Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Sports
All sports related news will be uploaded
ଆଜିଠୁ ଓଡ଼ିଶାର ରଣଜୀ ଆରମ୍ଭ
ଭାରତର ସବୁଠୁ ବୃହତ୍ ତଥା ସମ୍ମାନଜନକ ଘରୋଇ କ୍ରିକେଟ୍ ପ୍ରତିଯୋଗିତା ରଣଜୀ ଟ୍ରଫି ଶୁକ୍ରବାରଠୁ ଆରମ୍ଭ ହେବାକୁ ଯାଉଛି। ଏଲିଟ୍ ଗ୍ରୁପ୍ ଏ’ରେ ସ୍ଥାନ ପାଇଥିବା ଓଡ଼ିଶା ପ୍ରଥମ ମ୍ୟାଚ୍ରେ ତ୍ରିପୁରା ବିପକ୍ଷରେ ଅଗରତାଲାରେ ଅଭିଯାନ ଆରମ୍ଭ କରିବ। ୨୦୧୯-୨୦ ଋତୁ ପରେ ପ୍ରଥମ ଥର ଏହି ଦୁଇ…
ଭାରତକୁ ବଡ଼ ଝଟକା
ଭାରତୀୟ ଦଳ ପାଇଁ ଆସିଛି ଖରାପ ଖବର। ବ୍ୟକ୍ତିଗତ କାରଣରୁ ଅଷ୍ଟ୍ରେଲିଆରେ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ୍ ରେ ଅଧିନାୟକ ରୋହିତ ଶର୍ମା ଖେଳି ନ ପାରନ୍ତି। ଭାରତୀୟ ଦଳ ଅଷ୍ଟ୍ରେଲିଆରେ ନଭେମ୍ବର ୨୨ ରୁ ପର୍ଥରେ କଠିନ ପାଞ୍ଚ ଟେଷ୍ଟ ସିରିଜ୍ ଆରମ୍ଭ ହେବ।ରୋହିତ ଆଡିଲେଡ୍ (ଡିସେମ୍ବର ୬-୧୦) ରେ…
ଅବସର ଘୋଷଣା କଲେ ଟେନିସ ତାରକା ରାଫେଲ ନାଦାଲ
ଟେନିସ ତାରକା ତଥା ୨୨ ଥର ଗ୍ରାଣ୍ଡ ସ୍ଲାମ ବିଜେତା ରାଫେଲ ନାଦାଲ ଅବସର ଘୋଷଣା କରିଛନ୍ତି। ଟେନିସ ପ୍ରଶଂସକଙ୍କୁ ଏହା ଅତ୍ୟନ୍ତ ନିରାଶ କରିଛି। ନାଦାଲଙ୍କ ଅବସର ସହିତ ଏକ ଟେନିସ ଯୁଗର ଅବସାନ ମଧ୍ୟ ଘଟିବାକୁ ଯାଉଛି। ନାଦାଲ ଏକ ଭିଡିଓ ବାର୍ତ୍ତା ଜାରି କରି ଅବସର ସମ୍ପର୍କରେ ଘୋଷଣା…
ଯୁବ ବ୍ୟାଟରଙ୍କ ଦମଦାର ବ୍ୟାଟିଂ : ବାଂଲାଦେଶ ସିରିଜ ହାରିଲା
ନୂଆଦିଲ୍ଲୀ: ଭାରତର ଦମଦାର ବିଜୟ । ବାଂଲାଦେଶ କୁ 84 ରନରେ ହରାଇଲା ଭାରତ । ଦ୍ୱିତୀୟ ଟି-20 ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟସ୍ ଜିତି ବାଂଲାଦେଶ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ତେବେ ଭାରତର ମଧ୍ୟମକ୍ରମ ବ୍ୟଟସମ୍ୟାନମାନେ ବଡ଼ ବଡ଼ ହିଟ୍ ସଟ…
ବର୍ଡର-ଗାଭାସ୍କର ଟ୍ରଫିରୁ ବାଦ୍ ପଡ଼ିଲେ ଭାରତୀୟ କ୍ରିକେଟ ତାରକା ବୋଲର ଶାମି
ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଅଡ଼ୁଆ ଥମିବାର ନାଁ ଧରୁନି। ଶାମି ଆଜିକାଲି ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନଭେମ୍ବରରୁ ଜାନୁୟାରୀ ମଧ୍ୟରେ ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯିବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଶାମି ଜଣେ ଗୁରୁତ୍ୱପୂର୍ଣ୍ଣ ବୋଲର ହେବେ,…
ଅକ୍ଟୋବର ୧୧ରୁ ରଣଜୀ ଟ୍ରଫି
ରଣଜୀ ଟ୍ରଫି ୨୦୨୪-୨୫ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗ୍ରୁପସ୍ ଘୋଷଣା କରିଛି । ମୋଟ ୩୮ଟି ଟିମକୁ ୬ଟି ଏଲିଟ୍ ଗ୍ରୁପ ଓ ୧ଟି ପ୍ଲେଟ୍ ଗ୍ରୁପରେ ବଣ୍ଟନ କରାଯାଇଛି । ୩୨ଟି ଟିମକୁ ୬ଟି ଏଲିଟ ଗ୍ରୁପରେ ବଣ୍ଟା ଯାଇଥିବା ବେଳେ ଅନ୍ୟ ୬ଟି ଟିମ୍ ଗୋଟିଏ ପ୍ଲେଟ୍ ଗ୍ରୁପ…
ଭାରତ-ବାଂଲାଦେଶ ଦ୍ବିତୀୟ ଟ୍ବେଣ୍ଟି-୨୦ରେ ସୂର୍ଯ୍ୟ ଦେଖାଇବେ କି କମାଲ !
ଏବେ ଭାରତ ପାଇଁ ଭଲ ବେଳା ଚାଲିଛି । ସୂର୍ଯ୍ୟକୁମାରଙ୍କ ଅଧିନାୟକତ୍ବରେ ଦୁଇ ନବାଗତଙ୍କ ସହ ଏକାଧିକ ଯୁବ ଖେଳାଳି ଭଲ ପ୍ରଦର୍ଶନ କରୁଛନ୍ତି । ପାକିସ୍ତାନକୁ ଟେଷ୍ଟରେ ହରାଇ ବାଂଲାଦେଶ ଆସିଥିଲା । ତେବେ ନୂଆ ଖେଳାଳିଙ୍କୁ ନେଇ ଖେଳିଥିବା ସତ୍ତ୍ବେ ଗ୍ବାଲିୟର୍ରେ ବାଂଲାଦେଶକୁ…
ଜିମ୍ନାଷ୍ଟ ଦୀପା କର୍ମାକର ସନ୍ନ୍ୟାସ ନେଲେ
ଷ୍ଟାର ଜିମ୍ନାଷ୍ଟ ଦୀପା କର୍ମାକର ସନ୍ନ୍ୟାସ ଘୋଷଣା କରିଛନ୍ତି । ବିଭିନ୍ନ ବିଶ୍ୱସ୍ତରୀୟ କ୍ରୀଡ଼ା ଇଭେଣ୍ଟରେ ଦୀପା ଭାରତ ପାଇଁ ପଦକ ଜିତିବା ସହ ସେ ୨୦୨୬ ରିଓ ଅଲିମ୍ପିକ୍ସରେ ଚତୁର୍ଥ ସ୍ଥାନରେ ରହି ଅଳ୍ପକେ ପଦରୁ ବଞ୍ଚିତ ହୋଇଥିଲେ । ୨୦୧୮ରେ ତୁର୍କୀର ମର୍ସିନରେ ଅନୁଷ୍ଠିତ ହୋଇଥିବା ଏଫଆଇଜି…
ଭାରତ-ବାଂଲାଦେଶ ଦୁଇ ଦଳକୁ ଝଟକା ଦେଲା
ଭାରତ-ବାଂଲାଦେଶ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ । ଦମଦାର ବୋଲିଂ କରି ଟିମ ଇଣ୍ଡିଆ ବାଂଲାଦେଶକୁ ଖୁବ ପଛରେ ପକାଇ ଦେଇଛି । ଭାରତୀୟ ବୋଲରଙ୍କ ସଠିକ ବୋଲିଂରେ ବାଂଲାଦେଶର ବଡ଼ ସ୍କୋର କରିବା ସ୍ୱପ୍ନ ଧୂଳିସାତ୍ ହୋଇଯାଇଛି । ତେବେ ଆଜିର ଏହି ପ୍ରଥମ ଟି-୨୦ ମ୍ୟାଚ୍ ଅନ୍ୟ ୨ଟି ଦଳ ପାଇଁ ଖୁବ…
ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍ରେ ପାକିସ୍ତାନକୁ ୬ ୱିକେଟ୍ରେ ମାତ୍ ଦେଲା ଭାରତ
ଦୁବାଇ: ଚଳିତ ଆଇସିସି ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍ରେ ନ୍ୟୁଜିଲାଣ୍ଡ୍ଠାରୁ ନିଜ ପ୍ରଥମ ମ୍ୟାଚ୍ରେ ହାରିବା ପରେ ହର୍ମନପ୍ରୀତ୍ କୌରଙ୍କ ଭାରତୀୟ ଦଳ ରବିବାର ପାକିସ୍ତାନକୁ ୬ ୱିକେଟ୍ରେ ମାତ୍ ଦେଇ ବିଜୟଧାରାକୁ ଫେରିଛି। ଅରୁନ୍ଧତି ରେଡ୍ଡୀ, ଶ୍ରେୟଙ୍କା ପାଟିଲ୍ଙ୍କ ଚମତ୍କାର ବୋଲିଂ…