Trending
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
Browsing Category
Sports
All sports related news will be uploaded
କାଂସ୍ୟ ପଦକ ବିଜେତା ହକି ଟିମଙ୍କୁ ଭବ୍ୟ ସ୍ବାଗତ, କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଲେ ଖେଳାଳି
ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ହକି ଟିମକୁ ଭବ୍ୟ ସ୍ୱାଗତ। ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତାଙ୍କୁ ଓଡ଼ିଶା ମାଟିରେ ଜୋରଦାର ସ୍ୱାଗତ କରାଯାଇଛି। ରୋଡ଼ ସୋ’ କରି ବିମାନ ବନ୍ଦର ଠାରୁ କଳିଙ୍ଗ ଷ୍ଟାଡିୟମକୁ ଯାଇଛନ୍ତି ଖେଳାଳି। ରୋଡ଼ ସୋ’ରେ ଶହ ଶହ ଲୋକ…
ବାଂଲାଦେଶ କ୍ରିକେଟ ବୋର୍ଡକୁ ବଡ଼ ଝଟକା
ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ମହିଳା ଟି-୨୦ ବିଶ୍ୱକପ ପାଇଁ ଏବେ ଆଉ ଏକ ନୂଆ ଭେନ୍ୟୁ ସ୍ଥିର କରାଯାଇଛି । ବାଂଲାଦେଶର ସ୍ଥିତିକୁ ଦଷ୍ଟିରେ ରଖି ଆଇସିସି ଏଭଳି ଏକ ନିଷ୍ପତ୍ତି ନେଇଛି । ତେବେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ପାଇଁ ଏବେ ୟୁଏଇକୁ ଚୟନ କରାଯାଇଛି । ଅର୍ଥାତ୍ ଚଳିତବର୍ଷ ମହିଳା…
ଓଡ଼ିଶା ଆସିବେ ଭାରତୀୟ ହକି ଟିମ୍
ଆସନ୍ତା କାଲି ଓଡ଼ିଶା ଆସିବେ ଭାରତୀୟ ହକି ଟିମ୍ । ନିକଟରେ ପ୍ୟାରିସ୍ ଅଲିମ୍ପିକ୍-2024ରେ ଜିତି ଥିଲେ ବ୍ରୋଞ୍ଜ ପଦକ । ବ୍ରୋଞ୍ଜ ପଦକ ଜିତି ସାରା ବିଶ୍ୱରେ ଦେଶର ମାନ ବଢ଼ାଇଛନ୍ତି । ଏହା ସହିତ ଆମ ରାଜ୍ୟ ଓଡ଼ିଶା ଏହାର ସ୍ପନସର୍ ସିପ୍ ନେଇଥିବାରୁ ଆମ ରାଜ୍ୟର ମଧ୍ୟ ନାଁ ଗର୍ବିତ । ସେପଟେ…
ଟି-୨୦ରେ ବିଶ୍ୱରେକର୍ଡ
ବର୍ତ୍ତମାନ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ଓଭରରେ ମାତ୍ର ୩୬ ରନ ସ୍କୋର କରାଯାଇଥିଲା। ବର୍ତ୍ତମାନ ଏହି ସଂଖ୍ୟା ୩୯ ରନ୍ରେ ପହଞ୍ଚିଛି। ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ଓଭରରେ ୩୯ ରନ… ଏହା ‘ଅସମ୍ଭବ’ ଲାଗୁଛି, କିନ୍ତୁ ଏହା ‘ସମ୍ଭବ’ ହୋଇଗଲା। ଗୋଟିଏ ଓଭରରେ ୩୯ ରନ ସ୍କୋର କରି…
ଭାରତରେ ରହିବେନି କୋହଲି
ଆଜି ପୁଣି ବିରାଟ କୋହଲି ଲଣ୍ଡନର ରାଜରାସ୍ତାରେ ନଜର ଆସିଛନ୍ତି। ନିକଟରେ ସେ ଶ୍ରୀଲଙ୍କା ଗସ୍ତରେ ଭାରତ ପାଇଁ ଖେଳୁଥିବା ଦେଖିବାକୁ ମିଳିଥିଲା, ଯାହା ପରେ ସେ ଲଣ୍ଡନ ଯାଇଛନ୍ତି। ବିରାଟ ଲଣ୍ଡନର ରାଜରାସ୍ତାରେ ଥିବା ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ କିଙ୍ଗ…
ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ
ଆଗକୁ ୟୁଥ୍ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବା ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ୍(ଆଇସିସି) ଯୋଜନା କରୁଥିବା ଜଣାପଡିଛି। ଆମେରିକାର ଲସ ଏଞ୍ଜେଲ୍ସରେ ହେବାକୁ ଥିବା ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହେଉଛି। ପ୍ରଥମ ଥର ପାଇଁ କ୍ରିକେଟ ଅଲିମ୍ପିକ୍ସର ଅଂଶ ହେବାକୁ ଯାଉଛି। ଅନ୍ୟ…
ଧୋନୀ ହେବେ ଅନକ୍ୟାପଡ୍ ପ୍ଲେୟାର
୨୦୨୫ ଆଇପିଏଲ୍ ସିଜିନ ପୂର୍ବରୁ ମହେନ୍ଦ୍ର ସିଂହ ଧୋନିଙ୍କୁ ନେଇ ସାମ୍ନାକୁ ଆସିଛି ବଡ଼ ଅପଡେଟ୍ । ଆଗାମୀ ଆଇପିଏଲରେ ମଧ୍ୟ ଦେଖିବାକୁ ମିଳିପାରେ ଧୋନିଙ୍କ ହେଲିକପ୍ଟର ସଟ୍ । ୨୦୨୫ ଆଇପିଏଲରେ ଧୋନିଙ୍କୁ ଅନକ୍ୟାପଡ୍ ପ୍ଲେୟାର ଭାବେ ଖେଳାଇପାରେ ଚେନ୍ନାଇ ସୁପର କିଙ୍ଗ୍ସ । ତେବେ ଆଗାମୀ…
ଓଡିଶା ଫେରୁଛନ୍ତି ବ୍ରୋଞ୍ଜ ପଦକ ବିଜେତା ଓଡ଼ିଆ ପୁଅ ଅମିତ ରୋହିଦାସ
ଆଉ କିଛି ସମୟ ପରେ ଭୁବନେଶ୍ୱରରେ ପହଞ୍ଚିବେ ଓଡ଼ିଆ ପୁଅ ଅମିତ ରୋହିଦାସ। ଅମିତ ରୋହିଦାସଙ୍କୁ ସ୍ୱାଗତ ପାଇଁ ବିମାନ ବନ୍ଦରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।ଅମିତ ରୋହିଦାସ ଏକମାତ୍ର ଓଡ଼ିଆ, ଅଲିମ୍ପିକ୍ସରେ କ୍ରମାଗତ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୂର୍ବରୁ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ…
ଭିନେଶଙ୍କ ପଦକ ଆବେଦନ ଖାରଜ
ନିରାଶ ହେଲେ ଭାରତୀୟ ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗାଟ । ଭିନେଶଙ୍କ ପ୍ୟାରିସ୍ ଅଲିମ୍ପିକ୍ସ ପଦକ ଆବେଦନ ଖାରଜ କଲେ ସିଏଏସ୍ । ଚଳିତ ପ୍ୟାରିସ୍ ଅଲିମ୍ପିକ୍ସରେ ମହିଳା କୁସ୍ତିଯୋଦ୍ଧା ଫାଇନାଲ ମ୍ୟାଚ ପୂର୍ବରୁ ଅଯୋଗ୍ୟ ଘୋଷଣା ହୋଇଥିଲେ, ଏହାପରେ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ ଭିନେଶ…
ଭିନେଶଙ୍କୁ ପଦକ ମିଳିବ କି ନାହିଁ ସନ୍ଦେହ !
କୋଟି କୋଟି ଦେଶବାସୀଙ୍କ ମନରେ ପ୍ରଶ୍ନ ହେଉଛି ଭାରତୀୟ ରେସଲରଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ? ଏହି ପ୍ରସଙ୍ଗରେ ଭିନେଶଙ୍କ ୪ ଓକିଲଙ୍କ ମଧ୍ୟରୁ ଜଣେ ଓକିଲ ନିଜର ମତ ରଖିଛନ୍ତି।ଏକ ସାକ୍ଷାତକାରରେ ଓକିଲ ବିଦୁଷ୍ପତ ସିଂଘାନିଆ କହିଛନ୍ତି , ତାଙ୍କ ତରଫରୁ ବହୁତ ପରିଶ୍ରମ କରାଯାଇଛି ଏବଂ ସେ…