Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
Sports
All sports related news will be uploaded
ରାଜସ୍ଥାନର ଅଷ୍ଟମ ବିଜୟ
ଇଣ୍ଡିଆନ୍ ପ୍ରିମିୟର ଲିଗ୍ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍ କରିଥିଲା। ଜବାବରେ ରାଜସ୍ଥାନ ୧୯ ଓଭରରେ ୩ ଉଇକେଟ ହରାଇ ୧୯୯ ରନ୍…
ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ!
ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୪ ଜୁନ୍ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍ ଇଣ୍ଡିଆର କିମ୍ବଦନ୍ତୀ କ୍ରିକେଟର ଯୁବରାଜ ସିଂହଙ୍କୁ…
ଅରେଞ୍ଜ୍-ପର୍ପଲ କ୍ୟାପ୍ ରେସ୍ ବି ହେଲା ରୋଚକ
ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍ରେ ଏହା ଆରସିବିର ଦ୍ୱିତୀୟ ବିଜୟ ଥିଲା। ତେବେ ଏହି ବିଜୟ ସହିତ ପଏଣ୍ଟ ଟେବୁଲରେ ଏକ ବଡ ପରିବର୍ତ୍ତନ ହୋଇଛି।ଯଦିଓ ଆରସିବି ଦ୍ୱିତୀୟ ବିଜୟ ହାସଲ କରିଛି,…
ଲଜ୍ଜାଜନକ ରେକର୍ଡ କଲେ ମୋହିତ
ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ ରନ ଦେଇଥିବା ବୋଲର ହୋଇଛନ୍ତି। ଦିଲ୍ଲୀ କ୍ୟାପିଟାଲ ବ୍ୟାଟ୍ସମ୍ୟାନ ମୋହିତ ଶର୍ମାଙ୍କ ୪ ଓଭରରେ ୭୩ ରନ ସଂଗ୍ରହ କରିଥିଲେ।…
୫୧ ବର୍ଷରେ ପାଦ ଦେଲେ ସଚିନ
ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଚିନଙ୍କୁ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ। ଅନ୍ତର୍ଜାତୀୟ…
ଇତିହାସ ରଚିଲେ ଚହଲ
ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ ବନାମ ଆରଆର ମ୍ୟାଚ ଆରମ୍ଭ ପୂର୍ବରୁ ଚାହଲ ୧୫୨ ମ୍ୟାଚରେ ୧୯୯ ଉଇକେଟ ନେଇଥିଲେ ଏବଂ ଇତିହାସ ସୃଷ୍ଟି କରିବାକୁ ତାଙ୍କୁ ମାତ୍ର…
ପଡ଼ିଆରେ ରାଗିଲେ କୋହଲି
ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚରେ ପ୍ରଥମେ ଖେଳୁଥିବା କୋଲକାତା ନାଇଟ ରାଇଡର୍ସ ୨୨୨ ରନ ସ୍କୋର କରିଥିଲା। ବିରାଟ କୋହଲି ଏବଂ ଫାଫ ଡୁ ପ୍ଲେସିସ ଆରସିବି ପାଇଁ ଇନିଂସ ଓପନ କରିବାକୁ ଆସିଥିଲେ, ସେମାନେ ଦଳକୁ ଫ୍ଲାଇଙ୍ଗ ଷ୍ଟାର୍ଟ ଦେଇଥିଲେ। ବିରାଟ କୋହଲି ତୃତୀୟ ଓଭରରେ ଆଉଟ…
ମାନସିକ ସମସ୍ୟାରେ ହାର୍ଦ୍ଦିକ ପାଣ୍ଡ୍ୟା
ଆଇପିଏଲ୍ ୨୦୨୪ ଆରମ୍ଭ ହେବା ଦିନରୁ ପ୍ରଶଂସକଙ୍କ ସମାଲୋଚନାର ଶିକାର ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ରୋହିତ ଶର୍ମାଙ୍କୁ ବାଦ ଦେଇ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ହାର୍ଦ୍ଦିକଙ୍କୁ ନିଯୁକ୍ତ କରିବା ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନଥିଲେ। ଫଳରେ ପ୍ରତ୍ୟେକ ଥର ହାର୍ଦ୍ଦିକ…
ବିସିସିଆଇର ଋତୁରାଜ-ରାହୁଲଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ ଖେଳାଯାଇଥିଲା । ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ୮ ଉଇକେଟ୍ରେ ପରାସ୍ତ କରିଛି। କିନ୍ତୁ ଏହି ମ୍ୟାଚରେ ଉଭୟ ଦଳର ଅଧିନାୟକଙ୍କୁ ଭୁଲ ହେତୁ…
ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍କା
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯ ରନରେ ପରାସ୍ତ କରିଛି। ଏଥି ସହିତ ଏହି ବିଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ପହଞ୍ଚିଛି। ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ୭ଟି ମ୍ୟାଚରେ ୬ ପଏଣ୍ଟ ପାଇଛି । ତେବେ ପଞ୍ଜାବ…