Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Sports
All sports related news will be uploaded
ଆଜି ଭାରତ-ଇଂଲଣ୍ଡ ଚତୁର୍ଥ ଟି-ଟ୍ୱେଣ୍ଟି ମୁକାବିଲା
ଆଜି ସନ୍ଧ୍ୟା ୭ଟାରେ ପୁଣେରେ ଖେଳାଯିବ ଏହା ମ୍ୟାଚ୍ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ଵାଧୀନ ଭାରତୀୟ ଦଳର ନଜର ସିରିଜ୍ ବିଜୟ ଉପରେ ରହିଛି। ଅନ୍ୟପଟେ ଜୋସ ବଟଲରଙ୍କ ଦଳ ମୁକାବିଲା ଜିତି ସିରିଜ୍ ବରାବର କରିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ । ବର୍ତ୍ତମାନ ୨-୧ ସିରିଜରେ ଭାରତ ଆଗୁଆ ରହିଛି…
ଉପରାଷ୍ଟ୍ରପତିଙ୍କୁ ଭେଟିଲେ କୋହଲି ଓ ରାଜୀବ ଶୁକ୍ଳା
ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ତାଙ୍କ ସହିତ ବିରାଟ କୋହଲି ଏବଂ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ନଜର ଆସିଛନ୍ତି। ରାଜୀବ ଶୁକ୍ଲା କ୍ୟାପସନରେ ଲେଖିଛନ୍ତି, ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ଭେଟି ବହୁତ ଭଲ ଲାଗିଲା।…
ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି ଖେଳିବେ ରଣଜୀ ଟ୍ରଫି
ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି ଖେଳିବେ ରଣଜୀ ଟ୍ରଫି । ଆଜି ଦିଲ୍ଲୀ ଏବଂ ରେଲୱେ ମଧ୍ୟରେ ମ୍ୟାଚ ଖେଳାଯିବ । ଏଥିରେ ମୈଦାନକୁ ଓଲ୍ହାଇବେ ବିରାଟ କୋହଲି । ରଣଜୀ ଟ୍ରଫି ଖେଳିବା ପାଇଁ ବିରାଟ ଦିଲ୍ଲୀରେ ପହଞ୍ଚି ସାରିଛନ୍ତି । ମ୍ୟାଚ ଖେଳିବା ପାଇଁ ଦିଲ୍ଲୀର ଅରୁଣ ଜେଟଲୀ…
ରଙ୍ଗାରଙ୍ଗ ପରିବେଶ ଭିତରେ ୩୮ତମ ଜାତୀୟ କ୍ରୀଡ଼ା ଉଦଘାଟିତ
ବଛା ବଛା କଳାକାରଙ୍କ ଦ୍ବାରା ଶିବ ତାଣ୍ଡବର ମନ୍ତ୍ରମୁଗ୍ଧକର ପରିବେଷଣ, ଆଖି ଝଲସେଇ ଦେଲାଭଳି ଲେଜର ସୋ’, ଇନ୍ଦ୍ରଧନୁର ଭ୍ରମ ସୃଷ୍ଟି କରୁଥିବା ସତରଙ୍ଗୀ ଆଲୋକମାଳା ଏବଂ ବଡ଼ ପରଦାରେ ବିଶ୍ବର ସର୍ବୋଚ୍ଚ ଗିରିଶୃଙ୍ଗକୁ ଗର୍ବରେ ଧାରଣ କରିଥିବା ହିମାଳୟ ପର୍ବତମାଳାର ଅମୂଲ୍ୟ ଜୈବ ବିବିଧତାକୁ…
ସ୍ମୃତି ମନ୍ଧାନା ICC ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର
ଭାରତୀୟ ଷ୍ଟାର ବ୍ୟାଟର ସ୍ମୃତି ମନ୍ଧାନା ICC ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ୨୦୨୪ ପୁରସ୍କାର ଜିତିଛନ୍ତି। ମନ୍ଧାନା ଶ୍ରେଷ୍ଠ ମହିଳା ଦିନିକିଆ ୨୦୨୫ ପୁରସ୍କାର ଜିତିବା ପରେ ଖୁସି ପ୍ରକାଶ କରି କହିଛନ୍ତି, ମୁଁ ଏହି ପୁରସ୍କାର ପାଇ ICCକୁ ଧନ୍ୟବାଦ ଦେବାକୁ ଚାହୁଁଛି। ଗତ ବର୍ଷ…
ଆଜି ଖେଳାଯିବ ଭାରତ ଓ ଇଂଲଣ୍ଡ ତୃତୀୟ ଟ୍ବେଣ୍ଟି-୨୦ ମ୍ୟାଚ
ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ଶୃଙ୍ଖଳାର ତୃତୀୟ ମ୍ୟାଚ୍ ମଙ୍ଗଳବାର ରାଜକୋଟରେ ଖେଳାଯିବ। ଏହି ମ୍ୟାଚ୍ରେ ଇଂଲଣ୍ଡ ବିରୋଧରେ ଭାରତ ଲଗାତାର ପଞ୍ଚମ ଶୃଙ୍ଖଳା ବିଜୟ ହାସଲ କରିବା ଲକ୍ଷ୍ୟରେ ରହିବ। ପ୍ରଥମ ଦୁଇ ମ୍ୟାଚ୍ ଜିତି ୨-୦ରେ ଆଗୁଆ…
ଦିତ୍ୱୀୟ ଟି-ଟ୍ୱେଣ୍ଟିରେ ଇଂଲଣ୍ଡ ବିପକ୍ଷରେ ଭାରତର ରୋମାଞ୍ଚକର ବିଜୟ
ଚେନ୍ନାଇର ଏମ୍ ଚିଦାମ୍ବରମ୍ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦିତ୍ୱୀୟ ଟି-ଟ୍ୱେଣ୍ଟିରେ ଇଂଲଣ୍ଡ ବିପକ୍ଷରେ ଭାରତର ରୋମାଞ୍ଚକର ବିଜୟ ହୋଇଛି। ୧୬୫ ରନ ବିଜୟ ଲକ୍ଷ୍ୟରେ ଖେଳିଥିବା ଭାରତ ୨ ୱିକେଟରେ ଇଂଲଣ୍ଡକୁ ହରାଇଲା।
ଏହି ମ୍ୟାଚରେ ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ…
ଆଜି ଖେଳାଯିବ ଦ୍ବିତୀୟ ଟ୍ବେଣ୍ଟି – ୨୦
ଘରୋଇ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟ୍ବେଣ୍ଟି୨୦ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ ଆଜି ଚେନ୍ନଇର ଏମ.ଏ ଚିଦାମ୍ବରମ ଷ୍ଟାଡ଼ିୟମରେ ଖେଳାଯିବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବାଧିନ ଭାରତ ପ୍ରଥମ ମ୍ୟାଚରେ ଉଭୟ୍ ବ୍ୟାଟିଂ ଓ ବୋଲିଂରେ ଚମତ୍କାର ପ୍ରଦର୍ଶନ ସହ ଇଂଲଣ୍ଡକୁ ୭…
ଆଇସିସି ୨୦୨୪ ଟେଷ୍ଟ ଟିମ୍ ଅଫ ଦି ଇୟର ଘୋଷଣା , ଦଳରେ ୩ଜଣ ଭାରତୀୟଙ୍କୁ ସ୍ଥାନ ମିଳିଛି
ଆଇସିସି ୨୦୨୪ ଟେଷ୍ଟ ଟିମ୍ ଅଫ ଦି ଇୟର ଘୋଷଣା କରିଛି । ଦଳରେ ୩ଜଣ ଭାରତୀୟଙ୍କୁ ସ୍ଥାନ ମିଳିଛି , ରୋହିତ-ବିରାଟଙ୍କ ଖରାପ ପ୍ରଦର୍ଶନ ପାଇଁ ଦଳରେ ଜାଗା ମିଳିନାହିଁ । ବ୍ୟାଟର ଭାବେ ଜୟଶ୍ୱାଲ,ଅଲ-ରାଉଣ୍ଡରରୁ ରବିନ୍ଦ୍ର ଜାଡେଜା ଏବଂ ଫାଷ୍ଟ ବୋଲିଂରେ ଜସପ୍ରିତ ବୁମରାହଙ୍କୁ ସ୍ଥାନ ମିଳିଛି ।…
ବାରବାଟୀ ଦିନିକିଆ ପାଇଁ ଫେବ୍ରୁଆରୀ ୨ରୁ ଟିକେଟ ବିକ୍ରି
ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ବାରବାଟୀ ଦିନିକିଆ ପାଇଁ ପ୍ରଥମ ଟିକେଟ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ…