Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Sports
All sports related news will be uploaded
ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି, ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି । ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆଜିର ମ୍ୟାଚ୍ ବହୁତ ଉତ୍କଣ୍ଠା ଭରା ଥିଲା । ହଜାର ହଜାର ଦର୍ଶକ ଏହାକୁ ଦେଖି ଆନନ୍ଦିତ ହୋଇଛନ୍ତି । ଭାରତୀୟ ଟିମ୍…
ଭାରତ ଜିତିଲା ପ୍ରଥମ ମ୍ୟାଚ୍: ଦମଦାର ବ୍ୟାଟିଂ ଓ କଡ଼ା ବୋଲିଂ ରେ ପରାସ୍ତ ହେଲା ଦକ୍ଷିଣ ଆଫ୍ରିକା
କଟକ, ଡିସେମ୍ବର ୯: ଦୀର୍ଘ ପ୍ରତୀକ୍ଷା ପରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଅନୁଷ୍ଠିତ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ T20I ମ୍ୟାଚ୍ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ ହୋଇଛି। ଏହି ବିଜୟ ସହିତ ଭାରତ ୫ ମ୍ୟାଚ୍ ବିଶିଷ୍ଟ T20I ସିରିଜ୍ରେ ୧-୦ରେ ଅଗ୍ରଣୀ ହାସଲ କରିଛି। ୧୦୧ ରନରେ…
ଐତିହାସିକ ବାରବାଟୀ ଷ୍ଟାଡିୟମରେ ଭାରତୀୟ କ୍ରିକେଟ୍ ଟିମ୍ ର ଦମ୍ଦାର ବିଜୟ
ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମ୍ଦାର ବିଜୟ ହାସଲ କରିଛି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ବିସ୍ଫୋରକ ବ୍ୟାଟିଂ ଓ ବୋଲରଙ୍କ ଦମଦାର ବୋଲିଂ ଫଳରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍କୁ…
ବାରବାଟୀ ଟି-୨୦ ମ୍ୟାଚ: ଭାରତର ତୃତୀୟ ଓ୍ୱିକେଟ୍ର ପତନ
ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍ର ପତନ ଘଟିଛି । ଅଭିଷେକ୍ ଶର୍ମା ୧୭ ରନ୍ କରି ସିମ୍ପାଲାଙ୍କ ଓଭର୍ରେ କ୍ୟାଚ୍ ଆଉଟ୍ ହୋଇଥିଲେ । ଭାରତର ସ୍କୋର ୧୭ ରନ୍ରେ ଭାରତର ସୂର୍ଯ୍ୟକୁମାର ଯାଦବ ୧୨ ରନ୍ କରି ଆଉଟ୍ ହୋଇଥିଲେ । ଲୁଙ୍ଗି ନିଗିଡିଙ୍କ ବଲ୍ରେ ସେ କ୍ୟାଚ୍…
ଆଜି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍: କ୍ରୁଟ୍ ପକ୍ଷରୁ ଚଳାଚଳ ହେବ ସ୍ୱତନ୍ତ୍ର…
ଆଜି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। କଟକ ବାରବାଟୀ ଷ୍ଟାଡ଼ିୟମ୍ରେ ହେବାକୁ ଥିବା କ୍ରିକେଟ୍ ମ୍ୟାଚ୍କୁ ନେଇ ରହିଛି ପ୍ରତ୍ୟେକଙ୍କ ମନରେ ଉତ୍ସାହ । ଏହାକୁ ଲକ୍ଷ୍ୟ କରି କ୍ରୁଟ୍ ପକ୍ଷରୁ ଚଳାଚଳ ହେବ ସ୍ୱତନ୍ତ୍ର ବସ୍ ସେବା । ଏକାଧିକ ସ୍ଥାନରୁ ଚଳାଚଳ…
ବାସ ଆଉ କେଇ ଘଣ୍ଟାକୁ ଅପେକ୍ଷା , ସନ୍ଧ୍ୟାରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍
ସରିଲା ପ୍ରତୀକ୍ଷା । ଛକା ଓ ଚୌକା ବର୍ଷାରେ କମ୍ପି ଉଠିବ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ । ବାସ ଆଉ କେଇ ଘଣ୍ଟାକୁ ଅପେକ୍ଷା । ସନ୍ଧ୍ୟା ୭ଟାରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ । ୫ ମ୍ୟାଚ୍ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ବାରବାଟୀରୁ ଆରମ୍ଭ ହେବ । ଘରୋଇ ଦଳ…
ବାରବାଟୀ T20: ଭାରତର ସମ୍ଭାବ୍ୟ ଚୂଡ଼ାନ୍ତ ଏକାଦଶ କିପରି ହେବ?
ଟେଷ୍ଟ ଓ ଦିନିକିଆ ମ୍ୟାଚ୍ର ଉତ୍ତେଜନା ସମାପ୍ତ ହେବା ପରେ, ଡିସେମ୍ବର ୯ ତାରିଖରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ T20 ଆନ୍ତର୍ଜାତୀୟ ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ପ୍ରତିଷ୍ଠିତ ସିରିଜ୍ର ପ୍ରଥମ ମୁକାବିଲା କଟକର ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ। ଏହି…
ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍ର ଖେଳାଳି
ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ପାଇଁ ଦର୍ଶକଙ୍କ ମଧ୍ୟରେ ପ୍ରବକ ଉତ୍କଣ୍ଠା । ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍ର ଖେଳାଳି । ଏହି ମ୍ୟାଚରେ ବାରବାଟୀ ଷ୍ଟାଡିୟମ୍ରେ ପ୍ରଥମ ଥର ଓପନ୍ କନସର୍ଟ ଅନୁରୂପ ଅନୁଭୂତି ନେବେ…
କଟକରେ ଟି-୨୦ ମ୍ୟାଚ୍ ପୂର୍ବରୁ ବଡ଼ ଧରଣର ଟିକେଟ୍ କଳାବଜାରୀ ରାକେଟ୍ , ୪ ଜଣ ଗିରଫ
କଟକ, ଡିସେମ୍ବର ୮: ବାରବାଟୀ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଥିବା ହାଇ-ଭୋଲଟେଜ୍ ଟି-୨୦ ମ୍ୟାଚ୍ ପୂର୍ବରୁ କଟକରେ ଟିକେଟ୍ କଳାବଜାରୀ କରୁଥିବା ଏକ ରାକେଟ୍କୁ କମିଶନରେଟ୍ ପୋଲିସ୍ ଠାବ କରିଛି। ଏହି ମାମଲାରେ ପୋଲିସ୍ ମୋଟ୍ ୪ ଜଣ କଳାବଜାରୀଙ୍କୁ ଗିରଫ କରିଛି।
କଟକରେ ଟିକେଟ୍ କଳାବଜାରୀ…
ବାରବାଟୀ ଲଢେଇ ଉପରେ ନଜର
ଟ୍ବେଣ୍ଟି-୨୦ ପାଇଁ ଶନିବାର ଉଭୟ ଦଳର ସମସ୍ତ ଖେଳାଳି ଭୁବନେଶ୍ବରରେ ପହଞ୍ଚିବେ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକାର ୫ଜଣ ଖେଳାଳି ଡୋନାଭାନ ଫେରେଇରା, ରିଜା ହେଣ୍ଡ୍ରିକ୍ସ, ଡେଭିଡ୍ ମିଲର, ଜର୍ଜ ଫେଡ୍ରିକ୍ ଲିଣ୍ଡେ, କ୍ବେନାମ ସେଗୋଫାଟ୍ସୋ ଗତକାଲି ଭୁବନେଶ୍ବରରେ ପହଞ୍ଚିଥିଲା ବେଳେ…