Browsing Category

Sports

All sports related news will be uploaded

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ ସଂଘର୍ଷ କରୁଥିବା ବେଳେ ଅଶ୍ୱିନ ନିଜ ଟେଷ୍ଟ କ୍ୟାରିୟରର ପଞ୍ଚମ ଶତକ ହାସଲ କରିଥିଲେ। ଏହା ସହିତ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ…

ଆଜିଠୁ ଭାରତ ଓ ବାଂଲାଦେଶ ପ୍ରଥମ ଟେଷ୍ଟ

ଆଜିଠୁ ଭାରତ-ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳା ଆରମ୍ଭ ହୋଇଛି। ଚେନ୍ନାଇର ଚେପକ ଷ୍ଟାଡିୟମରେ ଟସ୍‌‌ ଜିତି ବାଂଲାଦେଶ ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଛି। ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉପରେ ଚାପ ପକାଇବାକୁ ଚେଷ୍ଟା କରିଛନ୍ତି ବାଂଲାଦେଶର ସ୍ପିନର। ନିକଟ…

ଆସିଲା ଆଇପିଏଲ ମେଗା ନିଲାମୀ

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ ହେବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡିଛି। ଏଥିପାଇଁ ନୀତି, ନିୟମ ଦୁଇ ଦିନ ମଧ୍ୟରେ ବିସିସିଆଇ ଦ୍ୱାରା ପ୍ରକାଶ ପାଇବ। ଇଣ୍ଡିଆନ୍…

ଭାରତ ଏସିଆ ଚାମ୍ପିୟନ ବିଜୟ

ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର ସୁଦ୍ଧା ଉଭୟ ପକ୍ଷ କୌଣସି ଗୋଲ୍ କରିପାରି ନଥିଲେ। ତେବେ ଚତୁର୍ଥ କ୍ୱାର୍ଟରର ୧୦ ମିନିଟରେ ଭାରତ…

ଫାଇନାଲ୍‌ରେ ଭାରତ

ଭାରତୀୟ ହକି ଦଳ ଚଳିତ ଏସୀୟ ଚାମ୍ପିଅନ୍ସ ଟ୍ରଫି ବିଜୟ ଦିଗରେ ଆଗକୁ ବଢ଼ିଛି। ସୋମବାର ସେମିଫାଇନାଲ୍‌ରେ ହର୍ମନପ୍ରୀତ ସଂହଙ୍କ ଏହି ଦଳ ୪-୧ ଗୋଲ୍‌ରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଅଲିମ୍ପିକ୍ସ କାଂସ୍ୟ ବିଜେତା ଭାରତ ମଙ୍ଗଳବାର ଟ୍ରଫି ଲଢ଼େଇରେ ଆୟୋଜକ ଚୀନ୍‌କୁ ଭେଟିବ। ଚୀନ୍‌…

ଧମାଲ କରିବେ ଟିମ୍ ଇଣ୍ଡିଆର

ଭାରତ U19 ଏବଂ ଅଷ୍ଟ୍ରେଲିଆ U19 ମଧ୍ୟରେ ହେବାକୁ ଥିବା ୪ ଦିବସୀୟ ମ୍ୟାଚ୍ ପାଇଁ ବିହାରର ବୈଭବ ସୂର୍ଯ୍ୟବଂଶୀଙ୍କୁ ଇଣ୍ଡିଆ ଟିମରେ ସ୍ଥାନ ମିଳିଛି । ଗୋଟିଏ ବର୍ଷରେ ହୋଇଥିବା ବିଭିନ୍ନ ଟୁର୍ଣ୍ଣାମେଣ୍ଟରେ ବୈଭବ ମୋଟ୍ ୪୯ ଶତକ ହାସଲ କରିଛନ୍ତି । ୨୦୧୧ ମାର୍ଚ୍ଚ ୨୭ରେ ବିହାର ସମସ୍ତିପୁର…

ରାହୁଲ କୁଆଡ଼େ ଯିବେ ?

ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌  ଅଧିନାୟକ କେଏଲ୍ ରାହୁଲ କୁଆଡ଼େ ଯିବେ । କୁହାଯାଉଛି ସେ ଅନ୍ୟଟିମକୁ ଯିବେ ।  ତାଙ୍କୁ ଅପମାନିତ କରୁଥିବାର ଭିଡିଓ ପଦାକୁ ଆସିବା ପରେ ବଡ଼ ବିବାଦ ସୃଷ୍ଟି ହୋଇଥିଲା। ରାହୁଲଙ୍କ ପ୍ରଶଂସକ ଏଥିଲାଗି  ଦଳ ମାଲିକ ଗୋଏଙ୍କାଙ୍କୁ ତୀବ୍ର ସମାଲୋଚନା କରିଥିଲେ। ଏପରିକି…

ଭାରତ ଠାରୁ ହାରିଲା ପାକିସ୍ତାନ

ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ ଅହମ୍ମଦ ନାଦିମ ସ୍କୋର କରିଥିଲେ। ଏହି ବିଜୟ ସହିତ…

ଭାରତ-ପାକିସ୍ତାନ ହାଇ ଭୋଲଟେଜ ମ୍ୟାଚ

ଭାରତ ଏବଂ ପାକିସ୍ତାନ କ୍ରୀଡ଼ା କ୍ଷେତ୍ରରେ ମୁହାଁମୁହିଁ ହୁଅନ୍ତି, ଏହି ମ୍ୟାଚ ଉପରେ ସମଗ୍ର ବିଶ୍ୱର ଆଖି ଥାଏ। ଭାରତ-ପାକିସ୍ତାନ ମ୍ୟାଚ ଦୁନିଆର ସବୁଠୁ ଅଧିକ ଦେଖାଯାଉଥିବା ମ୍ୟାଚ ମଧ୍ୟରୁ ଅନ୍ୟତମ। କାରଣ ଏସବୁ ମ୍ୟାଚରେ ଉତ୍ତେଜନା ଶିଖରରେ ରହିଥାଏ। ଏହି କାରଣରୁ ଉଭୟ ଦେଶର ପ୍ରଶଂସକମାନେ…

ଇତିହାସ ରଚିଲେ କ୍ରିଷ୍ଟିଆନୋ

ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲରମାନଙ୍କ ମଧ୍ୟରେ କ୍ରିଷ୍ଟିଆନୋ ରୋନାଲଡୋଙ୍କ ନାମ ସାମିଲ ଅଛି। ପର୍ତ୍ତୁଗାଲ ପାଇଁ ଖେଳିଥିବା ଏହି କିମ୍ବଦନ୍ତୀ ଫୁଟବଲର୍‌ ସୋସିଆଲ ମିଡିଆରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ସୋସିଆଲ ମିଡିଆରେ ଏକ ବିଲିୟନ ଅର୍ଥାତ୍‌ ୧୦୦ କୋଟି ଫଲୋଅର୍ସଙ୍କ ସଂଖ୍ୟା…