Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Sports
All sports related news will be uploaded
ଆଜି ଜାତୀୟ କ୍ରୀଡା ଦିବସ
ଆଜି ଜାତୀୟ କ୍ରୀଡା ଦିବସ। ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କର ଜନ୍ମଦିନ। ଅଗଷ୍ଟ ୨୯ ତାରିଖକୁ ଜାତୀୟ କ୍ରୀଡା ଦିବସ ଭାବରେ ପାଳନ କରାଯାଉଛି। ଭାରତୀୟ ଖେଳକୁ କିମ୍ବଦନ୍ତୀ ହକି ଖେଳାଳୀ ଧ୍ୟାନଚାନ୍ଦଙ୍କ ଅବଦାନକୁ ସମ୍ମାନ ଜଣାଇବା ଉର୍ଦେଶ୍ୟରେ ଏହି ଦିବସ ପାଳିତ ହେଉଛି।…
ଆଜି ଠାରୁ ପ୍ୟାରିସରେ ଆରମ୍ଭ ହେବ ପାରାଲିମ୍ପିକ୍ସ କ୍ରୀଡ଼ାର ୧୭ତମ ସଂସ୍କରଣ
କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ସଫଳ ଆୟୋଜନ ପରେ ଆଜି (ବୁଧବାର)ଠାରୁ ପ୍ୟାରିସରେ ଆରମ୍ଭ ହେବାକୁ ଯାଉଛି ପାରାଲିମ୍ପିକ୍ସ କ୍ରୀଡ଼ାର ୧୭ତମ ସଂସ୍କରଣ। ଅନ୍ତର୍ଜାତୀୟ ପାରାଲିମ୍ପିକ୍ସ କମିଟି ଆନୁକୂଲ୍ୟରେ ହେବାକୁ ଯାଉଥିବା ଏହି ପ୍ରତିଯୋଗିତା ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ଚାଲିବ। ଏଥିରେ…
ଟି-୨୦ ବିଶ୍ୱକପ୍ ପାଇଁ ଆଇସିସି ମେଗା ଇଭେଣ୍ଟ
ମିଶନ୍ ‘ବିଶ୍ୱକପ୍-୨୦୨୪’ରେ ହରମନପ୍ରୀତ କୌରଙ୍କୁ ଅଧିନାୟକ ଭାବରେ ନିଯୁକ୍ତି କରାଯାଇଛି । ତେବେ ଏହି ବିଶ୍ୱକପ୍ ଦଳର ଉପ-ଅଧିନାୟକ ଭାବରେ ସ୍ମୃତି ମନ୍ଧାନାଙ୍କୁ ଦାୟିତ୍ୱ ଦିଆ ଯାଇଥିବା ବେଳେ ଅନେକ ଯୁବ ଖେଳାଳିଙ୍କୁ ସୁଯୋଗ ଦେଇଛି ବୋର୍ଡ । ଏହି ବିଶ୍ୱକପ୍ ଆସନ୍ତା ଅକ୍ଟୋବର ୪ ତାରିଖରୁ…
ପଞ୍ଜାବକୁ ଯିବେ ରୋହିତ
୨୦୨୫ ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ମେଗା ନିଲାମରେ ରୋହିତ ଶର୍ମାଙ୍କୁ ଦେଖିବାକୁ ମିଳିପାରେ। ଯଦି ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ମୁକ୍ତ କରେ ତେବେ ପଞ୍ଜାବ କିଙ୍ଗସ ତାଙ୍କୁ ଯେକୌଣସି ମୂହୁର୍ତ୍ତରେ କିଣିବାକୁ ଚାହିଁବ। ଶିଖର ଧାୱନଙ୍କ ଅବସର ପରେ ପଞ୍ଜାବ ପାଖରେ…
ଆଇପିଏଲକୁ ଫେରୁଛନ୍ତି ଯୁବରାଜ
ପୁଣିଥରେ କ୍ରିକେଟକୁ କମବ୍ୟାକ କରିବାକୁ ଯାଉଛନ୍ତି ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ଯୁବରାଜ ସିଂହ । ଆଇପିଏଲରେ ପୁଣିଥରେ ସେ କମବ୍ୟାକ କରିବାକୁ ଯାଉଛନ୍ତି ବୋଲି ବର୍ତ୍ତମାନ ସଂକେତ ମିଳିଛି । ଭାରତର ସିକ୍ସର କିଙ୍ଗ ନାମରେ ପରିଚିତ ଯୁବରାଜଙ୍କୁ ପୁଣିଥରେ ମଇଦାନରେ ଦେଖିବା ପାଇଁ ଅନେକ…
ପଦ୍ମିନୀଙ୍କୁ ସ୍ବିସ୍ କ୍ବିନ୍ସ ମୁକୁଟ
ଭୁବନେଶ୍ବର: ଓଡ଼ିଶାର ଚେସ୍ ରାଣୀ ଆନ୍ତର୍ଜାତିକ ମାଷ୍ଟର ପଦ୍ମିନୀ ରାଉତ ବୁଧବାର ୩୦ତମ ସ୍ବିସ୍ କ୍ବିନ୍ସ ଅନ୍ଲାଇନ୍ ବ୍ଲିଜ୍ ପ୍ରତିଯୋଗିତାର ବିଜେତା ହୋଇଛନ୍ତି। ମୋଟ୍ ୧୧ ରାଉଣ୍ଡରୁ ପଦ୍ମିନୀ ୯ ପଏଣ୍ଟ ସ୍କୋର କରି ବେଲାରୁଷର ଓଲଗା ବାଦେଲ୍କାଙ୍କ ସହ ଯୁଗ୍ମ ପ୍ରଥମ ସ୍ଥାନରେ…
ଡାଇମଣ୍ଡ ଲିଗ୍ ରେ ନୀରଜ
ଲଉସାନ୍ ଡାଇମଣ୍ଡ ଲିଗ୍ ରେ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରି ସିଜନର ଶ୍ରେଷ୍ଠ ଥ୍ରୋ ୮୯.୪୯ ମିଟର ସହ ଦ୍ବିତୀୟ ସ୍ଥାନରେ ରହିଥିଲେ। ପ୍ୟାରିସ୍ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ନୀରଜ ନିଜର ଶ୍ରେଷ୍ଠ ଫର୍ମରେ ନଥିଲେ ମଧ୍ୟ ଅନ୍ତିମ ପ୍ରୟାସରେ ଯଥାସମ୍ଭବ ଚେଷ୍ଟା କରି ଦ୍ବିତୀୟ…
ଜନ୍ମମାଟିକୁ ଫେରିଲେ ଅମିତ ରୋହିଦାସ
ଭୁବନେଶ୍ବର : ଜନ୍ମମାଟିକୁ ଫେରିଲେ ଅମିତ ରୋହିଦାସ। ଘର ପର୍ଯ୍ୟନ୍ତ ପାଦେ ପାଦେ ବିଛା ଯାଇଥିବା ଫୁଲ ଚାଙ୍ଗୁଡ଼ିରେ ପାଦ ପକାଇ ପକାଇ ଘରକୁ ପଶିଲେ ଅମିତ। ପ୍ୟାରିସ ଅଲିମ୍ପିକ୍ରୁ ଦ୍ବିତୀୟ ଥର ପାଇଁ କାଂସ୍ୟ ପଦକ ନେଇ ଭାରତୀୟ ହକି ଦଳର ସୁରକ୍ଷା ପ୍ରାଚୀର ଅମିତ ଭୁବନେଶ୍ବରରୁ ଆସି ସୁନ୍ଦରଗଡ଼…
ପ୍ୟାରିସ୍ ଗଲେ ୧୬ ଭାରତୀୟ ଆଥ୍ଲେଟ୍
ପାରାଲିମ୍ପିକ୍ସ ୨୦୨୪ ପୂର୍ବରୁ ଭାରତୀୟ ଆଥଲେଟିକ୍ସ ଦଳ ବୁଧବାର ପ୍ୟାରିସ୍କୁ ଆଗୁଆ ଯାତ୍ରା କରିଛି। ସ୍ଥାନୀୟ ପରିବେଶ ସହ ନିଜକୁ ଖାପ ଖୁଆଇବା ପାଇଁ ଭାରତୀୟ ଆଥଲେଟିକ୍ସ ଦଳ ପ୍ରଥମ ବ୍ୟାଚର ଖେଳାଳି ଭାବରେ ଯାତ୍ରା କରିଛନ୍ତି। ଜାଭେଲିନ୍ ଥ୍ରୋୟର ସୁମିତ ଆଣ୍ଟିଲଙ୍କ ନେତୃତ୍ୱରେ ୧୬ ଜଣ…
କାଂସ୍ୟ ପଦକ ବିଜେତା ହକି ଟିମଙ୍କୁ ଭବ୍ୟ ସ୍ବାଗତ, କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଲେ ଖେଳାଳି
ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ହକି ଟିମକୁ ଭବ୍ୟ ସ୍ୱାଗତ। ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତାଙ୍କୁ ଓଡ଼ିଶା ମାଟିରେ ଜୋରଦାର ସ୍ୱାଗତ କରାଯାଇଛି। ରୋଡ଼ ସୋ’ କରି ବିମାନ ବନ୍ଦର ଠାରୁ କଳିଙ୍ଗ ଷ୍ଟାଡିୟମକୁ ଯାଇଛନ୍ତି ଖେଳାଳି। ରୋଡ଼ ସୋ’ରେ ଶହ ଶହ ଲୋକ…