Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ଇତିହାସ ରଚିଲା ଆମେରିକା
ଟି-୨୦ ବିଶ୍ୱକପ୍ରେ ବଡ଼ ବିପର୍ଯ୍ୟୟ ଘଟିଛି। ପାକିସ୍ତାନ ଏବଂ ଆମେରିକା ମଧ୍ୟରେ ମ୍ୟାଚ ଉଭୟ ଇନିଂସ ଶେଷ ହେବା ପର୍ଯ୍ୟନ୍ତ ଟାଇରେ ଶେଷ ହୋଇଥିଲା। କିନ୍ତୁ ସୁପର ଓଭରରେ ପାକିସ୍ତାନକୁ ପରାସ୍ତ କରି ଆମେରିକା ଇତିହାସ ସୃଷ୍ଟି କରିଛି। ସୁପର ଓଭରରେ ମହମ୍ମଦ ଆମିରଙ୍କ କ୍ରମାଗତ ଓ୍ବାଇଡ୍…
ଭାରତ ୮ୱିକେଟ୍ରେ ଆୟର୍ଲାଣ୍ଡକୁ ପରାସ୍ତ କରି ଖାତା ଖୋଲିଛି
ନସାଉ କାଉଣ୍ଟି ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ୍ରେ ଭାରତ ୮ୱିକେଟ୍ରେ ଆୟର୍ଲାଣ୍ଡକୁ ପରାସ୍ତ କରି ଖାତା ଖୋଲିଛି। ପ୍ରଥମେ ବୋଲରମାନେ ଆୟର୍ଲାଣ୍ଡକୁ ୯୬ ରନ୍ରେ ଅଲ୍ଆଉଟ୍ କରି ଦେଇଥିଲେ। ପରେ ରୋହିତ ଶର୍ମା (୫୨) ଓ ଋଷଭ ପନ୍ତ୍ (୩୬*) ଭାରତକୁ ୧୨.୨ ଓଭରରେ ଜିତାଇଥିଲେ। ଆହତ…
ଆଜିଠାରୁ ଭାରତର ବିଶ୍ବକପ୍ ଅଭିଯାନ
ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍ରେ ବୁଧବାର ଆୟର୍ଲାଣ୍ଡ୍ ବିପକ୍ଷରେ ଭାରତ ପ୍ରଥମ ମ୍ୟାଚ୍ ଖେଳିବ। ଭାରତୀୟ ଦଳକୁ ‘ନୂଆ ବୋତଲରେ ପୁରୁଣା ମଦ’ କୁହାଯାଉଥିଲେ ମଧ୍ୟ ଏଭଳି ସମାଲୋଚନାକୁ ଖେଳାଳିମାନେ ଜବାବ ଦେବେ ବୋଲି ବିଶ୍ବାସ କରାଯାଉଛି। ଦୁଇ ମାସ ଧରି ଆଇପିଏଲ୍ ଖେଳି ବିଶ୍ବକପ୍…
ମେଦଭେଦେଭ ବିଦା: କ୍ବାର୍ଟରରେ ସାବାଲେଙ୍କା, ରିବାକିନା
ବିଶ୍ବ ୫ ନମ୍ବର ତଥା ୨୦୨୧ ୟୁଏସ୍ ଓପନ୍ ବିଜେତା ଡାନିଲ ମେଦଭେଦେଭ ଚଳିତ ଫ୍ରେଞ୍ଚ୍ ଓପନ୍ ଟେନିସ୍ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ସୋମବାର ପ୍ରିକ୍ବାର୍ଟରଫାଇନାଲ୍ରେ ଏହି ରୁଷିଆ ଖେଳାଳିଙ୍କୁ ୪-୬, ୬-୨, ୬-୧, ୬-୩ ସେଟ୍ରେ ପରାସ୍ତ କରି ଅଷ୍ଟ୍ରେଲିଆର ଆଲେକ୍ସ ଡି’ମିନୌର…
ଶ୍ରୀଲଙ୍କାକୁ ହରାଇଲା ଦକ୍ଷିଣ ଆଫ୍ରିକା
ଟ୍ବେଣ୍ଟି-୨୦ ବିଶ୍ବକପ୍ର ଚତୁର୍ଥ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୬ ୱିକେଟ୍ରେ ପୂର୍ବତନ ବିଜେତା ଶ୍ରୀଲଙ୍କାକୁ ପରାସ୍ତ କରିଛି। ଅଳ୍ପ ସ୍କୋର୍ ବିଶିଷ୍ଟ ଏହି ମ୍ୟାଚ୍ରେ ୭୮ ରନ୍ର ବିଜୟ ଲକ୍ଷ୍ୟକୁ ହାସଲ ପାଇଁ କିନ୍ତୁ ଦକ୍ଷିଣ ଆଫ୍ରିକାକୁ ଖୁବ୍ କସରତ କରିବାକୁ ପଡ଼ିଛି। ୧୬.୨ ଓଭରରେ ଐଦେନ…
ଟି୨୦ ରାଙ୍କିଙ୍ଗ୍: ପୁଣି ବାଜି ମାରିଲେ ସୂର୍ଯ୍ୟକୁମାର
ଭାରତର ସୂର୍ଯ୍ୟକୁମାର ଯାଦବ କ୍ରମାଗତ 2ୟ ବର୍ଷ ଲାଗି ବର୍ଷର ଶ୍ରେଷ୍ଠ ଟ୍ବେଣ୍ଟି 20 କ୍ରିକେଟର ପୁରସ୍କାର ପାଇଛନ୍ତି । ଟି 20 କ୍ରିକେଟରେ ତାଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁଁ ସୂର୍ଯ୍ୟଙ୍କୁ ଏହି ସମ୍ମନଜନକ ପୁରସ୍କାର ମିଳିଛି । ଆସନ୍ତା ଟ୍ବେଣ୍ଟି 20 ବିଶ୍ବକପରେ ସୂର୍ଯ୍ୟକମୁାର ଭରତୀୟ ଦଳର…
ଯୁବରାଜଙ୍କ ଭବିଷ୍ୟବାଣୀ
ଭାରତୀୟ ଦଳ ଦ୍ୱିତୀୟଥର ପାଇଁ ଟି-୨୦ ଚାମ୍ପିୟନ ହେବାକୁ ଆସିଛି। ଜୁନ ୫ରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତ ପ୍ରଥମ ମ୍ୟାଚ ଖେଳିବ। ଏହା ପରେ ଦଳକୁ ଜୁନ ୯ରେ ପାକିସ୍ତାନ, ଜୁନ ୧୨ରେ ଆମେରିକା ଏବଂ ଜୁନ ୧୫ରେ କାନାଡା ସହିତ ମୁହାଁମୁହିଁ ହେବାକୁ ପଡିବ। ତେବେ ବିଶ୍ୱକପ ଜିତିବା ଯାତ୍ରା ଟିମ ଇଣ୍ଡିଆ…
ଆମେରିକାର ଐତିହାସିକ ବିଜୟୀ
ଟି ୨୦ ବିଶ୍ବକପ ୨୦୨୪ଉଦଘାଟନୀ ମୁକାବିଲାରେ ଐତିହାସିକ ବିଜୟ ହାସଲ କରିଛି ସହ-ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା। ପ୍ରଥମ ମ୍ୟାଚରେ ଆମେରିକା କାନାଡାକୁ ୭ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଆମେରିକା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା, ଯାହାକି ସେମାନଙ୍କ ସପକ୍ଷରେ…
ଅଷ୍ଟ୍ରେଲିଆକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ
ଟି୨୦ କ୍ରିକେଟ ବିଶ୍ୱକପ୍ ପୂର୍ବରୁ ଆୟୋଜିତ ଏକ ଓ୍ବାର୍ମଅପ୍ ମ୍ୟାଚରେ ନିକୋଲାସ ପୁରନ ଓ ରୋଭମାନ ପାଓ୍ବେଲଙ୍କ ଅର୍ଦ୍ଧଶତକ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ୯ଜଣିଆ ଅଷ୍ଟ୍ରେଲିଆ ଦଳକୁ ୩୫ ରନ୍ରେ ପରାସ୍ତ କରିଛି। ନାମ୍ବିୟା ବିପକ୍ଷ ମ୍ୟାଚ ଭଳି ଅଷ୍ଟ୍ରେଲିଆ ୯ଜଣ ଖେଳାଳିଙ୍କୁ ନେଇ ଏହି ମ୍ୟାଚ…
ଇତିହାସ ରଚିଲେ ବାବର ଆଜମ
ପାକିସ୍ତାନ ଅଧିନାୟକ ବାବର ଆଜାମ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଚତୁର୍ଥ ଟି-୨୦ରେ ୫ ଚୌକା ଓ ଗୋଟିଏ ଛକା ସହାୟତାରେ ୨୨ ବଲରେ ୩୬ ରନ ସ୍କୋର କରି ଇତିହାସ ସୃଷ୍ଟି କରିଥିଲେ। ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଏହି ଇନିଂସ ଯୋଗୁ ପାକିସ୍ତାନ ଅଧିନାୟକ ଅନ୍ତର୍ଜାତୀୟ ଟି-୨୦ରେ ୪୦୦୦ ରନ…