Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Sports
All sports related news will be uploaded
ଓଡିଶା ଏଫସିର ପ୍ରଥମ ବିଜୟ
ଚଳିତ ଆଇଏସ୍ଏଲ୍ ଓଡ଼ିଶା ଏଫ୍ସି ଶନିବାର ପରାଜୟ ଧାରା ଭାଙ୍ଗି ଟ୍ରାକ୍କୁ ଫେରିଛି। ପ୍ରଥମ ଦୁଇ ମ୍ୟାଚ୍ରେ ପରାଜୟ ବରଣ କରିବା ପରେ ଚାପରେ ଥିବା ଏହି ଓଡିଶା ଏଫସି ଶନିବାର କଳିଙ୍ଗ ଷ୍ଟାଡିୟମ୍ରେ ଅନ୍ୟତମ ଶକ୍ତିଶାଳୀ ଜାମ୍ସେଦ୍ପୁର ଏଫ୍ସିକୁ ୨-୧ ଗୋଲ୍ରେ ପରାସ୍ତ କରି ପଏଣ୍ଟ୍…
ଷ୍ଟାର କ୍ରିକେଟର ସରଫରାଜ ଖାନଙ୍କ ଭାଇ ମୁଶୀର ଖାନ ଆହତ
ଏକ ସଡକ ଦୁର୍ଘଟଣାରେ ଟିମ୍ ଇଣ୍ଡିଆର ଷ୍ଟାର କ୍ରିକେଟର ସରଫରାଜ ଖାନଙ୍କ ଭାଇ ମୁଶୀର ଖାନ ଆହତ ହୋଇଛନ୍ତି। ଦୁର୍ଘଟଣାରେ ମୁଶୀର ଖାନଙ୍କ ବେକରେ ଗଭୀର ଆଘାତ ଲାଗିଛି। ଏହି ଦୁର୍ଘଟଣା ଘଟିବା ସମୟରେ ମୁଶୀର ତାଙ୍କ ପିତା ନୌଶାଦ ଖାନଙ୍କ ସହ ଆଜମଗଡରୁ ଲକ୍ଷ୍ନୌକୁ ଯାଉଥିଲେ। ଦୁର୍ଘଟଣାର କାରଣ…
ଅଧାରେ ଅଟକିଲା ଖେଳ
କାନପୁରରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍ରେ ବର୍ଷା ଭିଲିଆନ୍ ସାଜିଛି। ଭାରତ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆରମ୍ଭରୁ ବାଂଲାଦେଶୀ ବ୍ୟାଟ୍ସମ୍ୟାନମାନେ ଭାରତୀୟ ବୋଲରଙ୍କ ଉପରେ ପ୍ରାଧାନ୍ୟ ବିସ୍ତାର କରିଥିଲେ। ତେବେ…
କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ: ବର୍ଷାରେ ଭିଜିଲା କାନପୁର ଟେଷ୍ଟ
ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ଆରମ୍ଭ ହୋଇଛି । ପ୍ରଥମ ଦିନ ବର୍ଷା ଧୋଇଦେଇଛି । ଅଧାରେ ଖେଳ ରହିଛି । ୨ୟ ଟେଷ୍ଟର ପ୍ରଥମ ଦିନର ଖେଳ ଶେଷ ହୋଇଛି । ବର୍ଷା ଯୋଗୁଁ ପ୍ରଥମ ଦିନରେ ମାତ୍ର ୩୫ ଓଭର ଖେଳ ହୋଇଥିଲା । ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ବାଂଲାଦେଶ ୩…
‘ନାଡା’ ପକ୍ଷରୁ କୁସ୍ତିବିତ୍ ଭିନେଶ ଫୋଗଟଙ୍କୁ ନୋଟିସ୍ ଜାରି
ଗତମାସରେ କୁସ୍ତିରୁ ଅବସର ଘୋଷଣା କରିଥିବା କୁସ୍ତିବିତ୍ ଭିନେଶ ଫୋଗଟଙ୍କୁ ଆଣ୍ଟି ଡୋପିଂ ଏଜେନ୍ସି ‘ନାଡା’ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ‘ହୋୟାରଏବାଉଟ୍’ ରେ ସେ ବିଫଳ ହୋଇଥିବାରୁ ଏହି ଜାତୀୟ ଆଣ୍ଟିଂ ଡୋପିଂ ଏଜେନ୍ସି ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ପ୍ରଦାନ କରିଛି। ଚଳିତ…
ନିରାଶ ହେଲେ ବିରାଟ-ରୋହିତ
ଭାରତୀୟ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ବଡ଼ ଧରଣର କ୍ଷତି ସହିବାକୁ ପଡ଼ିଛି। ଉଭୟ ଭାରତୀୟ ସୁପରଷ୍ଟାର ସଦ୍ୟତମ ମାନ୍ୟତା ମଧ୍ୟରେ ଟେଷ୍ଟରେ ୫-୫ ସ୍ଥାନରେ ପହଞ୍ଚିଛନ୍ତି। ଅନ୍ୟପକ୍ଷରେ ଓପନିଂ ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲ ଟେଷ୍ଟ ମାନ୍ୟତାରେ ଉନ୍ନତି ଆଣିଛନ୍ତି।…
ଭାରତ-ବାଂଲାଦେଶ ଦ୍ବିତୀୟ ଟେଷ୍ଟ୍
ଚେନ୍ନାଇରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ୍କୁ ୨୮୦ ରନ୍ରେ ଜିତିବା ପରେ କାନପୁରରେ ଶୁକ୍ରବାରଠାରୁ ଆୟୋଜିତ ହେବାକୁ ଥିବା ଦ୍ବିତୀୟ ତଥା ଟେଷ୍ଟ୍ ଲାଗି ରୋହିତ ବାହିନୀ ସଜବାଜ ହେଉଛି। ଶୃଙ୍ଖଳାରେ କ୍ଲିନ୍ ସୁଇପ୍ ବିଜୟ ହାସଲ କରିବା ସହ ଲଗାତାର ତୃତୀୟ ବର୍ଷ ପାଇଁ ବିଶ୍ବ…
ହୃଦୟ ଜିତିଲେ ଧୋନୀ
ଆଜି ବି ତାଙ୍କ ପ୍ରଶଂସକମାନେ ପୁରା ଷ୍ଟାଡିୟମକୁ ହଳଦିଆ ରଙ୍ଗରେ ରଙ୍ଗେଇ ଦେଇଛନ୍ତି। ଧୋନୀ ମଧ୍ୟ ଗୋଟିଏ ପରେ ଗୋଟିଏ ନିଷ୍ପତ୍ତି ସହିତ ପ୍ରଶଂସକଙ୍କ ହୃଦୟ ଜିତିବାରେ ଲାଗିଛନ୍ତି।ଧୋନୀଙ୍କ ହୃଦୟରେ ଚେନ୍ନାଇ ସୁପର କିଙ୍ଗ୍ସ ଫ୍ରାଞ୍ଚାଇଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ଅଛି। ସେ ଏହାକୁ ଅନେକ ଥର…
ଚେସ୍ ଅଲିମ୍ପିଆଡର ଇତିହାସ ରଚିଲା ଭାରତ
୨୦୨୪ ଚେସ୍ ଅଲିମ୍ପିଆଡର ଫାଇନାଲ ରାଉଣ୍ଡରେ ଆଜରବେଜାନକୁ ପରାସ୍ତ କରି ପ୍ରଥମ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଭାରତୀୟ ମହିଳା ଖେଳାଳି । ଆଜି ହଙ୍ଗେରୀର ବୁଦ୍ଧାପେଷ୍ଟର ସାଇମା ସ୍ପୋର୍ଟସ ଆଣ୍ଡ କନଫରେନ୍ସ ସେଣ୍ଟରରେ ଭାରତ ଏହି ଇତିହାସ ସୃଷ୍ଟି କରିଛି । ଫାଇନାଲ ରାଉଣ୍ଡରେ ଦିବ୍ୟ ଦେଶମୁଖ,…
ଭାରତ ,ବଂଲାଦେଶ ଟେଷ୍ଟ ମ୍ୟାଚ – ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ
ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି। ଭ୍ରମଣକାରୀ ବାଂଲାଦେଶ ଦଳକୁ ଟିମ ଇଣ୍ଡିଆ ୨୮୦ରେ ପରାଜିତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି।
ଟସ ଜିତି ବାଂଲାଦେଶ ଦଳ ବୋଲିଂ ନିଷ୍ପତ୍ତି ନେଇଥିଲା। ଟିମ ଇଣ୍ଡିଆ ପ୍ରଥମ ପାଳିରେ ୩୭୬…