Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Sports
All sports related news will be uploaded
ନଭେମ୍ବର ମାସର ଶ୍ରେଷ୍ଠ ଖେଳାଳି ମହମ୍ମଦ ସାମି
ନୂଆଦିଲ୍ଲୀ: ଆଇସିସି ପକ୍ଷରୁ ଘୋଷଣା ହୋଇଛି ପ୍ଲେୟାର ଅଫ ଦ ମନ୍ଥ । ନଭେମ୍ବର ମାସର ଶ୍ରେଷ୍ଠ ଖେଳାଳି ଘୋଷଣା କରିଛି ଆଇସିସି । ଭାରତୀୟ ଦୃତ ବୋଲର ମହମ୍ମଦ ସାମିଙ୍କ ନାମକୁ ଘୋଷଣା କରାଯାଇଛି । ସାମିଙ୍କ ସହ ଟ୍ରାଭିସ ହେଡ୍ ଏବଂ ମ୍ୟାକ୍ସଓ୍ବେଲ ମଧ୍ୟ ଏଥିରେ ରହିଛନ୍ତି । ନିକଟରେ…
ମୋତେ ଟି୨୦ ବିଶ୍ୱକପରେ ଦାୟିତ୍ୱ ଦେବାକୁ ଚାହୁଁଛନ୍ତି
ବିଶ୍ୱକପ ୨୦୨୩ ପରେ ଭାରତୀୟ ଟିମର ପ୍ରଦର୍ଶନକୁ ରିଭ୍ୟୁ କରିବା ପରେ ବିସିସିଆଇ ଅଧିକାରୀ ଏକ ବୈଠକ ଡାକିଛନ୍ତି । ଏହି ବୈଠକରେ ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ କଥାବାର୍ତ୍ତା ହୋଇଛି । ଏହି ବୈଠକରେ ରୋହିତ ଶର୍ମା ଏବଂ ରାହୁଲ ଦ୍ରାବିଡଙ୍କୁ ନେଇ ଆଲୋଚନା କରାଯାଇଥିଲା…
ନୀତା ଅମ୍ବାନୀଙ୍କୁ ସ୍ପୋର୍ଟ୍ସ ଲିଡର-ଅଫ୍-ଦି-ଇୟର ପୁରସ୍କାର
ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଭାରତରେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର (ମହିଳା) ପୁରସ୍କାର ମିଳିଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ସିଆଇଆଇ ସ୍କୋରକାର୍ଡ଼ ୨୦୨୩ କାର୍ଯ୍ୟକ୍ରମରେ ତାଙ୍କୁ…
ପାଣ୍ଡ୍ୟା ହେଉଛନ୍ତି ଜଣେ ଦକ୍ଷ ଅଲରାଉଣ୍ଡର
ଟିମ ଇଣ୍ଡିଆକୁ ବହୁ ମ୍ୟାଚ ବିଜୟୀ କରିଥିବା ପାଣ୍ଡ୍ୟା ଆହତ କାରଣରୁ ବିଶ୍ବକପ ଅଧାରୁ ଟିମରୁ ବାଦ ପଡ଼ିଥିଲେ । ତେବେ ଏହି ଭେଟେରାନ ଅଲରାଉଣ୍ଡରଙ୍କୁ ନେଇ ପୂର୍ବତନ ଭାରତୀୟ କ୍ରିକେଟର ଅଜୟ ଜାଡେଜା ନିଜର ପ୍ରତିକ୍ରିୟା ରଖିଛନ୍ତି । ଏକ ଜାତୀୟ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ କହିଛନ୍ତି…
ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇଲା ଭାରତ
ରାୟପୁର : ରାୟପୁରରେ ଆଜି ଖେଳାଯାଇଥିବା ଚତୁର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି ଭାରତ। ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇ ୫ ଟିକିଆ ସିରିଜ୍ କୁ ୩-୧ରେ କବଜା କରି ନେଇଛି ଘରୋଇ ଦଳ। ଭାରତ ପକ୍ଷରୁ ରଖାଯାଇଥିବା ୧୭୫ ରନ ଲକ୍ଷ୍ୟ ଜବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୧୫୪ ରନ କରିପାରିଥିଲା ।…
ଅଷ୍ଟ୍ରେଲିଆ ଆଗରେ ୧୭୫ ରନର ଲକ୍ଷ୍ୟ ରଖିଲା ଭାରତ
ରାୟପୁର : ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆ ଆଗରେ ୧୭୫ ରନର ବିଜୟ ଲକ୍ଷ୍ୟ ରଖିଛି ଟିମ୍ ଭାରତ । ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଦୁଇ ଓପନର ଋତୁରାଜ ଗାଏକ୍ବାଡ୍ ଓ ଯଶସ୍ବୀ ଜୟସ୍ବାଲ ସତର୍କତାର ସହ ଇନିଂସ ଆରମ୍ଭ କରିବା ସହ ଭାରତକୁ ଏକ ଭଲ ଆରମ୍ଭ…
ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟ୍ବେଣ୍ଟି-୨୦ ଆଜି
ରାଇପୁର: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟ୍ବେଣ୍ଟି-୨୦ ଚତୁର୍ଥ ମୁକାବିଲା ଆଜି ଖେଳାଯିବ। ୫ ମ୍ୟାଚ୍ ଶୃଙ୍ଖଳାରେ ସୂର୍ଯ୍ୟକୁମାର ଯାଦବଙ୍କ ଦଳ ଏବେ ୨-୧ରେ ଆଗୁଆ ରହିଛି। ଶୁକ୍ରବାର ଭାରତ ଜିତିଲେ ନିଶ୍ଚିତ ଶୃଙ୍ଖଳାରେ ସଫଳତା ଅର୍ଜନ କରିବ। ମାଥ୍ୟୁ ୱେଡଙ୍କ ଦଳ ନିଶ୍ଚିତ ଶୃଙ୍ଖଳାକୁ…
ଦିନିକିଆ ମ୍ୟାଚ ଖେଳିବେନି କୋହଲି
ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ ପରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ ଖେଳିବ ଭାରତ । ଦକ୍ଷିଣ ଆଫ୍ରିକାରେ ଭାରତୀୟ ଦଳ ୩ଟି ଟେଷ୍ଟ ଏବଂ ଦିନିକିଆ ଖେଳିବା ସହ ୨ଟି ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବାକୁ ଯାଉଛି । ବିଶ୍ବକପରେ ପରେ ବିଶ୍ରାମ ନେଇଥିବା ବିରାଟ କୋହଲି ଦକ୍ଷିଣ ଆଫ୍ରିକା…
ପୁଣିଥରେ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଦାୟିତ୍ୱ ପାଇଲେ ରାହୁଲ ଦ୍ରାବିଡ
୨୦୨୩ ବିଶ୍ୱକପ୍ରେ ପରାଜୟ ପରେ ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପରିବର୍ତ୍ତନ ହେବ କି ନାହିଁ ପ୍ରଶ୍ନର ଉତ୍ତର ଦେଇଛି ବିସିସିଆଇ । ବୁଧବାର ଏକ ବଡ ଘୋଷଣା କରି ବିସିସିଆଇ ରାହୁଲ ଦ୍ରାବିଡଙ୍କୁ ମୁଖ୍ୟ ପ୍ରଶିକ୍ଷକ ଭାବରେ ରଖିଛି । ବିଶ୍ୱକପ ଫାଇନାଲ ପରେ ରାହୁଲ ଦ୍ରାବିଡଙ୍କ ଚୁକ୍ତି ଶେଷ…