Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Sports
All sports related news will be uploaded
ପ୍ରଥମ ଦିନିକିଆରେ ୪ ଓ୍ବିକେଟରେ ବିଜୟୀ ହୋଇଛି ଭାରତ
ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଚାଲିଥିବା ପ୍ରଥମ ଦିନିକିଆରେ ୪ ଓ୍ବିକେଟରେ ବିଜୟୀ ହୋଇଛି ଭାରତ । ଇଂଲଣ୍ଡ ଦ୍ବାରା ରଖାଯାଇଥିବା ୨୪୯ ରନର ଲକ୍ଷ୍ୟକୁ ୩୮.୪ ଓଭରରେ ୬ ଓ୍ବିକେଟ ହରାଇ ୨୫୧ ରନ କରି ହାସଲ କରିନେଇଥିଲା । ଭାରତ ପକ୍ଷରୁ ଶୁଭମନ ଗିଲ ୮୭ ରନ, ଶ୍ରେୟସ ଆୟର…
ଟସ ଜିତି ବ୍ୟାଟିଂ କରୁଛି ଇଂଲଣ୍ଡ
ଭାରତ ଓ ଇଂଲଣ୍ଡ ମଧ୍ୟ ମଧ୍ୟରେ ଆରମ୍ଭ ହୋଇଛି ଦିନିକିଆ ସିରିଜ୍ । ପ୍ରଥମ ମ୍ୟାଚ୍ ନାଗପୁର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳା ଯାଉଛି ସିରିଜ୍ର ପ୍ରଥମ ମ୍ୟାଚ୍ । ପ୍ରଥମ ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଇଂଲଣ୍ଡ ଦଳ । ଆଜିର ମ୍ୟାଚ୍ ପାଇଁ…
ଆଜିଠୁ ଭାରତ-ଇଂଲଣ୍ଡ ୱାନଡେ ସିରିଜ
ନାଗପୁରରେ ଅହରାହ୍ଣ ୧ଟା ୩୦ରେ ସିରିଜର ପ୍ରଥମ ମ୍ୟାଚ୍ ଖେଳାଯିବ । ଏଥିପାଇଁ ଉଭୟ ଦଳ ଝାଳବୁହା ଅଭ୍ୟାସ କରିଛନ୍ତି । ଆଜିର ମ୍ୟାଚରେ ରୋହିତଙ୍କ ସହ ଉପଅଧିନାୟକ ଶୁବମନ ଗିଲ୍ ପାଳି ଆରମ୍ଭ କରିବେ । କୋହଲି ଓ ଶ୍ରେୟସ୍ ଆୟର୍ ତୃତୀୟ ଓ ଚତୁର୍ଥ ସ୍ଥାନରେ ଖେଳିବେ । ହାର୍ଦିକ ପାଣ୍ଡ୍ୟା ଷଷ୍ଠ…
ଟିକେଟ୍ ପାଇଁ ଠେଲାପେଲା , ଅଚେତ୍ ହେଉଛନ୍ତି ଜଣଙ୍କ ପରେ ଜଣେ
ଟିକେଟ୍ ପାଇଁ ଠେଲାପେଲା। ବାରବାଟୀରେ ଅଫ୍ଲାଇନ୍ ଟିକେଟ୍ ବିକ୍ରି ପାଇଁ କାଉଣ୍ଟର ଖୋଲିବା ପରେ ପ୍ରବଳ ଠେଲପେଲା ଦେଖିବାକୁ ମିଳିଛି। ଠେଲାପେଲା ଧସ୍ତାଧସ୍ତିରେ ତଳେ ପଡି ଅଚେତ୍ ହେଉଛନ୍ତି ଜଣଙ୍କ ପରେ ଜଣେ । ଭିଡକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ନାକେଦମ୍ ହେଲାଣି । କେବଳ…
ବିରାଟ କୋହଲି ପୁଣି RCBର ଅଧିନାୟକତ୍ୱ କରିବେ କି?
ବିରାଟ କୋହଲି ଆଇପିଏଲରେ ଦୀର୍ଘ ସମୟ ଧରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଥିଲେ। ବିରାଟ କୋହଲିଙ୍କ ପରେ, ଫାଫ ଡୁ ପ୍ଲେସିସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକତ୍ୱ ଗ୍ରହଣ କରିଥିଲେ। କିନ୍ତୁ ଏବେ ଫ୍ରାଞ୍ଚାଇଜ ଦକ୍ଷିଣ ଆଫ୍ରିକୀୟ କିମ୍ବଦନ୍ତୀଙ୍କୁ ରିଲିଜ୍…
ଅଭିଷେକ ଶର୍ମାଙ୍କ ଆକର୍ଷଣୀୟ ଶତକ
ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ରେ ଅଭିଷେକ ଶର୍ମାଙ୍କ ଆକର୍ଷଣୀୟ ଶତକ ସହାୟତାରେ ଭାରତ ୧୫୦ ରନରେ ସହଜ ବିଜୟ ହାସଲ କରିଛି। ଏଥିସହ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୪-୧ରେ ଜିତି ନେଇଛି।
୨୪୮ରନର ବିଜୟ ଲକ୍ଷ୍ୟ ନେଇ…
ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଇଂଲଣ୍ଡ ୨ୟ ଦିନିକିଆ ମ୍ୟାଚ୍ – ଆଜି ଠାରୁ ଅନଲାଇନ ଟିକେଟ ବୁକିଂ
ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଇଂଲଣ୍ଡ ୨ୟ ଦିନିକିଆ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଅନ୍ଲାଇନ ଟିକଟ ବୁକିଂ ରବିବାର ଅପରାହ୍ଣ ୪ଟାରୁ ଆରମ୍ଭ ହେବ। ଆୟୋଜକ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ) ସୂତ୍ରରୁ ପ୍ରକାଶ ଯେ ମୋଟ ୪୦୦୦ ଟିକଟ ଅନ୍ଲାଇନରେ ବିକ୍ରି କରାଯିବ।…
ଇଂଲଣ୍ଡକୁ ହରାଇ ସିରିଜ ଜିତିଲା ଭାରତ
ଟିମ୍ ଇଣ୍ଡିଆ ରାଜକୋଟରେ ଖେଳାଯାଇଥିବା ଚତୁର୍ଥ ଟି୨୦ କ୍ରିକେଟ ମ୍ୟାଚ୍ରେ ବିଜେତା ହୋଇ ସିରିଜ୍କୁ ଆଗୁଆ ଜିତି ନେଇଛି। ଭାରତ ୧୫ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଶିବମ୍ ଦୁବେ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୧ କରିଥିଲା। ଜବାବରେ…
ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ
ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…
ଇଣ୍ଡିଆ-ଇଂଲଣ୍ଡ ମ୍ୟାଚ ପାଇଁ ବାରବାଟୀରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…