Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Sports
All sports related news will be uploaded
ବାର୍ବାଡୋସରେ ଫସିଛି ଭାରତୀୟ ଟିମ ,ଫେରାଇ ଆଣିବା ପାଇଁ ବିସିସିଆଇ ପଠାଇପାରେ ସ୍ୱତନ୍ତ୍ର ବିମାନ
ଘୁର୍ଣ୍ଣିଝଡ଼ ଭିତରେ ୱେଷ୍ଟଇଣ୍ଡିଜର ବାର୍ବାଡୋସରେ ଫସିଛି ଭାରତୀୟ ଟିମ୍ । ସେମାନଙ୍କୁ ଭାରତ ଫେରାଇ ଆଣିବା ପାଇଁ ବିସିସିଆଇ ପଠାଇପାରେ ସ୍ୱତନ୍ତ୍ର ବିମାନ । ପାଗ ଠିକ୍ ରହିଲେ ସ୍ୱତନ୍ତ୍ର ବିମାନ ସିଧାସଳଖ ଦିଲ୍ଲୀ ପାଇଁ ଉଡାଣ ଭରିପାରେ । ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ବାର୍ବାଡୋସରୁ ବାହାରକୁ…
ଅବସର ନେଲେ ରବୀନ୍ଦ୍ର ଜାଡେଜା
ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ ପ୍ରଶଂସକମାନଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଉଛନ୍ତି ଭାରତୀୟ ଖେଳାଳି ଗତ କାଲି ମ୍ୟାଚ୍ ସାରିବା ପରେ ପରେ ପ୍ରଥମେ ବିରାଟ କୋହଲି ଏବଂ ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରୁ ଅବସର ଘୋଷଣା କରିଥିଲେ। ଏବେ ତାରକା ଅଲରାଉଣ୍ଡର ରବୀନ୍ଦ୍ର…
ରୋହିତ ଶର୍ମାଙ୍କ ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍ରେ କଥା ହୋଇ ସମଗ୍ର ଦଳକୁ ବିଜୟ ପାଦଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ରୋହିତ ଶର୍ମାଙ୍କୁ ଉତ୍କୃଷ୍ଟ ଅଧିନାୟକତ୍ୱ ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ…
ଟିମ୍ ଇଣ୍ଡିଆ ଟି-୨୦ ବିଶ୍ବ ଚାମ୍ପିଅନ
ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ ହୋଇଛି ।ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି ।୧୭୭ ରନର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ପରାସ୍ତ ହୋଇଛି ।ଟସ୍ ଜିଣି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ…
ଟି -୨୦ ବିଶ୍ୱକପ : ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା
ଆଜି ଟି-୨୦ ବିଶ୍ୱକପର ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା । ହେଲେ ଏହି ବହୁ ପ୍ରତୀକ୍ଷିତ ମ୍ୟାଚ ଉପରେ ବର୍ଷାର ବିପଦ ରହିଛି । ସ୍ଥାନୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାର୍ବାଡୋସରେ ହେବାକୁ ଥିବା ଏହି ମ୍ୟାଚକୁ ବର୍ଷା ଧୋଇଦେବା ଆଶଙ୍କା ରହିଛି ।…
କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ
ପୁରୁଷ ଟି-୨୦ ବିଶ୍ବକପରେ ଭାରତ ଓ ଦକ୍ଷିଣ ଆଫ୍ରିକା ଭେଟାଭେଟି ହେବାକୁ ଯାଉଥିବାବେଳେ ତାହାର ଦିନକ ପୂର୍ବରୁ ଏକ ବିଶ୍ବ ରେକର୍ଡ କରିଛି ଭାରତୀୟ ମହିଳା ଦଳ । ଚେନ୍ନାଇରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ହିଁ ଏହି ରେକର୍ଡ କରିଛି ଭାରତ । ଗୋଟିଏ…
ଟ୍ବେଣ୍ଟି-୨୦ ବିଶ୍ବକପ୍ : ଫାଇନାଲ୍ରେ ଭାରତ
ଟ୍ବେଣ୍ଟି-୨୦ ବିଶ୍ବକପ୍ର ଦ୍ବିତୀୟ ସେମିଫାଇନାଲ୍ରେ ଭାରତ ଶୋଚନୀୟ ଭାବେ ଇଂଲଣ୍ଡକୁ ୬୮ ରନ୍ରେ ହରାଇଦେଇଛି। ଏଥି ସହ ଶନିବାର ଦକ୍ଷିଣ ଆଫ୍ରିକା ସହ ଭାରତ ବାର୍ବାଡସ୍ରେ ଫାଇନାଲ୍ ଖେଳିବା ନିଶ୍ଚିତ ହୋଇଛି। ଏହି ବିଜୟ ସହ ଭାରତ ୧୦ବର୍ଷ ପରେ ଟି-୨୦ ବିଶ୍ବକପ୍ ଫାଇନାଲରେ ପହଞ୍ଚିଛି।…
ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା
ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଫଳରେ ଆଫଗାନିସ୍ତାନର ଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି।ସେମିଫାଇନାଲରେ ଆଫଗାନିସ୍ତାନ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଦଳ ୨୦ ଓଭର ଖେଳିପାରି ନ ଥିଲା। ମାତ୍ର ୧୧.୫ ଓଭରରେ…
ଆଜି ଭାରତ-ଇଂଲଣ୍ଡ ଟକ୍କର
ଆଜି ଦ୍ଵିତୀୟ ସେମିରେ ଭାରତ-ଇଂଲଣ୍ଡ ମଧ୍ୟରେ ଟକ୍କର ହେବ। ୨୦୨୨ ଟି୨୦ ବିଶ୍ବକପ୍ ସେମିଫାଇନାଲରେ ଆଡିଲେଡ୍ ପରାଜୟ କଥା ଭାରତ ଭୁଲିନାହିଁ। ଭାରତକୁ ୧୦ ୱିକେଟ୍ରେ ଇଂଲଣ୍ଡ ପରାସ୍ତ କରିଥିଲା। ଏହାର ପ୍ରତିଶୋଧ ନେବା ସହ ୩ୟ ଥର ଟ୍ବେଣ୍ଟି୨୦ ବିଶ୍ବକପ୍ ଫାଇନାଲ ଖେଳିବା ଲକ୍ଷ୍ୟରେ ରୋହିତ…
ଟ୍ବେଣ୍ଟି୨୦ କ୍ରିକେଟ୍ରେ ବିଶ୍ବରେ ସର୍ବାଧିକ ସ୍କୋରର୍ ହେଲେ ରୋହିତ ଶର୍ମା
ଚଳିତ ଆଇସିସି ଟ୍ବେଣ୍ଟି୨୦ ବିଶ୍ବକପ୍ର ସୁପର ଏଇଟ୍ ମ୍ୟାଚ୍ରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ବିସ୍ଫୋରକ ୯୨ ରନ୍ ସ୍କୋର୍ କରିଥିଲେ। ଓପ୍ନର ରୋହିତ ୪୧ ବଲ୍ରୁ ୮ଟି ଛକା ଓ ୭ଟି ଚୌକା ସହ ୯୨ ରନ୍ କରିଥିଲେ। ଏହି ମ୍ୟାଚ୍ ଜିତି ଭାରତ ସେମିଫାଇନାଲରେ…