Browsing Category

Sports

All sports related news will be uploaded

ହାରିଲା ଆରସିବି

ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୨୫ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ ହରାଇ ୨୮୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ୨୬୨…

ମୁମ୍ବାଇକୁ ହରାଇଲା ଚେନ୍ନାଇ

ମୁମ୍ବାଇକୁ ହରାଇଲା ଚେନ୍ନାଇ । ରୋହିତ ଶର୍ମାଙ୍କ ଲଢ଼ୁଆ ଶତକ ୧୦୫ ରନ୍‌ ଫରକ ପଡ଼ିଲା ନାହିଁ । ମୁମ୍ବାଇ ଇଣ୍ଡିଆନ୍ସ ଘରୋଇ ପଡ଼ିଆରେ ଚେନ୍ନାଇ ସୁପର୍ କିଙ୍ଗ୍ସଠାରୁ ହାରିଯାଇଛି। ଚେନ୍ନାଇ ସୁପର୍‌ କିଙ୍ଗ୍ସର ୨୦୬ ରନ୍ ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ୧୮୬ ରନ୍‌ରେ ସୀମିତ ରହିଯାଇଥିଲା। ରୋହିତ…

ପଞ୍ଜାବକୁ ୧୪୭ ରନରେ ରୋକିଲା ରାଜସ୍ଥାନ ରୟାଲ୍ସ

ପଞ୍ଜାବ କିଙ୍ଗ୍ସକୁ ରୋମାଞ୍ଚକ ଭାବେ ଗୋଟିଏ ବଲ୍ ପୂର୍ବରୁ ୩ ୱିକେଟ୍‌ରେ ହରାଇଦେଇଛି ରାଜସ୍ଥାନ ରୟାଲ୍ସ। ତା’ ସହିତ ଚଳିତ ଆଇପିଏଲ୍‌ରେ ଷଷ୍ଠ ମ୍ୟାଚ୍‌ରୁ ପଞ୍ଚମ ବିଜୟ ପାଇ ପଏଣ୍ଟ୍‌ ତାଲିକାର ପ୍ରଥମ ସ୍ଥାନରେ ନିଜ ସ୍ଥିତିକୁ ଆହୁରି ସୁଦୃଢ଼ କରି ନେଇଛି। ପଞ୍ଜାବ ଘରୋଇ ମାଟିରେ ୩ଟିରୁ…

ପ୍ୟାରିସ ଅଲିମ୍ପିକ୍ସ ଚିଫ୍‌ ଡି’ ମିଶନରୁ ଓହରିଲେ ମେରୀକମ୍‌

ଛଅ ଥର ବିଶ୍ୱ ଚାମ୍ପିୟନ ବକ୍ସର ଏମ୍‌.ସି. ମେରୀକମ୍‌ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତର ଚିଫ୍‌ ଡି’ ମିଶନ ପଦବୀରୁ ଓହରିଯାଇଛନ୍ତି। ସେ ବ୍ୟକ୍ତିଗତ କାରଣରୁ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ମେରୀକମ୍‌ ଭାରତୀୟ ଅଲିମ୍ପିକ ଆସୋସିଏଶନ(ଆଇଓଏ) ସଭାପତି ପି.ଟି. ଉଷାଙ୍କ ନିକଟକୁ ଏକ…

ପରାଜୟର କାରଣ ବଖାଣିଲେ ଆରସିବି ଅଧିନାୟକ

ଆଇପିଏଲର ୨୫ ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଚୌକା ଓ ଛକା ବର୍ଷା ହୋଇଥିଲା।ବ୍ୟାଟ୍ସମ୍ୟାନ୍‌ମାନେ ମଧ୍ୟ ମୋଟ ପାଞ୍ଚ ଅର୍ଦ୍ଧଶତକ ହାସଲ କରିଥିଲେ। ଯଦି ଦେଖାଯାଏ, ତେବେ ଲିଗ୍‌ରେ ରହିବା ପାଇଁ ଏହି ମ୍ୟାଚ ଜିତିବା…

ପ୍ରଥମ ଥର ଅଲିମ୍ପିକ୍ସରେ ଆର୍ଥିକ ପୁରସ୍କାର

ଅଲିମ୍ପିକ୍ସରେ ଦୌଡ଼କୁଦ ପ୍ରଥମ ବିଭାଗ ଭାବେ ଏହାର ପଦକ ବିଜେତାଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କରିବ। ପ୍ୟାରିସ୍‌ରେ କେବଳ ସ୍ବର୍ଣ୍ଣ ପଦକ ବିଜେତାଙ୍କୁ ପ୍ରତ୍ୟେକ ୫୦ହଜାର ଡଲାର (ପ୍ରାୟ ୪୧ଲକ୍ଷ ୬୦ହଜାର ଟଙ୍କା) ଲେଖାଏଁ ପୁରସ୍କାର ପାଇବାକୁ ଥିବା ବେଳେ ୨୦୨୮ ଲସ୍‌ ଏଞ୍ଜେଲ୍‌ସ…

ସନ୍‌ରାଇଜର୍ସ ୨ ରନ୍‌ରେ ଜିତିଲା

ଚଳିତ ଆଇପିଏଲ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ରୋମାଞ୍ଚକ ଭାବେ ୨ ରନ୍‌ରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ହାଇଦ୍ରାବାଦ ୧୮୨ ରନ୍ କରିଥିବା ବେଳେ ପଞ୍ଜାବ ଶେଷ ଓଭରରୁ ୩ ଛକା ସହ ୨୬ ରନ୍ ଆଦାୟ କରିଥିଲେ ମଧ୍ୟ ମ୍ୟାଚ୍‌ ଜିତିପାରି ନଥିଲା। ପ୍ରଶଂସକମାନେ କିନ୍ତୁ ତାଙ୍କ ପଇସା ଅସୁଲ…

ଶତକ ହାସଲ କଲେ ରବିନ୍ଦ୍ର ଜାଡେଜା

ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୧୦ ଓଭରରେ ମାତ୍ର ୧୩୭ ରନ ସ୍କୋର କରିପାରନ୍ତି। କେକେଆରକୁ କମ ସ୍କୋରରେ ସୀମିତ ରଖିବାରେ ରବିନ୍ଦ୍ର ଜାଡେଜାଙ୍କ ବୋଲିଂ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ଏହି ମ୍ୟାଚ୍‌ରେ ଜାଡେଜା ୩ ଉଇକେଟ ନେଇଥିଲେ, କିନ୍ତୁ…

ରାଗିଲେ ଶୁବମନ ଗିଲ

ଗୁଜରାଟ ଟାଇଟାନ୍ସକୁ ଆଇପିଏଲ୍‌ ୨୦୨୪ର ପଞ୍ଚମ ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଛି। ଗୁଜୁରାଟକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ପରାସ୍ତ କରିଛି। ଏହି ପରାଜୟ ପରେ ଗୁଜରାଟ ଅଧିନାୟକ ଶୁବମନ ଗିଲ ରାଗରେ ନିଆଁବାଣ ହୋପଡିଛନ୍ତି।ଗିଲ କହିଛନ୍ତି, ଆମକୁ ଭଲ ଆରମ୍ଭ ମିଳିଥିଲା। କିନ୍ତୁ ମଧ୍ୟଭାଗରେ…

ରୟାଲ୍‌କୁ ହରାଇଲା ରୟାଲ୍ସ

ବିରାଟ କୋହଲିଙ୍କ ଶତକକୁ ଫିକା କରିଦେଇଛନ୍ତି ଇଂଲିସ ବ୍ୟାଟର ଜୋସ୍‌ ବଟଲର୍‌। ଆର୍‌ସିବି ପକ୍ଷରୁ ଦିଆଯାଇଥିବା ୧୮୪ ରନ୍‌ର ଲକ୍ଷ୍ୟକୁ ପିଛା କରି ରାଜସ୍ଥାନ ରୟାଲ୍ସ ୫ ବଲ୍‌ ପୂର୍ବରୁ ମ୍ୟାଚ୍‌ ଜିତିନେଇଛି। ବଟଲର୍‌ ଛକା ମାରି ଶତକ ଅର୍ଜନ କରିବା ସହ ଦଳକୁ ଜିତାଇଛନ୍ତି। ଫଳରେ ରାଜସ୍ଥାନ…