Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Sports
All sports related news will be uploaded
ଅରେଞ୍ଜ୍-ପର୍ପଲ କ୍ୟାପ୍ ରେସ୍ ବି ହେଲା ରୋଚକ
ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍ରେ ଏହା ଆରସିବିର ଦ୍ୱିତୀୟ ବିଜୟ ଥିଲା। ତେବେ ଏହି ବିଜୟ ସହିତ ପଏଣ୍ଟ ଟେବୁଲରେ ଏକ ବଡ ପରିବର୍ତ୍ତନ ହୋଇଛି।ଯଦିଓ ଆରସିବି ଦ୍ୱିତୀୟ ବିଜୟ ହାସଲ କରିଛି,…
ଲଜ୍ଜାଜନକ ରେକର୍ଡ କଲେ ମୋହିତ
ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ ରନ ଦେଇଥିବା ବୋଲର ହୋଇଛନ୍ତି। ଦିଲ୍ଲୀ କ୍ୟାପିଟାଲ ବ୍ୟାଟ୍ସମ୍ୟାନ ମୋହିତ ଶର୍ମାଙ୍କ ୪ ଓଭରରେ ୭୩ ରନ ସଂଗ୍ରହ କରିଥିଲେ।…
୫୧ ବର୍ଷରେ ପାଦ ଦେଲେ ସଚିନ
ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଚିନଙ୍କୁ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ। ଅନ୍ତର୍ଜାତୀୟ…
ଇତିହାସ ରଚିଲେ ଚହଲ
ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ ବନାମ ଆରଆର ମ୍ୟାଚ ଆରମ୍ଭ ପୂର୍ବରୁ ଚାହଲ ୧୫୨ ମ୍ୟାଚରେ ୧୯୯ ଉଇକେଟ ନେଇଥିଲେ ଏବଂ ଇତିହାସ ସୃଷ୍ଟି କରିବାକୁ ତାଙ୍କୁ ମାତ୍ର…
ପଡ଼ିଆରେ ରାଗିଲେ କୋହଲି
ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚରେ ପ୍ରଥମେ ଖେଳୁଥିବା କୋଲକାତା ନାଇଟ ରାଇଡର୍ସ ୨୨୨ ରନ ସ୍କୋର କରିଥିଲା। ବିରାଟ କୋହଲି ଏବଂ ଫାଫ ଡୁ ପ୍ଲେସିସ ଆରସିବି ପାଇଁ ଇନିଂସ ଓପନ କରିବାକୁ ଆସିଥିଲେ, ସେମାନେ ଦଳକୁ ଫ୍ଲାଇଙ୍ଗ ଷ୍ଟାର୍ଟ ଦେଇଥିଲେ। ବିରାଟ କୋହଲି ତୃତୀୟ ଓଭରରେ ଆଉଟ…
ମାନସିକ ସମସ୍ୟାରେ ହାର୍ଦ୍ଦିକ ପାଣ୍ଡ୍ୟା
ଆଇପିଏଲ୍ ୨୦୨୪ ଆରମ୍ଭ ହେବା ଦିନରୁ ପ୍ରଶଂସକଙ୍କ ସମାଲୋଚନାର ଶିକାର ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ରୋହିତ ଶର୍ମାଙ୍କୁ ବାଦ ଦେଇ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ହାର୍ଦ୍ଦିକଙ୍କୁ ନିଯୁକ୍ତ କରିବା ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନଥିଲେ। ଫଳରେ ପ୍ରତ୍ୟେକ ଥର ହାର୍ଦ୍ଦିକ…
ବିସିସିଆଇର ଋତୁରାଜ-ରାହୁଲଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ ଖେଳାଯାଇଥିଲା । ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ୮ ଉଇକେଟ୍ରେ ପରାସ୍ତ କରିଛି। କିନ୍ତୁ ଏହି ମ୍ୟାଚରେ ଉଭୟ ଦଳର ଅଧିନାୟକଙ୍କୁ ଭୁଲ ହେତୁ…
ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍କା
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯ ରନରେ ପରାସ୍ତ କରିଛି। ଏଥି ସହିତ ଏହି ବିଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ପହଞ୍ଚିଛି। ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ୭ଟି ମ୍ୟାଚରେ ୬ ପଏଣ୍ଟ ପାଇଛି । ତେବେ ପଞ୍ଜାବ…
ଗୁଜରାଟର ଶୋଚନୀୟ ପରାଜୟ
ଗୁଜରାଟ ଟାଇଟନ୍ସ ଶୋଚନୀୟ ପରାଜୟ ବରଣ କରିଛି। ମାତ୍ର ୮୯ ରନ୍ରେ ଅଲଆଉଟ୍ ହେବା ପରେ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୬ ୱିକେଟ୍ରେ ପରାସ୍ତ ହୋଇଛି। ୯୦ ରନ୍ର ବିଜୟ ଲକ୍ଷ୍ୟକୁ ଦିଲ୍ଲୀ ମାତ୍ର ୮.୫ ଓଭରରେ ୪ ୱିକେଟ୍ ହରାଇ ହାସଲ କରିବା ସହ ନିଜ ରନ୍ ରେଟ୍କୁ ବଢ଼ାଇଛି। ସେହିଭଳି ସପ୍ତମ…
ଚେନ୍ନାଇକୁ ବଡ଼ ଆଶ୍ୱସ୍ତି
ପରାଜୟ ପରେ ପୁଣିଥରେ ବିଜୟ ଟ୍ରାକକୁ ଫେରିଛି ଚେନ୍ନାଇ ସୁପର କିଙ୍ଗସ । କୋଲକାତା ଏବଂ ମୁମ୍ବାଇକୁ ମାତ୍ ଦେଇ ପଏଣ୍ଟ ଟେବୁଲରେ ଗୋଟିଏ ପାଦ ଉପରକୁ ଆସିଛି ସିଏସକେ । ତେବେ ଏହାମଧ୍ୟରେ ଚେନ୍ନାଇକୁ ଆଉ ଏକ ଖୁସି ଖବର ମିଳିଛି । ଦଳର ଷ୍ଟାର ଖେଳାଳିଙ୍କୁ ଆଉ ଗୋଟିଏ ମ୍ୟାଚ ଖେଳିବା ପାଇଁ ଅନୁମତି…