Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ପାରା ଆଥଲେଟିକ୍ସରେ ପଦକ ବର୍ଷା
ଅନ୍ତିମ ଦିନରେ ୪ଟି ସ୍ୱର୍ଣ୍ଣ ପଦକ ମିଳିଥିବା ବେଳେ ଗୋଟିଏ କାଂସ୍ୟ ପଦକ ନିଜ ନାମରେ କରିଛନ୍ତି ଓଡ଼ିଆ ଖେଳାଳି । ପାରା ଆଥଲେଟିକ୍ସର ବିଭିନ୍ନ କ୍ଷେତ୍ରରେ ପଦକ ଜିତି ଓଡ଼ିଶାକୁ ଗର୍ବ ଏବଂ ଗୌରବ ଆଣିଛନ୍ତି ରାଜ୍ୟର ଏହି ପ୍ରତିଭାବାନ କ୍ରୀଡ଼ାବିତ୍ । ଗୋଟିଏ ଦିନରେ ୫ଟି ପଦକ ଦେଇ ଓଡ଼ିଶାର ଟେକ…
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଦଳ ଘୋଷଣା
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଦଳ ଘୋଷଣା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ରୋହିତ ଶର୍ମା ଏହି ଟେଷ୍ଟ ସିରିଜରେ ଅଧିନାୟକ ଦାୟିତ୍ୱ ସମ୍ଭାଳିବେ ଓ ଯଶପ୍ରୀତ ବୁମ୍ରା ଉପନାୟକ ହୋଇଛନ୍ତି । ତେବେ ୨୨ ବର୍ଷୀୟ ୱିକେଟ କିପର ଧ୍ରୁବ ଜୁରେଲଙ୍କୁ…
ପ୍ରଥମ ମ୍ୟାଚରେ ଭାରତ ୬ ଉଇକେଟ୍ରେ ବିଜୟୀ
ମୋହାଲି,୧୧।୧: ମୋହାଲିରେ ଖେଳାଯାଉଥିବା ଆଫଗାନିସ୍ତାନ- ଭାରତ ଟି -୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ୬ ଉଇକେଟ୍ରେ ବିଜୟୀ ହୋଇଛି। ଏହି ମ୍ୟାଚରେ ଭାରତ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ୨୦ ଓଭରରେ ୫ ଉଇକେଟ୍ ହରାଇ ୧୫୮ ରନ୍…
ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ଆଜି
ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ଆଜି ମୋହାଲିରେ ଖେଳାଯିବ । ତେବେ ଆଜିର ମ୍ୟାଚରେ ଖେଳିବେନି ବିରାଟ କୋହଲି । ବ୍ୟକ୍ତିଗତ କାରଣରୁ କୋହଲି ଖେଳିବେ ନାହିଁ ବୋଲି କହିଥିବାବେଳେ ଦଳର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଏହି ସୂଚନା ଦେଇଛନ୍ତି । ରୋହିତ ଶର୍ମା…
ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
ଅଷ୍ଟ୍ରେଲିଆ ବିପକ୍ଷରେ ପୁଣି ପରାଜୟବରଣ କରିଛି ଟିମ୍ ଇଣ୍ଡିଆ । ଏହି ପରାଜୟ ଫଳରେ ଅଷ୍ଟ୍ରେଲିଆ ୨-୧ରେ ସିରିଜ୍ ବିଜୟୀ ହୋଇଛି । ପୂର୍ବରୁ ଦୁଇ ଟିମ୍ ଗୋଟିଏ ଲେଖାଏଁ ମ୍ୟାଜ ଜିତିଥିବା ବେଳେ ସିରିଜ ୧-୧ରେ ବରାବର ରହିଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୧୪୭ ରନ୍ ସଂଗ୍ରହ କରିଥିବା ବେଳେ…
୨୬ ଜଣଙ୍କୁ ଅର୍ଜୁନ ପୁରସ୍କାର
ନୂଆଦିଲ୍ଲୀ: ମହମ୍ମଦ ଶାମିଙ୍କ ସମେତ ୨୬ ଜଣ ଭାରତୀୟ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାରରେ ସାମ୍ମାନିତ କରିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ କ୍ରୀଡା ପୁରସ୍କାର ପାଇଁ ମନୋନୀତ ହୋଇଥିବା ଖେଳାଳିମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ବ୍ଲାଇଣ୍ଡ…
ସାମି ଖେଳି ନପାରନ୍ତି ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଦ୍ରୁତ ବୋଲର ମହମ୍ମଦ ସାମି ଖେଳି ନାରନ୍ତି ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ । ଜାନୁଆରୀ ୨୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି ଭାରତ । ଦକ୍ଷିଣ ଆଫ୍ରିକାରେ ସିରିଜ ଡ୍ର କରିବା ପରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଜିତିବା…
ଟି-୨୦ ଦଳକୁ ଫେରିବେନି ରାହୁଲ-ଶ୍ରେୟସ
ରୋହିତ ଶର୍ମା ଏବଂ ବିରାଟ କୋହଲି ବର୍ଷକ ପରେ ଟି-୨୦ ଦଳକୁ କମବ୍ୟାକ କରୁଥିବା ବେଳେ ଆହତ ସମସ୍ୟା ଯୋଗୁଁ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସୂର୍ଯ୍ୟକୁମାର ଯାଦବ ଦଳରୁ ବାଦ୍ ପଡ଼ିଛନ୍ତି । କିନ୍ତୁ ଦଳର ଷ୍ଟାର ବ୍ୟାଟର କେ.ଏଲ ରାହୁଲ, ଶ୍ରେୟସ ଆୟରଙ୍କ ସହ ୟୁଜବେନ୍ଦ୍ର ଚହଲ ଏବଂ ରବିଚନ୍ଦ୍ରନ…
ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ରୋହିତ ଶର୍ମା ଅଧିନାୟକ
ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ରୋହିତ ଶର୍ମା ଅଧିନାୟକ ଭାବେ ଦାୟିତ୍ବ ତୁଲାଇବେ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି । ମହମ୍ମଦ ସିରାଜ ଏବଂ ଜଶପ୍ରିତ ବୁମରାଙ୍କୁ ବିଶ୍ରାମ ଦିଆଯାଇଛି ।…
୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ
ଦୁବାଇ: ୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ସାମିଲ ହୋଇଛନ୍ତି । ୪ ଜଣିଆ ତାଲିକାରେ ଅଶ୍ୱିନ ଏକମାତ୍ର ଭାରତୀୟ ଅଛନ୍ତି । ତାଙ୍କ ବ୍ୟତୀତ ଇଂଲଣ୍ଡର ଜୋ ରୁଟ୍, ଅଷ୍ଟ୍ରେଲିଆର ଉସମାନ ଖୱାଜା, ଟ୍ରାଭିସ୍ ହେଡ୍ ଏହି ଦୌଡ଼ରେ…