Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Sports
All sports related news will be uploaded
ଅଲିମ୍ପିକ୍ସରେ ମୁଷ୍ଟିଯୁଦ୍ଧର ଭବିଷ୍ୟତ ନେଇ ଘୋର ଅନିଶ୍ଚିତତା ସୃଷ୍ଟି
ଅଲିମ୍ପିକ୍ସରେ ମୁଷ୍ଟିଯୁଦ୍ଧର ଭବିଷ୍ୟତ ନେଇ ଘୋର ଅନିଶ୍ଚିତତା ସୃଷ୍ଟି ହୋଇଛି। ବିଶ୍ବ ବକ୍ସିଂ (ଡବ୍ଲ୍ୟୁବି) ନାମରେ ଗଠିତ ବିଦ୍ରୋହୀ ସଂଘକୁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ ପରିଷଦ (ଆଇଓସି) ଦୃଢ଼ ସମର୍ଥନ ଦେଉଥିଲା ବେଳେ ସଦସ୍ୟରାଷ୍ଟ୍ର ପୁରୁଣା ମହାସଂଘ ଅନ୍ତର୍ଜାତୀୟ ମୁଷ୍ଟିଯୁଦ୍ଧ ସଂଘ…
ଭାରତକୁ ପାରା ଅଲିମ୍ପିକ୍ସରେ ଆଉ ୨ ପଦକ
ପ୍ୟାରିସ ପାରାଲିମ୍ପିକ୍ସରେ ରବିବାର ଭାରତ ପାଇଁ ୬ଷ୍ଠ ପଦକ ଜିତିଛନ୍ତି ସ୍ପ୍ରିଣ୍ଟର ପ୍ରୀତି ପାଲ୍। ସେ ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ୩୦.୦୧ ସେକେଣ୍ଡ ସହ ପ୍ୟାରିସ ପାରାଲିମ୍ପିକ୍ସ ୨୦୦ମିଟର ଟି-୩୫ କାଟେଗୋରୀରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେ ପ୍ରଥମ ଭାରତୀୟ ମହିଳା ଟ୍ରାକ୍…
ପାରାଲିମ୍ପିକ୍ସରେ ଭାରତକୁ ପଞ୍ଚମ ପଦକ
ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତକୁ ପଞ୍ଚମ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ (ଏସ୍ଏଚ୍୧)ରେ ରୁବିନା ଫ୍ରାନ୍ସିସ୍ କାଂସ୍ୟ ପଦକ ଜିତିଛନ୍ତି। ଫଳରେ ବନ୍ଧୁକ ଚାଳନାରୁ ଭାରତକୁ ଚତୁର୍ଥ ପଦକ ମିଳିଛି। ଏହି ଇଭେଣ୍ଟରେ ରୁବିନା ୨୧୧.୧ ପଏଣ୍ଟ ସ୍କୋର କରିଥିଲେ। ଇରାନ୍ର ସାରେ…
ପ୍ୟାରିସ ପାରାଅଲିମ୍ପିକ୍ସରେ ଭାରତ ଜିତିଛି ଚତୁର୍ଥ ପଦକ
ଫ୍ରାନ୍ସ ରାଜଧାନୀ ପ୍ୟାରିସରେ ପ୍ୟାରାଅଲିମ୍ପିକ୍ସର ୧୭ତମ ସଂସ୍କରଣ ଅଗଷ୍ଟ ୨୮ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୮ରେ ସମାପ୍ତ ହେବ । ମୋଟ ୧୬୯ଟି ରାଷ୍ଟ୍ରର ୪,୪୦୦ ଜଣ କ୍ରୀଡ଼ାବିତ୍ ଏହି ଇଭେଣ୍ଟରେ ଅଂଶଗ୍ରହଣ କରୁଛନ୍ତି । ଚଳିତ ଥର ୮୪ ଜଣ ଭାରତୀୟ ପ୍ରତିଯୋଗୀ ୧୨ଟି କ୍ରୀଡ଼ା ବିଭାଗରେ ନିଜର ଦକ୍ଷତା…
ପ୍ୟାରିସ୍ ପାରାଲିମ୍ପିକ୍ସରେ ଚମକିଲା ଭାରତ
ପ୍ୟାରିସ୍ ପାରାଲିମ୍ପିକ୍ସରେ ଚମକିଲା ଭାରତ। ଦ୍ଵିତୀୟ ଦିନରେ ଦୁଇ ଦୁଇଟି ପଦକ ନିଜ ନାଁରେ କରିଛି ଭାରତ। ଟୋକିଓ ପାରାଲିମ୍ପିକ୍ସରେ ଭାରତକୁ ଗୋଟିଏ ସ୍ଵର୍ଣ୍ଣ ପଦକ ସହ ଦୁଇଟି ପଦକ ଦେଇଥିବା ପାରା ଶୁଟର ଅବନୀ ଲେଖରା ପ୍ୟାରିସ୍ ପାରାଲିମ୍ପିକ୍ସରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ମହିଳା ୧୦…
ପ୍ୟାରିସ ପାରାଲିମ୍ପିକ୍ସରେ ଭାରତର ଶୀତଲ ରଚିଲେ ଇତିହାସ
ପ୍ୟାରିସ ପାରାଲିମ୍ପିକ୍ସରେ ଭାରତର ଶୀତଲ ଦେବୀ ଇତିହାସ ସୃଷ୍ଟି କରିଛନ୍ତି। ଆର୍ଚେରୀର ଯୋଗ୍ୟତା ରାଉଣ୍ଡରେ ୭୦୩ ପଏଣ୍ଟ ସ୍କୋର କରି ଶୀତଲ କେବଳ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇନାହାଁନ୍ତି, ବରଂ ବିଶ୍ୱ ରେକର୍ଡ ମଧ୍ୟ ସୃଷ୍ଟି କରିଛନ୍ତି। ପ୍ରଥମ ରାଉଣ୍ଡରେ ଶୀତଲ ଦେବୀ ୫୯, ୫୯, ୫୮, ୫୬, ୫୯,…
ଆଜି ଜାତୀୟ କ୍ରୀଡା ଦିବସ
ଆଜି ଜାତୀୟ କ୍ରୀଡା ଦିବସ। ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କର ଜନ୍ମଦିନ। ଅଗଷ୍ଟ ୨୯ ତାରିଖକୁ ଜାତୀୟ କ୍ରୀଡା ଦିବସ ଭାବରେ ପାଳନ କରାଯାଉଛି। ଭାରତୀୟ ଖେଳକୁ କିମ୍ବଦନ୍ତୀ ହକି ଖେଳାଳୀ ଧ୍ୟାନଚାନ୍ଦଙ୍କ ଅବଦାନକୁ ସମ୍ମାନ ଜଣାଇବା ଉର୍ଦେଶ୍ୟରେ ଏହି ଦିବସ ପାଳିତ ହେଉଛି।…
ଆଜି ଠାରୁ ପ୍ୟାରିସରେ ଆରମ୍ଭ ହେବ ପାରାଲିମ୍ପିକ୍ସ କ୍ରୀଡ଼ାର ୧୭ତମ ସଂସ୍କରଣ
କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ସଫଳ ଆୟୋଜନ ପରେ ଆଜି (ବୁଧବାର)ଠାରୁ ପ୍ୟାରିସରେ ଆରମ୍ଭ ହେବାକୁ ଯାଉଛି ପାରାଲିମ୍ପିକ୍ସ କ୍ରୀଡ଼ାର ୧୭ତମ ସଂସ୍କରଣ। ଅନ୍ତର୍ଜାତୀୟ ପାରାଲିମ୍ପିକ୍ସ କମିଟି ଆନୁକୂଲ୍ୟରେ ହେବାକୁ ଯାଉଥିବା ଏହି ପ୍ରତିଯୋଗିତା ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ଚାଲିବ। ଏଥିରେ…
ଟି-୨୦ ବିଶ୍ୱକପ୍ ପାଇଁ ଆଇସିସି ମେଗା ଇଭେଣ୍ଟ
ମିଶନ୍ ‘ବିଶ୍ୱକପ୍-୨୦୨୪’ରେ ହରମନପ୍ରୀତ କୌରଙ୍କୁ ଅଧିନାୟକ ଭାବରେ ନିଯୁକ୍ତି କରାଯାଇଛି । ତେବେ ଏହି ବିଶ୍ୱକପ୍ ଦଳର ଉପ-ଅଧିନାୟକ ଭାବରେ ସ୍ମୃତି ମନ୍ଧାନାଙ୍କୁ ଦାୟିତ୍ୱ ଦିଆ ଯାଇଥିବା ବେଳେ ଅନେକ ଯୁବ ଖେଳାଳିଙ୍କୁ ସୁଯୋଗ ଦେଇଛି ବୋର୍ଡ । ଏହି ବିଶ୍ୱକପ୍ ଆସନ୍ତା ଅକ୍ଟୋବର ୪ ତାରିଖରୁ…
ପଞ୍ଜାବକୁ ଯିବେ ରୋହିତ
୨୦୨୫ ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ମେଗା ନିଲାମରେ ରୋହିତ ଶର୍ମାଙ୍କୁ ଦେଖିବାକୁ ମିଳିପାରେ। ଯଦି ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ମୁକ୍ତ କରେ ତେବେ ପଞ୍ଜାବ କିଙ୍ଗସ ତାଙ୍କୁ ଯେକୌଣସି ମୂହୁର୍ତ୍ତରେ କିଣିବାକୁ ଚାହିଁବ। ଶିଖର ଧାୱନଙ୍କ ଅବସର ପରେ ପଞ୍ଜାବ ପାଖରେ…