Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Sports
All sports related news will be uploaded
ପାରାଅଲିମ୍ପିକ୍ସର ଭାରତକୁ ମିଳିଲା ୨ଟି ମେଡାଲ
ଭାରତକୁ ପ୍ୟାରିସ ପାରାଅଲିମ୍ପିକ୍ସରେ ୨୯ଟି ମେଡାଲ ମିଳିଛି। ପାରା ଆଥଲେଟିକ୍ସ ଓମେନ୨୦୦ ମିଟର ଟି୧୨ର ଫାଇନାଲରେ ଭାରତର ସିମରନ ଶର୍ମା ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ ମେଡାଲ ହାସଲ କରିଛନ୍ତି। ସିମରନ ୨୪.୭୫ର ପର୍ସନାଲ ବେଷ୍ଟ ସହ ରେସକୁ ସମାପ୍ତ କରିଛନ୍ତି।ମେନ୍ସ ଜାଭେଲିନ ଥ୍ରୋ ଏଫ୪୧ର…
ପାରାଲିମ୍ପିକ୍ସରେ ଇତିହାସ ରଚିବାରେ ଲାଗିଛି ଭାରତ
ପାରାଲିମ୍ପିକ୍ସ ଇତିହାସରେ କପିଲ ଜୁଡୋରେ ପଦକ ଜିତିଥିବା ପ୍ରଥମ ଭାରତୀୟ । ବର୍ତ୍ତମାନ ୫ଟି ସ୍ୱର୍ଣ୍ଣ, ୯ଟି ରୌପ୍ୟ ଏବଂ ୧୧ଟି କାଂସ୍ୟ ପଦକ ସହ ଭାରତର ୧୪ତମ ସ୍ଥାନରେ ରହିଛି ।ଗୁରୁବାର ୨୪ ବର୍ଷୀୟ କପିଲ ପରମାର ପ୍ୟାରିସ୍ ପାରାଲିମ୍ପିକ୍ସ ଜୁଡୋ(J1) ବର୍ଗରେ ଦୃଷ୍ଟିବାଧିତ ହେବା ସତ୍ତ୍ୱେ…
ଇତିହାସ ରଚିଲେ ହରିବନ୍ଦର ସିଂ
ପ୍ୟାରିସ ପାରା ଅଲିମ୍ପିକ୍ସରେ ତୀରନ୍ଦାଜରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ । ଦେଶ ପାଇଁ ଗୌରବ ସହ ଇତିହାସ ରଚିଲେ ହରିବନ୍ଦର ସିଂ ।ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିବାରେ ପ୍ରଥମ ଭାରତାୟ ଭାବେ ନିଜ ନାଁରେ ରେକର୍ଡ କରିଛନ୍ତି ହରବିନ୍ଦର ପୁରୁଷ ବିଭାଗ ବ୍ୟକ୍ତିଗତ ରିକର୍ଭ ଓପନ ଫାଇନାଲ…
ପାରାଲିମ୍ପିକ୍ସରେ ରେକର୍ଡ କଲା ଭାରତ
ଚଳିତ ପାରାଲିମ୍ପିକ୍ସରେ ଭାରତୀୟ ଖେଳାଳିଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରହିଛି । ପାରାଲିମ୍ପିକ୍ସର ଷଷ୍ଠ ଦିନରେ ଭାରତକୁ ମିଳିଛି ୫ଟି ପଦକ । ଏହି ପାଞ୍ଚଟି ପଦକ ମଧ୍ୟରେ ୨ଟି ରୌପ୍ୟ ଓ ୩ଟି କାଂସ୍ୟ ପଦକ ସାମିଲ ରହିଛି । ଏହା ସହ ଭାରତର ମୋଟ୍ ପଦକ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି ।ପଦକ…
ପାରାଲିମ୍ପିକ୍ସରେ ଭାରତ ୯ଟି ପଦକ ବଢ଼ିଲା
ପାରାଲିମ୍ପିକ୍ସ ୨୦୨୪ରେ ନୀତେଶ କୁମାର ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ସିଙ୍ଗଲ୍ସ ଏସ୍ଏଲ୍୩ ବର୍ଗରେ ବ୍ୟାଡମିଣ୍ଟନରେ ଗ୍ରେଟ୍ ବିଟ୍ରେନର ଡାନିୟଲ ବେଥେଲଙ୍କୁ ୨୧-୧୪, ୧୮-୨୧, ୨୩-୨୧ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ…
ଅଲିମ୍ପିକ୍ସରେ ମୁଷ୍ଟିଯୁଦ୍ଧର ଭବିଷ୍ୟତ ନେଇ ଘୋର ଅନିଶ୍ଚିତତା ସୃଷ୍ଟି
ଅଲିମ୍ପିକ୍ସରେ ମୁଷ୍ଟିଯୁଦ୍ଧର ଭବିଷ୍ୟତ ନେଇ ଘୋର ଅନିଶ୍ଚିତତା ସୃଷ୍ଟି ହୋଇଛି। ବିଶ୍ବ ବକ୍ସିଂ (ଡବ୍ଲ୍ୟୁବି) ନାମରେ ଗଠିତ ବିଦ୍ରୋହୀ ସଂଘକୁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ ପରିଷଦ (ଆଇଓସି) ଦୃଢ଼ ସମର୍ଥନ ଦେଉଥିଲା ବେଳେ ସଦସ୍ୟରାଷ୍ଟ୍ର ପୁରୁଣା ମହାସଂଘ ଅନ୍ତର୍ଜାତୀୟ ମୁଷ୍ଟିଯୁଦ୍ଧ ସଂଘ…
ଭାରତକୁ ପାରା ଅଲିମ୍ପିକ୍ସରେ ଆଉ ୨ ପଦକ
ପ୍ୟାରିସ ପାରାଲିମ୍ପିକ୍ସରେ ରବିବାର ଭାରତ ପାଇଁ ୬ଷ୍ଠ ପଦକ ଜିତିଛନ୍ତି ସ୍ପ୍ରିଣ୍ଟର ପ୍ରୀତି ପାଲ୍। ସେ ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ୩୦.୦୧ ସେକେଣ୍ଡ ସହ ପ୍ୟାରିସ ପାରାଲିମ୍ପିକ୍ସ ୨୦୦ମିଟର ଟି-୩୫ କାଟେଗୋରୀରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେ ପ୍ରଥମ ଭାରତୀୟ ମହିଳା ଟ୍ରାକ୍…
ପାରାଲିମ୍ପିକ୍ସରେ ଭାରତକୁ ପଞ୍ଚମ ପଦକ
ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତକୁ ପଞ୍ଚମ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ (ଏସ୍ଏଚ୍୧)ରେ ରୁବିନା ଫ୍ରାନ୍ସିସ୍ କାଂସ୍ୟ ପଦକ ଜିତିଛନ୍ତି। ଫଳରେ ବନ୍ଧୁକ ଚାଳନାରୁ ଭାରତକୁ ଚତୁର୍ଥ ପଦକ ମିଳିଛି। ଏହି ଇଭେଣ୍ଟରେ ରୁବିନା ୨୧୧.୧ ପଏଣ୍ଟ ସ୍କୋର କରିଥିଲେ। ଇରାନ୍ର ସାରେ…
ପ୍ୟାରିସ ପାରାଅଲିମ୍ପିକ୍ସରେ ଭାରତ ଜିତିଛି ଚତୁର୍ଥ ପଦକ
ଫ୍ରାନ୍ସ ରାଜଧାନୀ ପ୍ୟାରିସରେ ପ୍ୟାରାଅଲିମ୍ପିକ୍ସର ୧୭ତମ ସଂସ୍କରଣ ଅଗଷ୍ଟ ୨୮ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୮ରେ ସମାପ୍ତ ହେବ । ମୋଟ ୧୬୯ଟି ରାଷ୍ଟ୍ରର ୪,୪୦୦ ଜଣ କ୍ରୀଡ଼ାବିତ୍ ଏହି ଇଭେଣ୍ଟରେ ଅଂଶଗ୍ରହଣ କରୁଛନ୍ତି । ଚଳିତ ଥର ୮୪ ଜଣ ଭାରତୀୟ ପ୍ରତିଯୋଗୀ ୧୨ଟି କ୍ରୀଡ଼ା ବିଭାଗରେ ନିଜର ଦକ୍ଷତା…
ପ୍ୟାରିସ୍ ପାରାଲିମ୍ପିକ୍ସରେ ଚମକିଲା ଭାରତ
ପ୍ୟାରିସ୍ ପାରାଲିମ୍ପିକ୍ସରେ ଚମକିଲା ଭାରତ। ଦ୍ଵିତୀୟ ଦିନରେ ଦୁଇ ଦୁଇଟି ପଦକ ନିଜ ନାଁରେ କରିଛି ଭାରତ। ଟୋକିଓ ପାରାଲିମ୍ପିକ୍ସରେ ଭାରତକୁ ଗୋଟିଏ ସ୍ଵର୍ଣ୍ଣ ପଦକ ସହ ଦୁଇଟି ପଦକ ଦେଇଥିବା ପାରା ଶୁଟର ଅବନୀ ଲେଖରା ପ୍ୟାରିସ୍ ପାରାଲିମ୍ପିକ୍ସରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ମହିଳା ୧୦…