Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Sports
All sports related news will be uploaded
ଏସୀୟ କ୍ରୀଡ଼ାର ନବମ ଦିନରେ ଭାରତର ପଦକ
ହଙ୍ଗଝୋଉ: ଏସିଆନ ଗେମସର ନବମ ଦିନରେ ଲଙ୍ଗ ଜମ୍ପ ମହିଳା ବର୍ଗରେ ଆନ୍ସି ସୋଜାନ ରୌପ୍ୟ ପଦକ ହାତେଇଛନ୍ତି । ମହିଳା ହକିରେ ଭାରତୀୟ ଦଳ ବାଜିମାତ ଜାରି ରହିଛି । ବାଂଲାଦେଶକୁ ହରାଇ ସେମିକୁ ପ୍ରବେଶ କରିଛି ମହିଳା ହକି ଟିମ୍ । ବାଂଲାଦେଶକୁ ୧୨-୦ ଗୋଲ ବ୍ୟବଧାନରେ ପରାସ୍ତ କରିଛି ଭାରତୀୟ…
ପାକିସ୍ତାନକୁ ହରାଇ ସ୍କ୍ୱାଶରେ ସ୍ୱର୍ଣ୍ଣ ଜିତିଲା ଭାରତୀୟ ପୁରୁଷ ଦଳ
ଚୀନର ହଙ୍ଗଝୋଉରେ ଚାଲିଥିବା ଏହି କ୍ରୀଡ଼ାରେ ଶନିବାର ସ୍କ୍ୱାଶରେ ଭାରତୀୟ ପୁରୁଷ ଦଳକୁ ସ୍ୱର୍ଣ୍ଣ ପଦକ ମିଳିଛି । ଭାରତୀୟ ଦଳ ପାକିସ୍ତାନକୁ ୨-୧ରେ ହରାଇ ସ୍ୱର୍ଣ୍ଣ ଜିତିଛି । ଏଥିସହିତ ଭାରତର ସ୍ୱର୍ଣ୍ଣ ପଦକ ସଂଖ୍ୟା ୧୦ରେ ପହଞ୍ଚିଛି । ଏହା ପୂର୍ବରୁ ରୋହନ ବୋପନ୍ନା ଏବଂ ଋତୁଜା ଭୋସଲେ…
ଆଜିଠୁ ଆରମ୍ଭ ହେଉଛି ଓ୍ବାର୍ମଅପ ମ୍ୟାଚ୍ : ପ୍ରଥମ ଦିନରେ ୩ଟି ମ୍ୟାଚ୍
ଆଜିଠୁ ଆରମ୍ଭ ହେଉଛି ଓ୍ବାର୍ମଅପ ମ୍ୟାଚ୍ । ପ୍ରଥମ ଦିନରେ ୩ଟି ମ୍ୟାଚ୍ । ଦିନିକିଆ କ୍ରିକେଟ ବିଶ୍ବକପ ପାଇଁ ଆରମ୍ଭ ହୋଇଗଲାଣି କାଉଣ୍ଟଡାଉନ୍ । ଭାରତୀୟ ଦଳ ଦୁଇଟି ଓ୍ବାର୍ମ ଅପ୍ ମ୍ୟାଚ୍ ଖେଳିବ। ଶୁକ୍ରବାର ନ୍ୟୁଜିଲାଣ୍ଡ ସହିତ ଓ ଅକ୍ଟୋବର ୩ରେ ନେଦରଲ୍ୟାଣ୍ଡ ବିପକ୍ଷରେ ଖେଳିବ…
୧୦ ମିଟର ଏୟାର ପିସ୍ତଲ ଦଳକୁ ସ୍ବର୍ଣ୍ଣ
ହାଙ୍ଗଝୌ: ଚଳିତ ଏସୀୟ କ୍ରୀଡ଼ାରେ ଭାରତ ପଦକ ତାଲିକାରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ, ରୌପ୍ୟ ଓ କାଂସ୍ୟ ଯୋଡ଼ି ହୋଇଛି। ଭାରତକୁ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଦଳ ଗୁରୁବାର ସ୍ବର୍ଣ୍ଣ ଭେଟି ଦେଇଛି। ସରାବଜୋତ ସିଂହ, ଅର୍ଜୁନ ସିଂହ ଚୀମା ଓ ଶିବ ନରୱାଲଙ୍କୁ ନେଇ ଗଠିତ ଭାରତୀୟ ଦଳ ୧୭୩୪…
ଆଇସିସି ବିଶ୍ବକପ ପାଇଁ ଭାରତୀୟ ଦଳ
ଭାରତ ଦ୍ୱାରା ଆୟୋଜିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍ ୨୦୨୩ର ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ୫ରୁ ଏହି ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ। ଭାରତୀୟ ଦଳକୁ ବିଶ୍ୱକପ ପୂର୍ବରୁ ୨ଟି ଅଭ୍ୟାସ ମ୍ୟାଚ୍ ଖେଳିବାକୁ ପଡିବ। ସେପ୍ଟେମ୍ବର ୩୦ରେ ଦଳକୁ ଗୌହାଟୀରେ ଇଂଲଣ୍ଡ ବିପକ୍ଷରେ ପ୍ରଥମ…