Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Sports
All sports related news will be uploaded
ଇତିହାସ ରଚିଲେ ଧୋନୀ
ବିଜୟ ସହ ଚେନ୍ନାଇ ଷଷ୍ଠ ସ୍ଥାନରୁ ଉଠି ତୃତୀୟ ସ୍ଥାନରେ ପହଞ୍ଚିଛି । ତେବେ ଏହି ମ୍ୟାଚରେ ଏକ ଇତିହାସ ସୃଷ୍ଟି କରିଛନ୍ତି ଦଳର ପୂର୍ବତନ ଅଧିନାୟକ ଏମ.ଏସ ଧୋନୀ । ପଞ୍ଜାବ ବିପକ୍ଷ ମ୍ୟାଚରେ ଧୋନୀ ପ୍ରଥମ ବଲରେ ନିଜ ୱିକେଟ ହରାଇ ପାଭିଲିୟନ୍ ଫେରିଛନ୍ତି । କିନ୍ତୁ ୱିକେଟ କିପର ଭାବରେ ଏକ…
ଆଇପିଏଲ୍ରୁ ବାଦ୍ ପଡ଼ିଲେ ମୟଙ୍କ
ପେସ୍ ସେନ୍ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅବଶିଷ୍ଟାଂଶରୁ ବାଦ୍ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍ ଜଷ୍ଟିନ ଲାଙ୍ଗର ଏହା ସ୍ପଷ୍ଟ କରିଛନ୍ତି। ମୟଙ୍କ ତାଙ୍କ ତଳିପେଟ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ମୟଙ୍କ ୪ଟି ଆଇପିଏଲ ମ୍ୟାଚ ଖେଳି ୭…
ଶ୍ରୀନାଥଙ୍କୁ ଗୁରୁଦାୟିତ୍ୱ
ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର ନୀତୀନ ମେନନ ଓ ଜୟରମଣ ମଦନଗୋପାଳ ଭାରତୀୟ ପ୍ରତିନିଧି ରହିବେ। ଜୁନ୍ ୧ରୁ ଆରମ୍ଭ ହେଉଥିବା ଇଭେଣ୍ଟ ଲାଗି ଆଇସିସି ଶୁକ୍ରବାର ୨୬…
ଦ୍ବନ୍ଦ୍ବ ଦୂର କଲେ ରୋହିତ, ଅଗରକର
ଚଳିତ ଆଇପିଏଲ୍ରେ ଚମତ୍କାର ପ୍ରଦର୍ଶନ କରିବା ସତ୍ତ୍ବେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍ ଅଧିନାୟକ କେଏଲ୍ ରାହୁଲ ଟ୍ବେଣ୍ଟି-୨୦ ବିଶ୍ବକପ୍ ଦଳରେ ସ୍ଥାନ ପାଇ ନାହାନ୍ତି। ଯାହା କ୍ରିକେଟ୍ ବିଶେଷଜ୍ଞଙ୍କ ସହ ତାଙ୍କ ପ୍ରଶଂସକଙ୍କୁ ବିସ୍ମିତ କରିଛି। ଏପରିକି ବହୁ ପୂର୍ବତନ କ୍ରିକେଟର୍ ଅଗରକରଙ୍କ…
ସ୍ବଦେଶ ଫେରିଯିବେ ଇଂଲଣ୍ଡ ଖେଳାଳି
ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ପୂର୍ବରୁ ଇଂଲଣ୍ଡ ଦଳ ପାକିସ୍ତାନ ସହିତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ମେ ୨୨ରୁ ଆରମ୍ଭ ହେବ। ଏହି ସମୟରେ, ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ନିକଟରେ ଘୋଷଣା କରିଛି ଯେ, ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଇଂଲଣ୍ଡ ଖେଳାଳି ଉପଲବ୍ଧ…
ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା
ବିଶ୍ୱକପ୍ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ ଅଧିନାୟକତ୍ୱ ଅଧୀନରେ ପଡ଼ିଆକୁ ଓହ୍ଲାଇବ।ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହିପରି ଅନେକ ଖେଳାଳି ଦଳରେ ସ୍ଥାନ ପାଇଛନ୍ତି, ଯେଉଁମାନେ ଆଜିକାଲି ଭାରତରେ ଖେଳାଯାଉଥିବା ଆଇପିଏଲ…
ଚେନ୍ନାଇର ଟେନସନ୍
ଚେନ୍ନାଇର ମଇଦାନରେ ହାଇଦ୍ରାବାଦକୁ ୭୮ ରନରେ ମାତ୍ ଦେଇଛି ସିଏସକେ । ଏହି ବିଜୟ ସହିତ ପୁଣିଥରେ ଚେନ୍ନାଇ ପଏଣ୍ଟ ଟେବୁଲରେ ଟପ୍-୪ରେ ଏଣ୍ଟ୍ରି କରିଛି । ତେବେ ଏହି ମ୍ୟାଚରେ ଆଉ ଏକ ୟେଲୋ ଆର୍ମି ପାଇଁ ଆଉ ଏକ ସମସ୍ୟା ମୁଣ୍ଡ ଟେକିଛି । ଦଳର ଅଧିନାୟକ ଋତୁରାଜ ଗାଏକ୍ୱାଡ ମ୍ୟାଚରେ ଆହତ ହୋଇଥିବା…
ସୁପର୍ କିଙ୍ଗ୍ସର ସୁପର୍ ବିଜୟ
ବିଜୟ ଧାରାକୁ ଫେରିଛି ୫ ଥର ବିଜେତା ଚେନ୍ନାଇ ସୁପର୍ କିଙ୍ଗ୍ସ। ରବିବାର ରାତିରେ ସିଏସ୍କେ ଏକତରଫା ଭାବେ ସନ୍ରାଇଜର୍ସ ହାଇଦ୍ରାବାଦକୁ ୭୮ ରନ୍ରେ ପରାସ୍ତ କରି ଷଷ୍ଠରୁ ତୃତୀୟକୁ ଲମ୍ଫ ମାରିଛିି। ଅଧିନାୟକ ଋତୁରାଜ ଗାଏକ୍ବାଡଙ୍କ ଆକର୍ଷଣୀୟ ବ୍ୟାଟିଂ ବଳରେ ସିଏସ୍କେ ୨୧୨ ରନ୍…
ରାଜସ୍ଥାନର ଅଷ୍ଟମ ବିଜୟ
ଇଣ୍ଡିଆନ୍ ପ୍ରିମିୟର ଲିଗ୍ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍ କରିଥିଲା। ଜବାବରେ ରାଜସ୍ଥାନ ୧୯ ଓଭରରେ ୩ ଉଇକେଟ ହରାଇ ୧୯୯ ରନ୍…
ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ!
ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୪ ଜୁନ୍ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍ ଇଣ୍ଡିଆର କିମ୍ବଦନ୍ତୀ କ୍ରିକେଟର ଯୁବରାଜ ସିଂହଙ୍କୁ…