Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ବିଶ୍ୱର ନମ୍ବର-୧ ଅଲରାଉଣ୍ଡର
ଦିନିକିଆ ଅଲରାଉଣ୍ଡର ର଼୍ୟାଙ୍କିଙ୍ଗ୍ରେ ଆଫଗାନିସ୍ତାନର ଖେଳାଳି ମହମ୍ମଦ ନବି ଶୀର୍ଷରେ ପହଞ୍ଚିଛନ୍ତି। ନିକଟରେ ଆଇସିସି ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଏଥିରେ ନବି ୧ ନମ୍ବରରେ ପହଞ୍ଚିଛନ୍ତି। ଏହାପୂର୍ବରୁ ଦିନିକିଆ ଅଲରାଉଣ୍ଡର ର଼୍ୟାଙ୍କିଙ୍ଗରେ ବାଂଲାଦେଶର ଶାକିବ ଅଲ ହାସନ ଦଖଲ…
ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ଦତ୍ତାଜିରାବ ଗାଏକୱାଡଙ୍କ ପରଲୋକ
ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ଦତ୍ତାଜିରାବ ଗାଏକୱାଡଙ୍କ ପରଲୋକ ହୋଇଛି। ମଙ୍ଗଳବାର ବଡୋଦାରେ ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ପୂର୍ବତନ ଭାରତୀୟ ଖେଳାଳି ଇରଫାନ ପଠାନ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୫ବର୍ଷ ବୟସ ହୋଇଥିଲା। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ…
ସୁରେଶ ରାଇନାଙ୍କୁ ବଡ଼ ଦାୟିତ୍ୱ !
ଭାରତୀୟ ଭେଟେରାନ ପ୍ରିମିୟର ଲିଗର ପ୍ରଥମ ସିଜନରେ ସେ ୟୁପି ବାଟାଲିୟନର ଅଧିନାୟକ ଭାବେ ସୁରେଶ ରାଇନା ନଜର ଆସିବେ। ଭାରତର ସର୍ବଶ୍ରେଷ୍ଠ ଟି -୨୦ ଖେଳାଳି ଭାବେ ବିବେଚିତ ହୋଇଥିବା ରାଇନା ଉତ୍ତରପ୍ରଦେଶ ପାଇଁ ନିଜର ବ୍ୟାଟିଂ ଦକ୍ଷତା ଏବଂ ଅଧିନାୟକତ୍ୱ ପ୍ରଦର୍ଶନ କରି IVPL ର ଏକ ଅଂଶ…
ଭାରତକୁ ୭୩ ରନରେ ହରାଇ ଅଷ୍ଟ୍ରେଲିଆ ଚାମ୍ପିଅନ
ବେନୋନି: ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ୧୯ ବର୍ଷରୁ କମ ବିଶ୍ବକପ କ୍ରିକେଟରେ ଭାରତୀୟ ଦଳକୁ ୭୩ ରନରେ ପରାସ୍ତ କରି ବିଶ୍ବ ଚାମ୍ପିଅନ ହୋଇଛି ଅଷ୍ଟ୍ରେଲିଆ । ଚାମ୍ପିଅନ ହେବା ପାଇଁ ଭାରତ ଆଗରେ ୨୫୪ ରନର ଲକ୍ଷ୍ୟ ରଖିଥିଲା ଅଷ୍ଟ୍ରେଲିଆ ।
ଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ…
ଅଷ୍ଟ୍ରେଲିଆ ୫୦ ଓଭରରେ ୭ ୱିକେଟ ହରାଇ ୨୫୩ ରନ କରିଛି
ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଚାଲିଥିବା ୧୯ ବର୍ଷରୁ କମ୍ କ୍ରିକେଟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି । ଏହି କ୍ରମରେ ପ୍ରଥମେ ଅଷ୍ଟ୍ରେଲିଆ ବ୍ୟାଟିଂ କରି ୨୫୩ ରନ କରିଛି । ଅଷ୍ଟ୍ରେଲିଆ ୫୦ ଓଭରରେ ୭ ୱିଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଚାଲିଥିବା ୧୯ ବର୍ଷରୁ କମ୍ କ୍ରିକେଟ ବିଶ୍ୱକପର ଫାଇନାଲ…
ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି
ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍ ହକି କମ୍ପ୍ଲେକ୍ସରେ ଚାଲିଥିବା ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି ପ୍ରତିଯୋଗିତାର ପୁରୁଷଙ୍କ ଭୁବନେଶ୍ବର ଚରଣ ପ୍ରୋ ଲିଗ୍ କଳିଙ୍ଗରେ ଆରମ୍ଭ ହେବ। ଉଦ୍ଘାଟନୀ ଦିବସରେ ଘରୋଇ ଦଳ ଭାରତ ତା’ର ୨୦୨୩-୨୪ ଅଭିଯାନ ସ୍ପେନ୍ ବିପକ୍ଷରୁ ଆରମ୍ଭ କରିବାକୁ ଯାଉଛି।…
ଚିନ୍ତାରେ ଟିମ୍ ଇଣ୍ଡିଆ
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭାରତକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗିଛି । ଜଣଙ୍କ ପରେ ଜଣେ ଖେଳାଳି ଆହତ ହେବା ଏବେ ଟିମ୍ ଇଣ୍ଡିଆ ପାଇଁ ଚିନ୍ତାର କାରଣ ପାଲଟିଛି । ପୂର୍ବରୁ ଭାରତୀୟ ଟିମ୍ ପାଇଁ ଯେଉଁ ଡର ରହିଥିଲା ତାହା ଏବେ ସତ୍ୟ ପ୍ରମାଣିତ ହୋଇଛି । ଇଂଲଣ୍ଡ ବିପକ୍ଷ ସିରିଜରୁ ବାଦ୍…
ଖୁବଶୀଘ୍ର ଉଦଘାଟନ ହେବ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା କ୍ରୀଡ଼ାକୁ ପ୍ରଧାନ୍ୟ ଦେଇ ଆସିଛନ୍ତି । ବିଗତ ଦିନରେ ଓଡ଼ିଶାରେ ହକି ବିଶ୍ୱକପ ସଫଳତାର ସହ ଆୟୋଜନ ହେବା ସହିତ ବିଭିନ୍ନ କ୍ରୀଡ଼ାର ଏନ୍ତୁଡ଼ିଶାଳ ଭାବେ ରାଜ୍ୟ ଆଗକୁ ବଢ଼ିବାରେ ଲାଗିଛି । ଏଥିସହିତ ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରୁଥିବା…
କମବ୍ୟାକ୍ କରିବେ ଜାଡେଜା-ରାହୁଲ !
ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ଼(BCCI) ଖୁବ ଶୀଘ୍ର ଦଳର ଘୋଷଣା କରିପାରେ । ଏହି ମ୍ୟାଚରେ ବିରାଟ କୋହଲିଙ୍କ ଖେଳିବା ନେଇ ଆଶଙ୍କା ଦେଖାଦେଇଛି । ଅପରପକ୍ଷରେ ଆଘାତ କାରଣରୁ ୨ୟ ମ୍ୟାଚରୁ ବାଦ୍ ପଡ଼ିଥିବା ରବିନ୍ଦ୍ର ଜାଡେଜା ଏବଂ କେଏଲ ରାହୁଲ ୩ୟ ମ୍ୟାଚରେ କମବ୍ୟାକ୍ କରିବା ନେଇ ଚର୍ଚ୍ଚା…
ଫାଇନାଲ୍ରେ ଭାରତ
ଅଧିନାୟକ ଉଦୟ ସହରନ୍ (୮୧) ଓ ସଚିନ୍ ଧାସ୍ (୯୬)ଙ୍କ ଶତକୀୟ ଭାଗୀଦାରି ସହାୟତାରେ ଭାରତ ୧୯ ବର୍ଷରୁ କମ୍ ବିଶ୍ବକପ୍ର ସେମିଫାଇନାଲ୍ରେ ଦକ୍ଷିଣ ଆଫ୍ରିକାକୁ ୨ ୱିକେଟ୍ରେ ପରାସ୍ତ କରି ଫାଇନାଲ୍ରେ ପ୍ରବେଶ କରିଛି। ଗୁରୁବାର ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା…