Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Sports
All sports related news will be uploaded
ଧର୍ମଶାଳାରେ ଅଷ୍ଟ୍ରେଲିଆର ଦମଦାର ବିଜୟ
ନ୍ୟୁଜିଲାଣ୍ଡକୁ ୫ ରନରେ ପରାସ୍ତ କରିଛି ଅଷ୍ଟ୍ରେଲିଆ । ଅଷ୍ଟ୍ରେଲିଆ ଦେଇଥିବା ୩୮୯ ରନର ଟାର୍ଗେଟକୁ ହାସଲ କରିପାରିନଥିଲା ନ୍ୟୁଜିଲାଣ୍ଡ । ନ୍ୟଜିଲାଣ୍ଡର ରଚିନ ରବୀନ୍ଦ୍ରଙ୍କ ୧୧୬ ରନର ଅବଦାନ ସତ୍ବେ ଦଳ ପରାସ୍ତ ହୋଇଛି । ୮୯ଟି ବଲରେ ୫ଟି ଛକା ଓ ୯ଟି ଚୌକା ବଳରେ ଶତକ ହାସଲ କରିଥିଲେ ରଚିନ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଡି.ଆର. ଓଜୋଲା
ଭୁବନେଶ୍ବର: ଓଡ଼ିଶାରେ ଚେସର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଡି.ଆର. ଓଜୋଲା । ଫିଡା ପରିଚାଳନା ବୋର୍ଡ ଉପାଧ୍ୟକ୍ଷ ଡି.ଆର. ଓଜୋଲା ରାଜ୍ୟରେ କ୍ରୀଡାର ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ଓଜୋଲା । ଚେସର ବିକାଶ ନେଇ ଆରମ୍ଭ ହୋଇଛି ଷ୍ଟେଟ ଚେସ୍…
ନେଦରଲାଣ୍ଡସକୁ ୩୦୯ ରନରେ ହରାଇଲା ଅଷ୍ଟ୍ରେଲିଆ
ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଖେଳାଯାଇଥିବା ଆଇସିସି ବିଶ୍ବକପର ମ୍ୟାଚକୁ ଅଷ୍ଟ୍ରେଲିଆ ୩୦୯ ରନ ବ୍ୟବଧାନରେ ଜିତିଯାଇଛି । ଏହା ବିଶ୍ବକପ ଇତିହାସରେ ଏକ ରେକର୍ଡ ।ଅଷ୍ଟ୍ରେଲିଆ ଦ୍ବାରା ରଖାଯାଇଥିବା ୪୦୦ ରନର ବିଶାଳ ଲକ୍ଷ୍ୟର ଚାପରେ ନେଦରଲାଣ୍ଡସ ଦଳ ମାତ୍ର ୯୦ ରନ କରି…
ଦକ୍ଷିଣ ଆଫ୍ରିକାଠୁ ୧୪୯ ରନ୍ରେ ବାଂଲାଦେଶ ପରାସ୍ତ
ମୁମ୍ବାଇ: ଦିନିକିଆ ବିଶ୍ବକପ୍ର ୨୩ତମ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠୁ ୧୪୯ ରନ୍ରେ ବାଂଲାଦେଶ ପରାସ୍ତ ହୋଇଛି । ୩୮୩ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ବାଂଲାଦେଶ ୨୩୩ ରନ୍ରେ ଅଲ୍ଆଉଟ ହୋଇଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ବାଂଲାଦେଶର ବ୍ୟାଟିଂ ବିପର୍ଯ୍ୟୟ…
ପାକିସ୍ତାନକୁ ହରାଇଲା ଆଫଗାନିସ୍ତାନ
ଚେନ୍ନାଇ : ଚେନ୍ନାଇର ଚିପକ୍ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ବିଶ୍ବକପର ମ୍ୟାଚରେ ପାକିସ୍ତାନକୁ ୮ ଓ୍ବିକେଟରେ ହରାଇଦେଇଛି ଆଫଗାନିସ୍ତାନ । ଏହା ପୂର୍ବରୁ ଆଫଗାନ ଦଳ ଇଂଲଣ୍ଡକୁ ହରାଇ ବିସ୍ମୟ ସୃଷ୍ଟି କରିଥିଲା । ପାକିସ୍ତାନ ଦଳ ଆଫଗାନିସ୍ତାନ ଆଗରେ ୨୮୩ ରନର ଲକ୍ଷ୍ୟ ରଖିଥିଲା । ଏହି…
ଭାରତ ୪ ୱିକେଟ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କଲା
ଭାରତ ଦୀର୍ଘ ୨୦ ବର୍ଷ ପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ମ୍ୟାଚ ଜିତିବାରେ ସଫଳ ହୋଇଛି। ୨୧ତମ ମ୍ୟାଚରେ ଭାରତ ୪ ୱିକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥି ସହିତ ଭାରତ ୨୦୧୯ ବିଶ୍ବକପ ସେମିଫାଇନାଲ ପରାଜୟର ପ୍ରତିଶୋଧ ନେଇଛି। ଭାରତ େଶଷ ଥର ପାଇଁ ୨୦୦୩ ବିଶ୍ବକପରେ ନ୍ୟୁଜିଲାଣ୍ଡକୁ…
ଭାରତ ଆଗରେ ୨୭୪ ରନର ବିଜୟ ଲକ୍ଷ୍ୟ
ଧର୍ମଶାଳା: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଛି ମ୍ୟାଚ୍ । ଭାରତ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରିଥିବାବେଳେ ଅଲଆଉଟ ହୋଇ ୨୭୩ ରନ ସଂଗ୍ରହ କରିବାରେ ସକ୍ଷମ ହୋଇଛି । ଭାରତ ଆଗରେ ୨୭୪ ରନର ବିଜୟ ଲକ୍ଷ୍ୟ ରହିଛି । ପ୍ରଥମରୁ ଭାରତର…
ଆଜି ଭାରତ-ନ୍ୟୁଜିଲାଣ୍ଡ ଟକ୍କର
ଚଳିତ ବିଶ୍ବକପ୍ ରେ ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଲଢ଼େଇ ହେବ । ଉଭୟ ଦଳ ସମସ୍ତ ୪ଟି ଲେଖାଏଁ ମ୍ୟାଚ ଜିତିଛନ୍ତି । ଉଭୟ ଦଳ ଟପ୍ ଫର୍ମରେ ଅଛନ୍ତି । ବିଶ୍ବକପ୍ ଇତିହାସକୁ ଦେଖିଲେ ନ୍ୟୁଜିଲାଣ୍ଡର ପଲା ଭାରି ଲାଗୁଛି । ଦୁଇ ଦଳ ୯ ଥର ମୁହାଁମୁହିଁ ହୋଇଥଇବା ବେଳେ ୫ ଥର ନୃୁଜିଲାଣ୍ଡ ବାଜି…