୁ ଭାରତ ୪୪ ରନ୍ରେ ଜିତି ନେଇଛି । ଏଥିସହ ଚାମ୍ପିଅନ୍ସ ଟ୍ରଫିରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ଭାରତ । ପୂର୍ବରୁ ଚାମ୍ପିଅନ୍ସ ଟ୍ରଫିରେ ଭାରତ ୨ଟି ମ୍ୟାଚ୍ ଜିତି ସେମି ଫାଇନାଲ୍କୁ ଯାଇଥିଲା । ଆସନ୍ତା ୪ ତାରିଖରେ ପ୍ରଥମ ସେମି…
ଚାମ୍ପିୟନ୍ସ ଟ୍ରଫି : ନ୍ୟୁଜିଲାଣ୍ଡ କୁ ହରାଇଲା ଭାରତ
ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା ।
ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ…
ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ vs ଇଣ୍ଡିଆ ହୋଇପାରେ
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗ୍ରୁପ୍ ପର୍ଯ୍ୟାୟ ମ୍ୟାଚ୍ ରବିବାର ଭାରତ-ନ୍ୟୁଜିଲାଣ୍ଡୁ ମୁକାବିଲା ସହ ସମାପ୍ତ ହେବ। ଏହାପରେ ମାର୍ଚ୍ଚ ୪ରେ ପ୍ରଥମ ଏବଂ ମାର୍ଚ୍ଚ ୫ରେ ଦ୍ୱିତୀୟ ସେମିଫାଇନାଲ ଖେଳାଯିବ। ହେଲେ ଏଯାବତ ସେମିଫାଇନାଲକୁ କେବଳ ୩ ଦଳ ଯାଇଛନ୍ତି। ଏଥିରେ ଭାରତ, ନ୍ୟୁଜିଲାଣ୍ଡ ଏବଂ…
ଆଇସିସି ଚାମ୍ପିୟନ୍ସ ଟ୍ରଫି- ଅଷ୍ଟ୍ରେଲିଆ ଆଗରେ ୨୭୪ ରନର ଲକ୍ଷ୍ୟ ରଖିଛି ଆଫଗାନିସ୍ତାନ
ଲାହୋରଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଗ୍ରୁପ-ବିର ଏକ ମ୍ୟାଚରେ ଅଷ୍ଟ୍ରେଲିଆ ଆଗରେ ୨୭୪ ରନର ଲକ୍ଷ୍ୟ ରଖିଛି ଆଫଗାନିସ୍ତାନ । ଏହି ମ୍ୟାଚରେ ଆଫଗାନିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଦଳ ଆରମ୍ଭରୁ ରେହମାତୁଲ୍ଲା ଗୁରବାଜଙ୍କ…
ଆଫଗାନିସ୍ତାନ ଜିତିବା ପରେ ନାଚିଲେ ଇରଫାନ ପଠାନ୍
ଆଫଗାନିସ୍ତାନ ଟିମ୍ ବିଜୟରେ ପୁଣିଥରେ ନାଚିଲେ ଇରଫାନ ପଠାନ । ଚାମ୍ପିଅନ୍ସ ଟ୍ରଫିରେ ଆଫଗାନିସ୍ତାନ ଇଂଲଣ୍ଡକୁ ହରାଇବା ପରେ ଇରଫାନଙ୍କ ଡ୍ୟାନ୍ସ ଦେଖିବାକୁ ମିଳିଛି । ଯାହାର ଭିଡିଓ ଭାଇରଲ ହେଉଛି । ବିଶ୍ବକପ ୨୦୨୩ରେ ପାକିସ୍ତାନ ଠାରୁ ଆଫଗାନିସ୍ତାନ ଜିତିବା ପରେ ଧୂଆଦାର ଡ୍ୟାନ୍ସ କରିଥିଲେ…
ଇଂଲଣ୍ଡକୁ ପରାସ୍ତ କଲା ଆଫଗାନିସ୍ତାନ
ଇଂଲଣ୍ଡକୁ ପରାସ୍ତ କଲା ଆଫଗାନିସ୍ତାନ । ଆଫଗାନିସ୍ତାନ ଦଳ ଇଂଲଣ୍ଡ ଭଳି ବିଶ୍ୱ ଚାମ୍ପିଅନ ଦଳକୁ ପରାସ୍ତ କରିଛି । ହସମତୁଲ୍ଲା ଶାହିଦିଙ୍କ ଅଧିନାୟକତ୍ୱରେ ଆଫଗାନିସ୍ତାନ ଦଳ ଇଂଲଣ୍ଡକୁ ୮ ରନରେ ପରାସ୍ତ କରିଛି । ଏହି ପରାଜୟ ସହ ଟୁର୍ଣ୍ଣାମେଣ୍ଟରୁ ବିଦା ହୋଇଯାଇଛି ଇଂଲଣ୍ଡ ଦଳ। ଟସ ଜିତି…