Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Sports
All sports related news will be uploaded
ବୁମରା ଟେଷ୍ଟରେ ଏକନମ୍ବର
ଭାରତୀୟ ପ୍ରତିଷ୍ଠିତ ପେସ୍ ବୋଲର ଯଶ୍ପ୍ରୀତ୍ ବୁମ୍ରା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍ରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। କାନପୁରରେ ବାଂଲାଦେଶ ବିପକ୍ଷରେ ୬ ଉଇକେଟ ନେଇଥିବା ବୁମ୍ରା ଅନ୍ୟତମ ଭାରତୀୟ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ହଟାଇ ପ୍ରଥମ ସ୍ଥାନକୁ ଫେରିଛନ୍ତି। ବୋଲରଙ୍କ ମଧ୍ୟରେ…
ଏଥର କିଏ ଜିତିବ ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍
ଆଜିଠୁ ଆରମ୍ଭ ହେବାକୁ ଯାଉଛି ମହିଳା ବିଶ୍ବକପ୍ । ବାଂଲାଦେଶରୁ ସ୍ଥାନାନ୍ତରିତ ହୋଇ ୟୁଏଇରେ ଖେଳାଯାଉଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍ର ନବମ ସଂସ୍କରଣ ପାଇଁ ଖେଳାଳି, ପଡ଼ିଆ ପ୍ରସ୍ତୁତ । ଏଥର ଅଷ୍ଟ୍ରେଲିଆ ଜିତିବ କି ଭାରତ ଜିତିବ ତାହା କହିବା କଷ୍ଟ । ଗ୍ରୁପ୍ ଓ ନକ୍ଆଉଟ୍…
ଇସ୍ତଫା ଦେଲେ ଟିମ୍ ସାଉଦୀ
ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରେ ୨-୦ରେ ପରାସ୍ତ ହେବା ପରେ ନ୍ୟୁଜିଲାଣ୍ଡ ଅଧିନାୟକ ପଦ ଛାଡ଼ିଛନ୍ତି ଟିମ୍ ସାଉଦୀ । ଏହାଫଳରେ ଭାରତ ଗସ୍ତ ପୂର୍ବରୁ ନ୍ୟୁଜିଲାଣ୍ଡର ଅଧିନାୟକ ବଦଳିଛନ୍ତି । ଟମ ଲାଥମ ଏବେ ନ୍ୟୁଜିଲାଣ୍ଡ ଟିମର ନୂଆ ଅଧିନାୟକ ଭାବେ ନିଯୁକ୍ତି ପାଇଛନ୍ତି । ଲାଥମ ୧୪ଟି…
ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ
କାନପୁର: ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ । କାନପୁର ମ୍ୟାଚ୍ ଜିତି ଦୁଇ ଟିକିଆ ସିରିଜକୁ ଭାରତ ୨-୦ରେ କ୍ଲିନ୍ ସୁଇପ୍ କରି ନେଇଛି । କାନପୁର ଟେଷ୍ଟରେ ବାଂଲାଦେଶକୁ ୭ ଓ୍ବିକେଟରେ ହରାଇଛି ଭାରତ । ୧୭.୨ ବଲରେ ଭାରତ ୯୫ ରନର ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା ।…
ଟି୨୦ର ଜଲୱା ଦେଖାଇଲେ ରୋହିତ
ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ କାନପୁରର ଗ୍ରୀନ୍ ପାର୍କରେ ଖେଳାଯାଉଛି। ଏହି ମ୍ୟାଚର ଚତୁର୍ଥ ଦିନରେ ଟିମ୍ ଇଣ୍ଡିଆର ଓପନର୍ ରୋହିତ ଶର୍ମା ଏବଂ ଯଶସ୍ୱୀ ଜୈସୱାଲ ଟେଷ୍ଟ କ୍ରିକେଟରେ ୫୦ ରନ୍ ସ୍କୋର କରି ଭାରତ ପାଇଁ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଏହାପୂର୍ବରୁ ଏହି…
ଆଇପିଏଲର କଠୋର ନିଷ୍ପତ୍ତି
ଆଗାମୀ ସିଜନ ପାଇଁ ପ୍ରତ୍ୟେକ ଫ୍ରାଞ୍ଚାଇଜିକୁ ୬ ଖେଳାଳିଙ୍କୁ ରିଟେନ୍ ପାଇଁ ଅନୁମତି ଦେଇଛି ବିସିସିଆଇ । ଚେନ୍ନାଇ ସୁପର କିଙ୍ଗସ ସମେତ ଅନେକ ଦଳ ପାଇଁ ବଡ଼ ଖୁସି ଖବର ଦେଇଛି ବୋର୍ଡର ଏହି ଘୋଷଣା । କିନ୍ତୁ ଆଇପିଏଲ-୨୦୨୫ରେ ଏକ କଠୋର ନିଷ୍ପତ୍ତି ନିଆଯାଇଛି । ଏହାକୁ ନେଇ ବର୍ତ୍ତମାନ ଖୁବ…
ଓଡିଶା ଏଫସିର ପ୍ରଥମ ବିଜୟ
ଚଳିତ ଆଇଏସ୍ଏଲ୍ ଓଡ଼ିଶା ଏଫ୍ସି ଶନିବାର ପରାଜୟ ଧାରା ଭାଙ୍ଗି ଟ୍ରାକ୍କୁ ଫେରିଛି। ପ୍ରଥମ ଦୁଇ ମ୍ୟାଚ୍ରେ ପରାଜୟ ବରଣ କରିବା ପରେ ଚାପରେ ଥିବା ଏହି ଓଡିଶା ଏଫସି ଶନିବାର କଳିଙ୍ଗ ଷ୍ଟାଡିୟମ୍ରେ ଅନ୍ୟତମ ଶକ୍ତିଶାଳୀ ଜାମ୍ସେଦ୍ପୁର ଏଫ୍ସିକୁ ୨-୧ ଗୋଲ୍ରେ ପରାସ୍ତ କରି ପଏଣ୍ଟ୍…
ଷ୍ଟାର କ୍ରିକେଟର ସରଫରାଜ ଖାନଙ୍କ ଭାଇ ମୁଶୀର ଖାନ ଆହତ
ଏକ ସଡକ ଦୁର୍ଘଟଣାରେ ଟିମ୍ ଇଣ୍ଡିଆର ଷ୍ଟାର କ୍ରିକେଟର ସରଫରାଜ ଖାନଙ୍କ ଭାଇ ମୁଶୀର ଖାନ ଆହତ ହୋଇଛନ୍ତି। ଦୁର୍ଘଟଣାରେ ମୁଶୀର ଖାନଙ୍କ ବେକରେ ଗଭୀର ଆଘାତ ଲାଗିଛି। ଏହି ଦୁର୍ଘଟଣା ଘଟିବା ସମୟରେ ମୁଶୀର ତାଙ୍କ ପିତା ନୌଶାଦ ଖାନଙ୍କ ସହ ଆଜମଗଡରୁ ଲକ୍ଷ୍ନୌକୁ ଯାଉଥିଲେ। ଦୁର୍ଘଟଣାର କାରଣ…
ଅଧାରେ ଅଟକିଲା ଖେଳ
କାନପୁରରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍ରେ ବର୍ଷା ଭିଲିଆନ୍ ସାଜିଛି। ଭାରତ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆରମ୍ଭରୁ ବାଂଲାଦେଶୀ ବ୍ୟାଟ୍ସମ୍ୟାନମାନେ ଭାରତୀୟ ବୋଲରଙ୍କ ଉପରେ ପ୍ରାଧାନ୍ୟ ବିସ୍ତାର କରିଥିଲେ। ତେବେ…
କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ: ବର୍ଷାରେ ଭିଜିଲା କାନପୁର ଟେଷ୍ଟ
ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ଆରମ୍ଭ ହୋଇଛି । ପ୍ରଥମ ଦିନ ବର୍ଷା ଧୋଇଦେଇଛି । ଅଧାରେ ଖେଳ ରହିଛି । ୨ୟ ଟେଷ୍ଟର ପ୍ରଥମ ଦିନର ଖେଳ ଶେଷ ହୋଇଛି । ବର୍ଷା ଯୋଗୁଁ ପ୍ରଥମ ଦିନରେ ମାତ୍ର ୩୫ ଓଭର ଖେଳ ହୋଇଥିଲା । ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ବାଂଲାଦେଶ ୩…