Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ବିଶ୍ବକପ୍ରେ କୋହଲି ଓପନିଂ କରନ୍ତୁ: ଗାଙ୍ଗୁଲି
ଟ୍ବେଣ୍ଟି-୨୦ ବିଶ୍ବକପ୍ ପାଇଁ ଭାରତୀୟ କ୍ରିକେଟ୍ ଦଳର ପ୍ରଥମ ପର୍ଯ୍ୟାୟ ଗସ୍ତ ଚଳିତ ମାସ ୨୪ ତାରିଖରୁ ଆରମ୍ଭ ହେବ। ବିଶ୍ବକପ୍ ଦଳରେ ଥିବା ଯେଉଁ ଖେଳାଳିମାନେ ଆଇପିଏଲ୍ ପ୍ଲେଅଫ୍କୁ ଯୋଗ୍ୟତା ଅର୍ଜନ ନକରିପାରିବେ, ସେମାନେ ତୁରନ୍ତ ଆମେରିକା ଗସ୍ତ କରିବେ। ପ୍ରଥମ ପର୍ଯ୍ୟାୟରେ କିଛି…
ଖୁବ୍ ଶୀଘ୍ର ନୂତନ କୋଚ୍ ପାଇଁ ବିଜ୍ଞାପନ ପ୍ରକାଶ କରିବ ବିସିସିଆଇ
ବିସିସିଆଇ ଖୁବ ଶୀଘ୍ର ଏକ ନୂତନ କୋଚ୍ ପାଇଁ ଏକ ବିଜ୍ଞାପନ ପ୍ରକାଶ କରିବ। ବୁଧବାର ମୁମ୍ବାଇରେ ବିସିସିଆଇ ସଚିବ ଜୟ ଶାହା ଏହା ପ୍ରକାଶ କରିଛନ୍ତି।ବିସିସିଆଇ ସଚିବ କହିଛନ୍ତି, “ରାହୁଲଙ୍କ କାର୍ଯ୍ୟକାଳ ଜୁନ୍ ପର୍ଯ୍ୟନ୍ତ ରହିଛି। ତେଣୁ ଯଦି ସେ ଭାରତୀୟ ଦଳ ସହିତ ଆଗକୁ ରହିବାକୁ ଚାହୁଁଛନ୍ତି,…
କେ.ଏଲ ରାହୁଲଙ୍କ ଉପରେ ରାଗି ଉଠିଲେ
ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ ମଧ୍ୟରେ ମ୍ୟାଚ ପରେ ଏକ ବିବାଦ ସାମ୍ନାକୁ ଆସିଛି ଯାହା କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି । ଏହି ମ୍ୟାଚରେ ଲକ୍ଷ୍ନୌ ଟିମ୍କୁ ସନରାଇଜର୍ସ ହାଇଦ୍ରାବାଦ ଠାରୁ ୧୦ ୱିକେଟ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।…
ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ
ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ ସହରରେ ଏହି ମଶାଲ ପ୍ରବେଶ କରିବ। ଏପ୍ରିଲ ୧୬ ତାରିଖରେ ଦକ୍ଷିଣ ଗ୍ରୀସ୍ର ଏଥେନ୍ସରେ ଥିବା ପୁରାତନ ଗେମ୍ସ ଭେନ୍ୟୁରେ ମଶାଲରେ ଅଗ୍ନି ସଂଯୋଗ…
ଟି-୨୦ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆର ଜର୍ସି ଲଞ୍ଚ୍
ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍ ହୋଇଛି॥ ଭାରତୀୟ ଦଳର ଜର୍ସି ବିଶ୍ୱ କ୍ରୀଡ଼ା ପୋଷାକ ବ୍ରାଣ୍ଡ ଆଡିଡାସ ଦ୍ୱାରା ନିର୍ମିତ। ବର୍ତ୍ତମାନ ‘ଆଡିଡାସ ଇଣ୍ଡିଆ’ ଇନଷ୍ଟାଗ୍ରାମରେ ଗ୍ରାଫିକ୍ସ ମାଧ୍ୟମରେ ଭାରତୀୟ ଦଳର ଜର୍ସି…
ଇତିହାସ ରଚିଲେ ଧୋନୀ
ବିଜୟ ସହ ଚେନ୍ନାଇ ଷଷ୍ଠ ସ୍ଥାନରୁ ଉଠି ତୃତୀୟ ସ୍ଥାନରେ ପହଞ୍ଚିଛି । ତେବେ ଏହି ମ୍ୟାଚରେ ଏକ ଇତିହାସ ସୃଷ୍ଟି କରିଛନ୍ତି ଦଳର ପୂର୍ବତନ ଅଧିନାୟକ ଏମ.ଏସ ଧୋନୀ । ପଞ୍ଜାବ ବିପକ୍ଷ ମ୍ୟାଚରେ ଧୋନୀ ପ୍ରଥମ ବଲରେ ନିଜ ୱିକେଟ ହରାଇ ପାଭିଲିୟନ୍ ଫେରିଛନ୍ତି । କିନ୍ତୁ ୱିକେଟ କିପର ଭାବରେ ଏକ…
ଆଇପିଏଲ୍ରୁ ବାଦ୍ ପଡ଼ିଲେ ମୟଙ୍କ
ପେସ୍ ସେନ୍ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅବଶିଷ୍ଟାଂଶରୁ ବାଦ୍ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍ ଜଷ୍ଟିନ ଲାଙ୍ଗର ଏହା ସ୍ପଷ୍ଟ କରିଛନ୍ତି। ମୟଙ୍କ ତାଙ୍କ ତଳିପେଟ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ମୟଙ୍କ ୪ଟି ଆଇପିଏଲ ମ୍ୟାଚ ଖେଳି ୭…
ଶ୍ରୀନାଥଙ୍କୁ ଗୁରୁଦାୟିତ୍ୱ
ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର ନୀତୀନ ମେନନ ଓ ଜୟରମଣ ମଦନଗୋପାଳ ଭାରତୀୟ ପ୍ରତିନିଧି ରହିବେ। ଜୁନ୍ ୧ରୁ ଆରମ୍ଭ ହେଉଥିବା ଇଭେଣ୍ଟ ଲାଗି ଆଇସିସି ଶୁକ୍ରବାର ୨୬…
ଦ୍ବନ୍ଦ୍ବ ଦୂର କଲେ ରୋହିତ, ଅଗରକର
ଚଳିତ ଆଇପିଏଲ୍ରେ ଚମତ୍କାର ପ୍ରଦର୍ଶନ କରିବା ସତ୍ତ୍ବେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍ ଅଧିନାୟକ କେଏଲ୍ ରାହୁଲ ଟ୍ବେଣ୍ଟି-୨୦ ବିଶ୍ବକପ୍ ଦଳରେ ସ୍ଥାନ ପାଇ ନାହାନ୍ତି। ଯାହା କ୍ରିକେଟ୍ ବିଶେଷଜ୍ଞଙ୍କ ସହ ତାଙ୍କ ପ୍ରଶଂସକଙ୍କୁ ବିସ୍ମିତ କରିଛି। ଏପରିକି ବହୁ ପୂର୍ବତନ କ୍ରିକେଟର୍ ଅଗରକରଙ୍କ…
ସ୍ବଦେଶ ଫେରିଯିବେ ଇଂଲଣ୍ଡ ଖେଳାଳି
ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ପୂର୍ବରୁ ଇଂଲଣ୍ଡ ଦଳ ପାକିସ୍ତାନ ସହିତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ମେ ୨୨ରୁ ଆରମ୍ଭ ହେବ। ଏହି ସମୟରେ, ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ନିକଟରେ ଘୋଷଣା କରିଛି ଯେ, ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଇଂଲଣ୍ଡ ଖେଳାଳି ଉପଲବ୍ଧ…