Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ଶେଷ ବଲ୍ରୁ ବିଜୟ
ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୭୧ ରନ କରିଥିଲା। ଜବାବରେ ମୁମ୍ବାଇ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ ସଂଗ୍ରହ କରି ନେଇଥିଲା। ଶେଷ ବଲ୍ରୁ…
ଜିତିବା ଲକ୍ଷ୍ୟରେ ଭାରତ
ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟେଷ୍ଟ୍ ଦୁଇ ଦଳଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ହୋଇଯାଇଛି। କାରଣ ଭାରତ ଏବେ ୨-୧ରେ ଶୃଙ୍ଖଳାରେ ଆଗୁଆ ଥିବା ବେଳେ ରାଞ୍ଚିରେ ଜିତିଲେ ଶୃଙ୍ଖଳା କବ୍ଜା କରିନେବ। ତେଣୁ ଶୃଙ୍ଖଳାରେ ଜୀବିତ ରହିବାକୁ ହେଲେ ଇଂଲଣ୍ଡକୁ ଏହି ମ୍ୟାଚ୍ ଜିତିବା…
ଭଙ୍ଗାହେବ ବାରବାଟୀ ଷ୍ଟାଡିୟମ୍
ଓଡ଼ିଶା କ୍ରିକେଟ୍ର ପରିଚୟ କଟକ ବାରବାଟୀ ଷ୍ଟାଡିୟମ ହେବ ବିଶ୍ବସ୍ତରୀୟ। ବର୍ତ୍ତମାନର ଷ୍ଟାଡିୟମକୁ ସଂପୂର୍ଣ୍ଣ ଭାଂଗି ଦିଆଯାଇ ସେହି ସ୍ଥାନରେ ସମସ୍ତ ଅତ୍ୟାଧୁନିକ ସୁବିଧା ଥିବା ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯିବ। ପ୍ରାୟ ୬୦୦ କୋଟି ଟଙ୍କା ବ୍ୟୟରେ ଏହି ନୂତନ ଷ୍ଟାଡିୟମକୁ ନୂଆ…
ସଚିନଙ୍କ ପଛରେ ସଚିନ
ମାଷ୍ଟର୍ ବ୍ଲାଷ୍ଟର୍ ସଚିନ ତେନ୍ଦୁଲକରଙ୍କ ବହୁତ ବଡ଼ ପ୍ରଶଂସକ ଥିବାରୁ ବାପା ଶ୍ରଦ୍ଧାରେ ତାଙ୍କ ନା ରଖିଥିଲେ ‘ସଚିନ’। ସେହି କୁନି ସଚିନ ଆଜି ବଡ଼ ହୋଇଛି। ତେନ୍ଦୁଲକରଙ୍କ ପଦାଙ୍କ ଅନୁସରଣ କରି କ୍ରିକେଟ୍ ପିଚ୍ରେ କମାଲ କରୁଛି। ଡାହାଣ ହାତୀ ବ୍ୟାଟିଂ ସହ ତେନ୍ଦୁଲକରଙ୍କ ଭଳି ଡାହାଣହାତୀ…
ବିଦାୟ ନେଲେ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜକୁ ନେଇ ବର୍ତ୍ତମାନ ବ୍ୟସ୍ତ ରହିଛି ଟିମ ଇଣ୍ଡିଆ । ଏହାଭିତରେ ଭାରତୀୟ ଦଳର ଜଣେ ଷ୍ଟାର ଖେଳାଳି କ୍ରିକେଟର ସବୁ ଫର୍ମାଟରୁ ଅଚାନକ ଭାବରେ ଅବସର ଘୋଷଣା କରିଛନ୍ତି । ଟିମ ଇଣ୍ଡିଆରୁ କିଛି ଦିନ ଦୂରେଇ ରହିବା ପରେ ବର୍ତ୍ତମାନ କ୍ରିକେଟରୁ ବିଦାୟ ନେଇଛନ୍ତି ବେଙ୍ଗଲ…
ଯଶସ୍ବୀ ଜୟସ୍ବାଲଙ୍କ ଶତକ :ଭାରତର ରାଜକୋଟ ଟେଷ୍ଟ୍ରେ ସ୍ଥିତି ଦୃଢ଼
ଯଶସ୍ବୀ ଜୟସ୍ବାଲଙ୍କ ଶତକ ସହିତ ଭାରତ ଚଳିତ ରାଜକୋଟ ଟେଷ୍ଟ୍ରେ ସ୍ଥିତି ଦୃଢ଼ କରି ନେଇଛି। ତୃତୀୟ ଦିନ ଶେଷ ସୁଦ୍ଧା ଭାରତ (୧୯୬/୨) ହାତରେ ୮ ୱିକେଟ୍ ଥାଇ ୩୨୨ ରନ୍ର ଅଗ୍ରଣୀ ନେଇ ସାରିଛି। ପରିବାରରେ ଜରୁରୀ ସ୍ବାସ୍ଥ୍ୟ ପରିସ୍ଥିତି କାରଣରୁ ଆର୍ ଅଶ୍ବିନ୍ ଏହି ଟେଷ୍ଟ୍ରୁ ଓହରିଯାଇଥିବା…
ଇଂଲଣ୍ଡର ସ୍କୋର ୨୦୭/୨, ଭାରତ ଠାରୁ ୨୩୮ ରନ୍ ପଛରେ
ରାଜକୋଟ: ଗୁଜରାଟର ରାଜକୋଟସ୍ଥିତ ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏସ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ୩ୟ ଟେଷ୍ଟର ଦ୍ବିତୀୟ ଦିନ ଶୁକ୍ରବାର ଖେଳ ଶେଷସୁଦ୍ଧା ଇଂଲଣ୍ଡ ୨ ୱିକେଟ ହରାଇ ୨୦୭ ରନ୍ ସଂଗ୍ରହ କରିଛି। ଫଳରେ ଅତିଥି ଟିମ୍ ଘରୋଇ ଟିମ୍ ଠାରୁ ୨୩୮ ରନ୍ ପଛରେ ରହିଛି। ଇଂଲଣ୍ଡର ପାଳି…
ଅଷ୍ଟ୍ରେଲିଆଠୁ ହାରିଲା ଭାରତ
ଏଫ୍ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ହକିରେ ଅଷ୍ଟ୍ରେଲିଆ ୬-୪ ଗୋଲ୍ରେ ଭାରତକୁ ପରାସ୍ତ କରି ହ୍ୟାଟ୍ରିକ୍ ବିଜୟ ପାଇଛି। ପ୍ରଥମ ଦୁଇ କ୍ବାର୍ଟରରେ ଭାରତ ଆଧିପତ୍ୟ (୪-୨)ବିସ୍ତାର କରିଥିଲା ବେଳେ ଶେଷ ଦୁଇ କ୍ବାର୍ଟର ଅଷ୍ଟ୍ରେଲିଆ (୪-୦) ମ୍ୟାଚ୍ ଛଡ଼ାଇ ଆଣିଥିଲା। ଭୁବନେଶ୍ବର ଚରଣରେ ଭାରତ…
ରୋହିତ ୧୩୧ ରନ କରି ଆଉଟ :ପ୍ରଥମ ଦିନରେ ଭାରତ ୩୨୬/୫
ରାଜକୋଟରେ ଖେଳାଯାଉଥିବା ୩ୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୫ ଓ୍ବିକେଟରେ ୩୨୬ ରନ କରି ନିଜର ସ୍ଥିତି ସୁଦୃଢ କରିଛି । ପ୍ରଥମ ଦିନରେ ଭାରତ ପକ୍ଷରୁ ଦୁଇଟି ଆକର୍ଷଣୀୟ ଶତକ-ରୋହିତ ଶର୍ମା ଓ ରବୀନ୍ଦ୍ର ଜାଦେଜାଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି । ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ…
ଆଜି ଭାରତ ଇଂଲଣ୍ଡର ତୃତୀୟ ଟେଷ୍ଟ
ଆଜିଠୁ ଭାରତ ଇଂଲଣ୍ଡ ମଧ୍ଯରେ ତୃତୀୟ ଟେଷ୍ଟ । ରାଜକୋଟରେ ସକାଳ ୯ଟା ୩୦ରୁ ଆରମ୍ଭ ହେବ ମ୍ଯାଚ୍ । ସିରିଜରେ ଉଭୟ ଗୋଟିଏ ଲେଖାଏଁ ମ୍ଯାଚ ଜିତି ୧-୧ରେ ବରାବର ରହିଛନ୍ତି । ୫ ଟିକିଆ ସିରିଜରେ ଆଜିର ମ୍ଯାଚ ଜିତି ଅଗ୍ରଣୀ ରହିବାକୁ ଉଭୟ ଦଳ ଲକ୍ଷ ରଖିଛନ୍ତି । ଏଥିପାଇଁ ଭାରତ ସ୍ବତନ୍ତ୍ର ରଣନୀତି…