Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ଖେଳାଳିଙ୍କୁ ନେଇ ମୁମ୍ବାଇ ଇଣ୍ଡିଆନ୍ସର ବଢିଲା ଚିନ୍ତା
ଆଇପିଏଲ୍ ୨୦୨୪ ମାର୍ଚ୍ଚ ୨୨ ରୁ ଆରମ୍ଭ ହେବ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ମାର୍ଚ୍ଚ ୨୪ରେ ଗୁଜରାଟ ଟାଇଟାନ୍ସ ବିପକ୍ଷ ଟୁର୍ନାମେଣ୍ଟରେ ମୁମ୍ବାଇ ଇଣ୍ଡିଆନ୍ସ ଦଳ ଏହାର ପ୍ରଥମ ମ୍ୟାଚ…
ଭାରତକୁ ପଛରେ ପକାଇ ପାରିଲାନି ଅଷ୍ଟ୍ରେଲିଆ
ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୨ ମ୍ୟାଚ ବିଶିଷ୍ଟ ସିରିଜ୍ରେ କ୍ଲିନ୍ସୁଇପ୍ କରିଛି। ଲଗାତାର ଦୁଇଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ପଏଣ୍ଟ ଟେବୁଲରେ ଭାରତକୁ ପଛରେ ପକାଇ ପାରି ନାହିଁ। ନିକଟରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷ…
ଋଷଭ ପନ୍ତଙ୍କୁ ମିଳିଲା ଗ୍ରୀନ୍ ସିଗନାଲ
ଆଇପିଏଲ୍ ୨୦୨୪ ପୂର୍ବରୁ ଏକ ବଡ଼ ଖୁସି ଖବର। ପନ୍ତ ବର୍ତ୍ତମାନ ଆଇପିଏଲ୍ ୨୦୨୪ ପାଇଁ କିଛି ଶୁଟ୍ କରୁଛନ୍ତି। ଏହାପରେ ସେ ଦିଲ୍ଲୀର ପ୍ରି-ସିଜନ୍ କ୍ୟାମ୍ପରେ ଯୋଗଦେବା ପାଇଁ ଭାଇଜାଗକୁ ଯିବା ପୂର୍ବରୁ ସେ କିଛି ଦିନ ଦିଲ୍ଲୀ ଆସିବାର ସମ୍ଭାବନା ରହିଛି। ଡିସି ଏହାର ପ୍ରଥମ ଦୁଇଟି ମ୍ୟାଚ୍…
ଟିମ୍ ଇଣ୍ଡିଆକୁ ଲାଗିଛି ବଡ ଝଟକା
ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ୍ର ଦ୍ବିତୀୟ ଦିନ ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ କୀର୍ତ୍ତିମାନର ଦିନ ଥିଲା। ଧର୍ମଶାଳାର ଏଚ୍ପିସିଏ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ରୋହିତ ଦ୍ବାଦଶ ଟେଷ୍ଟ୍ ଶତକ ଅର୍ଜନ କରିଥିଲେ। ୧୬୨ ବଲ୍ର ସମ୍ମୁଖୀନ ହୋଇ ୧୩ ଚୌକା ଓ ୩ ଛକା…
ଭାରତ-ଇଂଲଣ୍ଡ ଶେଷ ଟେଷ୍ଟ ମ୍ୟାଚ: ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ୨୫୫ ରନରେ ଆଗୁଆ
ଆଜି ଭାରତ ଇଂଲଣ୍ଡ ଶେଷ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନ । ଆଜିର ମ୍ୟାଚରେ ଭାରତୀୟ ବ୍ୟାଟ୍ସମ୍ୟାନମାନେ ଦମଦାର ବ୍ୟାଟିଂ କରିଛନ୍ତି । ଫଳରେ ଦଳ ୪୭୩ ରନର ବିଶାଳ ସ୍କୋର କରିପାରିଛି । ଦଳ ପକ୍ଷରୁ ୨ଟି ବ୍ୟାଟ୍ସମ୍ୟାନ ଶତକ ଓ ୩ଟି ବ୍ୟାଟ୍ସମ୍ୟାନ ଅର୍ଦ୍ଧଶତକ କରିଛନ୍ତି । ଫଳରେ ଦଳ ଏବେ ୨୫୫ ରନରେ…
କୋହଲିଙ୍କୁ କାଟିଲେ ଜୟ
ଧର୍ମଶାଳା ଟେଷ୍ଟ୍ର ପ୍ରଥମ ଦିନରେ ଏକକାଳୀନ ବହୁ କୀର୍ତ୍ତିମାନ ସ୍ଥାପିତ ହୋଇଛି। କୋହଲା ପାଗରେ ପାଣି ବର୍ଷିବା ପରିବର୍ତ୍ତେ ରେକର୍ଡ ବର୍ଷା ଦେଖିବାକୁ ମିଳିଛି। କୁଲଦୀପ ଯାଦବ ଦ୍ରୁତତମ ୫୦ ୱିକେଟ୍ର ବିରଳ କ୍ଲବ୍ରେ ସାମିଲ ହୋଇଛନ୍ତି। ଅଧିନାୟକ ରୋହିତ ଶର୍ମା ପ୍ରଥମ…
ଭାରତୀୟ ଦଳରେ ପରିବର୍ତ୍ତନ
ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ ଇଂଲଣ୍ଡ ଦଳ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ…
ଖେଳାଳିଙ୍କ ପାଇଁ ଖୁସିଖବର
କେନ୍ଦ୍ର ସରକାରଙ୍କ ପକ୍ଷରୁ ଖେଳାଳିଙ୍କୁ ନିଯୁକ୍ତି ଏବଂ ପଦୋନ୍ନତି ମାମଲାରେ ଥିବା ନିର୍ଦ୍ଦେଶନାମାକୁ ସଂଶୋଧନ କରାଯାଇଛି। ବର୍ତ୍ତମାନ ସମୟରେ ମହତ୍ୱପୂର୍ଣ୍ଣ ପାଲଟିଥିବା ପ୍ରତିଯୋଗିତାଗୁଡ଼ିକୁ ଏଥିରେ ସାମିଲ କରାଯାଇଛି। ଫଳରେ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିବା ଖେଳାଳି ଖେଳ କୋଟାରେ…
ଆଇପିଏଲ୍ରେ ସରପ୍ରାଇଜ୍ ଦେବେ ଧୋନୀ
ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସକୁ ତାଙ୍କ ଅଧିନାୟକତ୍ୱରେ ଆଇପିଏଲ ୨୦୨୩ ଟାଇଟଲ ଜିତିଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ୫ଟି ଆଇପିଏଲ ଟାଇଟଲ ଜିତିଛି। ଏବେ ପୁଣି ଥରେ ପ୍ରଶଂସକମାନେ ଆଶା କରୁଛନ୍ତି ଯେ ଧୋନୀ ଅଧିନାୟକ ଭାବେ ଚେନ୍ନାଇ ପାଇଁ କିଛି କରିବେ। କିନ୍ତୁ…
୧୭୨ ରନ୍ରେ ଜିତିଲା ଅଷ୍ଟ୍ରେଲିଆ
ସ୍ପିନର ନାଥନ ଲିୟନଙ୍କ ଯାଦୁକରୀ ସ୍ପିନ୍ ବୋଲିଂ ବଳରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟକୁ ୧୭୨ ରନ୍ରେ ଜିତି ନେଇଛି ଅଷ୍ଟ୍ରେଲିଆ। ଲିୟନ ୬ ଉଇକେଟ ନେଇଥିବା ବେଳେ ୩୬୯ ରନ୍ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡ ମାତ୍ର ୧୯୬ ରନ୍ରେ ସୀମିତ ରହିଥିଲା। ଚତୁର୍ଥ ଦିନର ଲଞ୍ଚ ଠିକ୍ ପରେ…