Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Sports
All sports related news will be uploaded
ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇଲା ଭାରତ
ରାୟପୁର : ରାୟପୁରରେ ଆଜି ଖେଳାଯାଇଥିବା ଚତୁର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି ଭାରତ। ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇ ୫ ଟିକିଆ ସିରିଜ୍ କୁ ୩-୧ରେ କବଜା କରି ନେଇଛି ଘରୋଇ ଦଳ। ଭାରତ ପକ୍ଷରୁ ରଖାଯାଇଥିବା ୧୭୫ ରନ ଲକ୍ଷ୍ୟ ଜବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୧୫୪ ରନ କରିପାରିଥିଲା ।…
ଅଷ୍ଟ୍ରେଲିଆ ଆଗରେ ୧୭୫ ରନର ଲକ୍ଷ୍ୟ ରଖିଲା ଭାରତ
ରାୟପୁର : ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆ ଆଗରେ ୧୭୫ ରନର ବିଜୟ ଲକ୍ଷ୍ୟ ରଖିଛି ଟିମ୍ ଭାରତ । ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଦୁଇ ଓପନର ଋତୁରାଜ ଗାଏକ୍ବାଡ୍ ଓ ଯଶସ୍ବୀ ଜୟସ୍ବାଲ ସତର୍କତାର ସହ ଇନିଂସ ଆରମ୍ଭ କରିବା ସହ ଭାରତକୁ ଏକ ଭଲ ଆରମ୍ଭ…
ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟ୍ବେଣ୍ଟି-୨୦ ଆଜି
ରାଇପୁର: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟ୍ବେଣ୍ଟି-୨୦ ଚତୁର୍ଥ ମୁକାବିଲା ଆଜି ଖେଳାଯିବ। ୫ ମ୍ୟାଚ୍ ଶୃଙ୍ଖଳାରେ ସୂର୍ଯ୍ୟକୁମାର ଯାଦବଙ୍କ ଦଳ ଏବେ ୨-୧ରେ ଆଗୁଆ ରହିଛି। ଶୁକ୍ରବାର ଭାରତ ଜିତିଲେ ନିଶ୍ଚିତ ଶୃଙ୍ଖଳାରେ ସଫଳତା ଅର୍ଜନ କରିବ। ମାଥ୍ୟୁ ୱେଡଙ୍କ ଦଳ ନିଶ୍ଚିତ ଶୃଙ୍ଖଳାକୁ…
ଦିନିକିଆ ମ୍ୟାଚ ଖେଳିବେନି କୋହଲି
ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ ପରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ ଖେଳିବ ଭାରତ । ଦକ୍ଷିଣ ଆଫ୍ରିକାରେ ଭାରତୀୟ ଦଳ ୩ଟି ଟେଷ୍ଟ ଏବଂ ଦିନିକିଆ ଖେଳିବା ସହ ୨ଟି ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବାକୁ ଯାଉଛି । ବିଶ୍ବକପରେ ପରେ ବିଶ୍ରାମ ନେଇଥିବା ବିରାଟ କୋହଲି ଦକ୍ଷିଣ ଆଫ୍ରିକା…
ପୁଣିଥରେ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଦାୟିତ୍ୱ ପାଇଲେ ରାହୁଲ ଦ୍ରାବିଡ
୨୦୨୩ ବିଶ୍ୱକପ୍ରେ ପରାଜୟ ପରେ ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପରିବର୍ତ୍ତନ ହେବ କି ନାହିଁ ପ୍ରଶ୍ନର ଉତ୍ତର ଦେଇଛି ବିସିସିଆଇ । ବୁଧବାର ଏକ ବଡ ଘୋଷଣା କରି ବିସିସିଆଇ ରାହୁଲ ଦ୍ରାବିଡଙ୍କୁ ମୁଖ୍ୟ ପ୍ରଶିକ୍ଷକ ଭାବରେ ରଖିଛି । ବିଶ୍ୱକପ ଫାଇନାଲ ପରେ ରାହୁଲ ଦ୍ରାବିଡଙ୍କ ଚୁକ୍ତି ଶେଷ…
ଗାଇକ୍ବାଡଙ୍କ ଶତକ, ଅଷ୍ଟ୍ରେଲିଆ ଆଗରେ ୨୨୩ ରନର ଲକ୍ଷ୍ୟ
ଗୁଆହାଟୀ : ଗୁଆହାଟୀଠାରେ ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ୩ୟ ଟି-୨୦ରେ ଋତୁରାଜ ଗାଇକ୍ବାଡଙ୍କ ବିସ୍ଫୋରକ ଶତକ ବଳରେ ଅଷ୍ଟ୍ରେଲିଆ ଆଗରେ ୨୨୩ ରନର ବିଶାଳ ବିଜୟ ଲକ୍ଷ୍ୟ ରଖିଛି ଭାରତ ।ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ତେବେ ପ୍ରଥମେ ବ୍ୟାଟିଂ କରିଥିବା…
ଦ୍ୱିତୀୟ ଟି -20 ମ୍ୟାଚ୍ ରେ ଅଷ୍ଟ୍ରେଲିଆ ୪୪ ରନରେ ପରାସ୍ତ
ଟିମ୍ ଇଣ୍ଡିଆ ଦ୍ୱିତୀୟ ଟି -20 ମ୍ୟାଚ୍ ରେ ଅଷ୍ଟ୍ରେଲିଆକୁ ୪୪ ରନରେ ପରାସ୍ତ କରିଛି। ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ଚାରି ୱିକେଟ୍ ହରାଇ ୨୩୫ ରନ୍ ସଂଗ୍ରହ କରିଥିଲା। ଏହି ବିଶାଳ ସ୍କୋର ସାମ୍ନାରେ ଅଷ୍ଟ୍ରେଲିଆ ଦଳ ୨୦ ଓଭର ଖେଳିବା ପରେ ୧୯୧ ରନ୍ ସ୍କୋର କରି ନଅ ୱିକେଟ୍…
ଆଜି ଦ୍ବିତୀୟ ଟ୍ବେଣ୍ଟି-୨୦
ଥିରୁଅନନ୍ତପୁରମ୍: ଥିରୁଅନନ୍ତପୁରମ୍ର ଗ୍ରିନ୍ଫିଲ୍ଡ ଷ୍ଟାଡିୟମ୍ରେ ଆଜି ଭାରତ ଅଷ୍ଟ୍ରେଲିଆ ଦ୍ବିତୀୟ ଟ୍ବେଣ୍ଟି-୨୦ । ସନ୍ଧ୍ୟା ବେଳେ ଏହି ମ୍ୟାଚ୍ ଆରମ୍ଭ ହେବ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ଈଶାନ କିଶନ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ ପ୍ରଥମ ମ୍ୟାଚରେ । ଈଶାନ ଓ ସୂର୍ଯ୍ୟ ରନ୍…