Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Sports
All sports related news will be uploaded
ଅବସର ନେଲେ ରବୀନ୍ଦ୍ର ଜାଡେଜା
ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ ପ୍ରଶଂସକମାନଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଉଛନ୍ତି ଭାରତୀୟ ଖେଳାଳି ଗତ କାଲି ମ୍ୟାଚ୍ ସାରିବା ପରେ ପରେ ପ୍ରଥମେ ବିରାଟ କୋହଲି ଏବଂ ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରୁ ଅବସର ଘୋଷଣା କରିଥିଲେ। ଏବେ ତାରକା ଅଲରାଉଣ୍ଡର ରବୀନ୍ଦ୍ର…
ରୋହିତ ଶର୍ମାଙ୍କ ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍ରେ କଥା ହୋଇ ସମଗ୍ର ଦଳକୁ ବିଜୟ ପାଦଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ରୋହିତ ଶର୍ମାଙ୍କୁ ଉତ୍କୃଷ୍ଟ ଅଧିନାୟକତ୍ୱ ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ…
ଟିମ୍ ଇଣ୍ଡିଆ ଟି-୨୦ ବିଶ୍ବ ଚାମ୍ପିଅନ
ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ ହୋଇଛି ।ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି ।୧୭୭ ରନର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ପରାସ୍ତ ହୋଇଛି ।ଟସ୍ ଜିଣି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ…
ଟି -୨୦ ବିଶ୍ୱକପ : ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା
ଆଜି ଟି-୨୦ ବିଶ୍ୱକପର ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା । ହେଲେ ଏହି ବହୁ ପ୍ରତୀକ୍ଷିତ ମ୍ୟାଚ ଉପରେ ବର୍ଷାର ବିପଦ ରହିଛି । ସ୍ଥାନୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାର୍ବାଡୋସରେ ହେବାକୁ ଥିବା ଏହି ମ୍ୟାଚକୁ ବର୍ଷା ଧୋଇଦେବା ଆଶଙ୍କା ରହିଛି ।…
କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ
ପୁରୁଷ ଟି-୨୦ ବିଶ୍ବକପରେ ଭାରତ ଓ ଦକ୍ଷିଣ ଆଫ୍ରିକା ଭେଟାଭେଟି ହେବାକୁ ଯାଉଥିବାବେଳେ ତାହାର ଦିନକ ପୂର୍ବରୁ ଏକ ବିଶ୍ବ ରେକର୍ଡ କରିଛି ଭାରତୀୟ ମହିଳା ଦଳ । ଚେନ୍ନାଇରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ହିଁ ଏହି ରେକର୍ଡ କରିଛି ଭାରତ । ଗୋଟିଏ…
ଟ୍ବେଣ୍ଟି-୨୦ ବିଶ୍ବକପ୍ : ଫାଇନାଲ୍ରେ ଭାରତ
ଟ୍ବେଣ୍ଟି-୨୦ ବିଶ୍ବକପ୍ର ଦ୍ବିତୀୟ ସେମିଫାଇନାଲ୍ରେ ଭାରତ ଶୋଚନୀୟ ଭାବେ ଇଂଲଣ୍ଡକୁ ୬୮ ରନ୍ରେ ହରାଇଦେଇଛି। ଏଥି ସହ ଶନିବାର ଦକ୍ଷିଣ ଆଫ୍ରିକା ସହ ଭାରତ ବାର୍ବାଡସ୍ରେ ଫାଇନାଲ୍ ଖେଳିବା ନିଶ୍ଚିତ ହୋଇଛି। ଏହି ବିଜୟ ସହ ଭାରତ ୧୦ବର୍ଷ ପରେ ଟି-୨୦ ବିଶ୍ବକପ୍ ଫାଇନାଲରେ ପହଞ୍ଚିଛି।…
ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା
ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଫଳରେ ଆଫଗାନିସ୍ତାନର ଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି।ସେମିଫାଇନାଲରେ ଆଫଗାନିସ୍ତାନ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଦଳ ୨୦ ଓଭର ଖେଳିପାରି ନ ଥିଲା। ମାତ୍ର ୧୧.୫ ଓଭରରେ…
ଆଜି ଭାରତ-ଇଂଲଣ୍ଡ ଟକ୍କର
ଆଜି ଦ୍ଵିତୀୟ ସେମିରେ ଭାରତ-ଇଂଲଣ୍ଡ ମଧ୍ୟରେ ଟକ୍କର ହେବ। ୨୦୨୨ ଟି୨୦ ବିଶ୍ବକପ୍ ସେମିଫାଇନାଲରେ ଆଡିଲେଡ୍ ପରାଜୟ କଥା ଭାରତ ଭୁଲିନାହିଁ। ଭାରତକୁ ୧୦ ୱିକେଟ୍ରେ ଇଂଲଣ୍ଡ ପରାସ୍ତ କରିଥିଲା। ଏହାର ପ୍ରତିଶୋଧ ନେବା ସହ ୩ୟ ଥର ଟ୍ବେଣ୍ଟି୨୦ ବିଶ୍ବକପ୍ ଫାଇନାଲ ଖେଳିବା ଲକ୍ଷ୍ୟରେ ରୋହିତ…
ଟ୍ବେଣ୍ଟି୨୦ କ୍ରିକେଟ୍ରେ ବିଶ୍ବରେ ସର୍ବାଧିକ ସ୍କୋରର୍ ହେଲେ ରୋହିତ ଶର୍ମା
ଚଳିତ ଆଇସିସି ଟ୍ବେଣ୍ଟି୨୦ ବିଶ୍ବକପ୍ର ସୁପର ଏଇଟ୍ ମ୍ୟାଚ୍ରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ବିସ୍ଫୋରକ ୯୨ ରନ୍ ସ୍କୋର୍ କରିଥିଲେ। ଓପ୍ନର ରୋହିତ ୪୧ ବଲ୍ରୁ ୮ଟି ଛକା ଓ ୭ଟି ଚୌକା ସହ ୯୨ ରନ୍ କରିଥିଲେ। ଏହି ମ୍ୟାଚ୍ ଜିତି ଭାରତ ସେମିଫାଇନାଲରେ…
ଫାଇନାଲରେ ଭାରତ
ଟ୍ବେଣ୍ଟି-୨୦ ବିଶ୍ବକପ୍ର ଦ୍ବିତୀୟ ସେମିଫାଇନାଲ୍ରେ ଭାରତର ମୁକାବିଲା ଇଂଲଣ୍ଡ ସହିତ ହେବ। ଏହି ମ୍ୟାଚ୍ ଗାଏନାସ୍ଥିତ ପ୍ରୋଭିଡେନ୍ସ ଷ୍ଟାଡିୟମ୍ରେ ଭାରତୀୟ ସମୟ ଗୁରୁବାର ରାତି ୮ଟାରେ ଖେଳାଯିବ। କିନ୍ତୁ ମ୍ୟାଚ୍ ଦିନ ଏଠାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।…