Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ବଦଳିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ
ଦିନକ ପରେ ମତ ବଦଳାଇଛନ୍ତି ରାଜ୍ୟ ସରକାର। ଗତ ଶନିବାର ସ୍ଵଗତ ବିଜୁ ପଟ୍ଟନାୟକଙ୍କ ନାମରେ ଦିଆଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ବଦଳାଇବା ନେଇ ଘୋଷଣା କରିଥିଲେ ସରକାର। ହେଲେ ରବିବାର ଏହା ଉପରେ ରୋକ ଲଗାଇଛନ୍ତି। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ବଦଳିବ ନାହିଁ…
ଭାରତୀୟ ଫୁଟ୍ବଲ ଦଳର ମୁଖ୍ୟ କୋଚ୍ ମାର୍କ୍ୱେଜ
ସ୍ପେନ୍ର ମାନୋଲୋ ମାର୍କ୍ୱେଜ ଭାରତୀୟ ସିନିୟର ପୁରୁଷ ଫୁଟ୍ବଲ ଦଳର ନୂଆ ମୁଖ୍ୟ କୋଚ୍ ଭାବେ ମନୋନୀତ ହୋଇଛନ୍ତି। ବହିଷ୍କୃତ ଇଗର ଷ୍ଟିମାକ୍ଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ମାର୍କ୍ୱେଜ ବର୍ତ୍ତମାନ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ଦଳ ଗୋଆ ଏଫ୍ସିର ଦାୟିତ୍ୱରେ…
ବଦଳିଲା ବିଜୁ କ୍ରୀଡ଼ା ପୁରସ୍କାରର ନାଁ
ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜୁ କ୍ରୀଡ଼ା ସମ୍ମାନ ଏଣିକି ରାଜ୍ୟ କ୍ରୀଡ଼ା ସମ୍ମାନ ନାମରେ ପୁରସ୍କାର ପ୍ରଦାନ କରାଯିବ।ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ପ୍ରତିଭାବାନ କ୍ରୀଡ଼ାବିତଙ୍କୁ…
ଆଜି ବିଶ୍ବ ଚେସ ଦିବସ
ଚତୁର୍ଥରୁ ଷଷ୍ଠ ଶତାବ୍ଦୀ ମଧ୍ୟରେ ଭାରତରେ ଚେସ ଖେଳ ସୃଷ୍ଟି ହୋଇଥିଲା। ପାର୍ସି ଓ ଦକ୍ଷିଣ ୟୁରୋପକୁ ବ୍ୟାପିବା ପରେ ସମଗ୍ର ୟୁରୋପରେ ଏହି ଖେଳର ଆଧୁନିକ ରୂପ ବିକଶିତ ହୋଇଥିଲା। ଫ୍ରାନ୍ସର ରାଜଧାନୀ ପ୍ୟାରିସ୍ରେ ୧୯୨୪ ମସିହାରେ ଅନୁଷ୍ଠିତ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସ ସମୟରେ ଜୁଲାଇ ୨୦…
ଭିଏସଏସ ଷ୍ଟାଡିୟମରେ ହେବ ଜାତୀୟସ୍ତରର ଫୁଟବଲ ପ୍ରତିଯୋଗିତା
ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଠାରେ ଆଗାମୀ ଦିନରେ ସର୍ବଭାରତୀୟ ବୀର ସୁରେନ୍ଦ୍ର ସାଏ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବ । ଏନେଇ ଜିଲା କ୍ରିଡା ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଜିଲା କ୍ରିଡା ସଂଘର ସାଧାରଣ ସମ୍ପାଦକ ସୁନୀଲ ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳ…
ଆଇପିଏଲରେ ଏଣ୍ଟ୍ରି କରିବେ ଗୌତମ ଆଦାନୀ
ଆଇପିଏଲ ଫ୍ରାଞ୍ଚାଇଜ ଗୁଜରାଟ ଟାଇଟାନ୍ସ’କୁ କିଣିବାକୁ ଚାହୁଁଛନ୍ତି ଶିଳ୍ପପତି ଗୌତମ ଆଦାନୀ। ସିଭିସି କ୍ୟାପିଟାଲ ମାଲିକାନାରେ ଥିବା ଗୁଜରାଟ ଟାଇଟାନ୍ସକୁ ସହଯୋଗୀ ଟୋରେଣ୍ଟ ସହିତ ମିଶି ଆଦାନୀ ସମୂହ କିଣିବାକୁ ଯାଉଥିବା ଏକ ରିପୋର୍ଟରୁ ଜଣା ପଡିଛି। ସିଭିସି ଫ୍ରାଞ୍ଚାଇଜର ଏକ ଛୋଟିଆ ଶେୟାର…
ରଙ୍କିରେଡ୍ଡିଙ୍କ ବିଶ୍ୱ ରେକର୍ଡ
ଭାରତୀୟ ଖେଳାଳି ସାତ୍ତ୍ୱିକସାଇରାଜ ରଙ୍କିରେଡ୍ଡି ଆଜିର ଦିନରେ ବିଶ୍ୱର ସବୁଠୁ ଦ୍ରୁତତମ ସ୍ମାସ ମାରିଥିଲେ । ସାତ୍ତ୍ୱିକ ୫୬୫ କିଲୋମିଟର/ ଘଣ୍ଟାର ଦ୍ରୁତତମ ସ୍ମାସ ମାରି ଗିନିଜ ବୁକରେ ନିଜ ନାମକୁ ଲିପିବଦ୍ଧ କରିଛନ୍ତି । ଏହା ପୁରୁଷ ବ୍ୟାଡମିଣ୍ଟନ ଖେଳାଳିଙ୍କ ଦ୍ୱାରା ମରାଯାଇଥିବା ସବୁଠୁ…
ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ
ସାରା ବିଶ୍ୱର କ୍ରୀଡ଼ାପ୍ରେମୀ ଏହି ମହାମୁକାବିଲାକୁ ସର୍ବଦା ଅପେକ୍ଷା କରି ରହିଥାନ୍ତି । ତେବେ ଏହା ମଧ୍ୟରେ ଆସନ୍ତାକାଲି ପୁଣି ଥରେ ଏହି ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଜୁଲାଇ ୧୯ରେ ମହିଳା ଏସିଆ କପ ୨୦୨୪ର ଏକ ମ୍ୟାଚ ଶ୍ରୀଲଙ୍କାର ଦାମ୍ବୁଲା ଠାରେ…
କ୍ରିକେଟର୍ଙ୍କୁ ଗୁଳି କରି ହତ୍ୟା
ଶ୍ରୀଲଙ୍କା ୧୯ବର୍ଷରୁ କମ୍ ଦଳର ପୂର୍ବତନ ଅଧିନାୟକ ଧମିକା ନିରୋସ୍ନାଙ୍କୁ ଜଣେ ଅଜ୍ଞାତ ବନ୍ଧୁକଧାରୀ ତାଙ୍କ ଘର ଆଗରେ ଗୁଳିକରି ହତ୍ୟା କରିଛି। ୪୧ ବର୍ଷୀୟ ନିରୋସ୍ନାଙ୍କୁ କାହିଁକି ଓ କେଉଁ ପରିସ୍ଥିତିରେ ଏଭଳି ନୃଶଂସ ଭାବେ ହତ୍ୟା କରାଯାଇଛି ତାର ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ…
୬ଟି ଦେଶକୁ ମିଳିଲା ଆଇସିସି ଆୱାର୍ଡ
ଗତ ଏକ ବର୍ଷ ମଧ୍ୟରେ ଭଲ ପ୍ରଦର୍ଶନ ଏବଂ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସହ ୬ଟି ବିକାଶ ଅଭିମୁଖୀ ଦେଶକୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି । ଏହି ତାଲିକାରେ ମେକ୍ସିକୋ ମଧ୍ୟ ସାମିଲ ରହିଛି, ଯାହାକୁ ନିଜର ଫୁଟବଲ ଟୀମ ପାଇଁ ଅଧିକ ପରିଚୟ ମିଳିଛି ଏବଂ ଏହି ଦେଶ କ୍ରିକେଟ ଖେଳରେ ମଧ୍ୟ ପରିଚୟ…