Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Sports
All sports related news will be uploaded
ଦକ୍ଷିଣ ଆଫ୍ରିକାଠୁ ୧୪୯ ରନ୍ରେ ବାଂଲାଦେଶ ପରାସ୍ତ
ମୁମ୍ବାଇ: ଦିନିକିଆ ବିଶ୍ବକପ୍ର ୨୩ତମ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠୁ ୧୪୯ ରନ୍ରେ ବାଂଲାଦେଶ ପରାସ୍ତ ହୋଇଛି । ୩୮୩ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ବାଂଲାଦେଶ ୨୩୩ ରନ୍ରେ ଅଲ୍ଆଉଟ ହୋଇଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ବାଂଲାଦେଶର ବ୍ୟାଟିଂ ବିପର୍ଯ୍ୟୟ…
ପାକିସ୍ତାନକୁ ହରାଇଲା ଆଫଗାନିସ୍ତାନ
ଚେନ୍ନାଇ : ଚେନ୍ନାଇର ଚିପକ୍ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ବିଶ୍ବକପର ମ୍ୟାଚରେ ପାକିସ୍ତାନକୁ ୮ ଓ୍ବିକେଟରେ ହରାଇଦେଇଛି ଆଫଗାନିସ୍ତାନ । ଏହା ପୂର୍ବରୁ ଆଫଗାନ ଦଳ ଇଂଲଣ୍ଡକୁ ହରାଇ ବିସ୍ମୟ ସୃଷ୍ଟି କରିଥିଲା । ପାକିସ୍ତାନ ଦଳ ଆଫଗାନିସ୍ତାନ ଆଗରେ ୨୮୩ ରନର ଲକ୍ଷ୍ୟ ରଖିଥିଲା । ଏହି…
ଭାରତ ୪ ୱିକେଟ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କଲା
ଭାରତ ଦୀର୍ଘ ୨୦ ବର୍ଷ ପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ମ୍ୟାଚ ଜିତିବାରେ ସଫଳ ହୋଇଛି। ୨୧ତମ ମ୍ୟାଚରେ ଭାରତ ୪ ୱିକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥି ସହିତ ଭାରତ ୨୦୧୯ ବିଶ୍ବକପ ସେମିଫାଇନାଲ ପରାଜୟର ପ୍ରତିଶୋଧ ନେଇଛି। ଭାରତ େଶଷ ଥର ପାଇଁ ୨୦୦୩ ବିଶ୍ବକପରେ ନ୍ୟୁଜିଲାଣ୍ଡକୁ…
ଭାରତ ଆଗରେ ୨୭୪ ରନର ବିଜୟ ଲକ୍ଷ୍ୟ
ଧର୍ମଶାଳା: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଛି ମ୍ୟାଚ୍ । ଭାରତ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରିଥିବାବେଳେ ଅଲଆଉଟ ହୋଇ ୨୭୩ ରନ ସଂଗ୍ରହ କରିବାରେ ସକ୍ଷମ ହୋଇଛି । ଭାରତ ଆଗରେ ୨୭୪ ରନର ବିଜୟ ଲକ୍ଷ୍ୟ ରହିଛି । ପ୍ରଥମରୁ ଭାରତର…
ଆଜି ଭାରତ-ନ୍ୟୁଜିଲାଣ୍ଡ ଟକ୍କର
ଚଳିତ ବିଶ୍ବକପ୍ ରେ ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଲଢ଼େଇ ହେବ । ଉଭୟ ଦଳ ସମସ୍ତ ୪ଟି ଲେଖାଏଁ ମ୍ୟାଚ ଜିତିଛନ୍ତି । ଉଭୟ ଦଳ ଟପ୍ ଫର୍ମରେ ଅଛନ୍ତି । ବିଶ୍ବକପ୍ ଇତିହାସକୁ ଦେଖିଲେ ନ୍ୟୁଜିଲାଣ୍ଡର ପଲା ଭାରି ଲାଗୁଛି । ଦୁଇ ଦଳ ୯ ଥର ମୁହାଁମୁହିଁ ହୋଇଥଇବା ବେଳେ ୫ ଥର ନୃୁଜିଲାଣ୍ଡ ବାଜି…
ଇଂଲଣ୍ଡକୁ ୨୨୯ ରନରେ ହରାଇଲା ଦକ୍ଷିଣ ଆଫ୍ରିକା
ମୁମ୍ବାଇ: ଇଂଲଣ୍ଡର ଲଜ୍ଜାଜନକ ପରାଜୟ । ୨୨୯ ରନରେ ହରାଇଲା ଦକ୍ଷିଣ ଆଫ୍ରିକା । ଗତ ବିଶ୍ବକପରେ ଚାମ୍ପିୟନ ହୋଇଥିବା ଦଳର ଶୋଚନୀୟ ପରାଜୟ । ଦକ୍ଷିଣ ଆଫ୍ରିକାର ୪୦୦ ରନ ଲକ୍ଷ୍ୟ ଜବାବରେ ଇଂଲଣ୍ଡ ମାତ୍ର ୧୭୦ ରନ କରି ଅଲଆଉଟ ହୋଇଯାଇଛି । ଦକ୍ଷିଣ ଆଫ୍ରିକାର ବୋଲିଂ ଆଗରେ ଧରାଶାୟୀ ହୋଇଛି…
ପାକିସ୍ତାନର ଲଗାତାର ପରାଜୟ; ଅଷ୍ଟ୍ରେଲିଆଠାରୁ ୬୨ ରନରେ ହାରିଲା
ବେଙ୍ଗାଲୁରୁ: ବିଶ୍ବକପରେ ପାକିସ୍ତାନର ପରାଜୟ। ନିଜର ଚତୁର୍ଥ ମୁକାବିଲାରେ ଅଷ୍ଟ୍ରେଲିଆଠାରୁ ୬୨ ରନରେ ହାରିଛି ପାକିସ୍ତାନ। ବେଙ୍ଗାଲୁରୁରେ ପାକିସ୍ତାନ ବିପକ୍ଷ ମ୍ୟାଚକୁ ୬୨ ରନରେ ଜିତି ନେଇଛି ଅଷ୍ଟ୍ରେଲିଆ। । ପାକିସ୍ତାନକୁ ମାତ ଦେବାପରେ ଅଷ୍ଟ୍ରେଲିଆ ପଏଣ୍ଟ ଟେବୁଲର ୪ର୍ଥ ସ୍ଥାନରେ…
ବିଶ୍ବକପରେ ଭାରତର ଚତୁର୍ଥ ବିଜୟ:ବାଂଲାଦେଶକୁ ୭ ଓ୍ବିକେଟରେ ହରାଇଲା
ପୁନେ: ବିଶ୍ବକପରେ ବାଂଲାଦେଶକୁ ୭ ଓ୍ବିକେଟରେ ହରାଇଲା ଭାରତ । କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା ୪୮ରନ ଓ ଶୁଭମନ ଗିଲ ୫୩ ରନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ ଦ୍ବାରା ରଖାଯାଇଥିବା ୨୫୭ ରନର ଲକ୍ଷ୍ୟକୁ ସହଜରେ ହାସଲ କରିନେଇଥିଲା । ବିରାଟ କୋହଲି ୪୧.୩ ତମ ଓଭରରେ ଛକା…
ଭାରତ-ବାଂଲାଦେଶ ଲଢ଼େଇ ଆଜି
ପୁଣେ: ବିଶ୍ବକପ୍ରେ ଭାରତ ଆଜି ବାଂଲାଦେଶ ସହ ମୁକାବିଲା କରିବ । ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ପାକିସ୍ତାନକୁ ପରାସ୍ତ କରିଛି ରୋହିତ ଶର୍ମାଙ୍କ ଦଳ । ବିଶ୍ବକପ୍ ଇତିହାସରେ ଭାରତ ୩-୧ରେ ଆଗୁଆ ରହିଥିବା ବେଳେ ସାକିବ୍ ଆଲ୍ ହାସନ୍ଙ୍କ ଦଳ ସ୍ପିନ୍ ଶକ୍ତି ବଳରେ ଭାରତକୁ ଅଡ଼ୁଆରେ ପକାଇବ…