Browsing Category

Sports

All sports related news will be uploaded

ନ୍ୟୁଜିଲାଣ୍ଡର ଚତୁର୍ଥ ବିଜୟ

ଚେନ୍ନାଇ: ନିୟମିତ ଅଧିନାୟକ କେନ୍‌ ୱିଲିୟମସନ୍‌ଙ୍କ ବିନା ନ୍ୟୁଜିଲାଣ୍ଡ ଚଳିତ ଦିନିକିଆ ବିଶ୍ବକପ୍‌ରେ ଲଗାତାର ଚତୁର୍ଥ ବିଜୟ ପାଇଛି। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ  ବିପର୍ଯ୍ୟୟ ସୃଷ୍ଟି କରିଥିବା ଆଫଗାନିସ୍ତାନକୁ ୧୪୯ ରନ୍‌ରେ…

ଦକ୍ଷିଣ ଆଫ୍ରିକାକୁ ୩୮ ରନରେ ହରାଇଲା ନେଦରଲ୍ୟାଣ୍ଡସ

ହିମାଚଳ ପ୍ରଦେଶ:  ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ହରାଇଲା ନେଦରଲ୍ୟାଣ୍ଡସ । ୨୪୬ ରନର ବିଜୟ ଲକ୍ଷ୍ୟକୁ ପିଛା କରି ୨୦୭ ରନରେ ଅଲଆଉଟ ହୋଇଗଲା ଦକ୍ଷିଣ ଆଫ୍ରିକା । ଫଳରେ ମ୍ୟାଚକୁ ୩୮ ରନରେ ଜିତି ନେଇଛି । ପ୍ରଥମେ ବ୍ୟାଟିଂ କରିଥିବା ନେଦରଲାଣ୍ଡସ୍ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ…

ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ଲକ୍ଷ୍ନୌ :  ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ । ଚଳିତ ବିଶ୍ବକପରେ ଅଷ୍ଟ୍ରେଲିଆର ଏହା ହେଉଛି ପ୍ରଥମ ବିଜୟ । ଶ୍ରୀଲଙ୍କା ଦ୍ବାରା ରଖାଯାଇଥିବା ୨୧୦ ରନର ବିଜୟ ଲକ୍ଷ୍ୟକୁ ଅଷ୍ଟ୍ରେଲିଆ ୩୫.୧ ଓଭରରେ ହାସଲ କରିନେଇଥିଲା । ଦଳ ପକ୍ଷରୁ ଜସ୍ ଇଂଗଲିସ୍ ୫୮ ରନ କରିଥିବାବେଳେ…

ଆଜି ଅଷ୍ଟ୍ରେଲିଆ-ଶ୍ରୀଲଙ୍କା ମୁକାବିଲା

ଲକ୍ଷ୍ନୌ:  ବିଶ୍ବକପ୍‌ରେ ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ଆଜି ଲକ୍ଷ୍ନୌରେ ମୁହାଁମୁହିଁ ହେବେ। ଉଭୟ ଦଳ ଏପର୍ଯ୍ୟନ୍ତ ବିଜୟର ସ୍ବାଦ ଚାଖି ନାହାନ୍ତି।  ଏକନା ଷ୍ଟାଡିୟମରେ ଉଭୟ ଦଳ ପ୍ରଥମ ବିଜୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବେ । ଅଷ୍ଟ୍ରେଲିଆ ଦଳ ଭାରତ ଓ ଦକ୍ଷିଣ ଆଫ୍ରିକାଠୁ ହାରି ବିଯୁକ୍ତ…

ଇଂଲଣ୍ଡକୁ ହରାଇଲା ଆଫଗାନିସ୍ତାନ

ଦିନିକିଆ ବିଶ୍ବକପ କ୍ରିକେଟରେ ବଡ଼ ବିପର୍ଯ୍ୟୟ । ଡିଫେଣ୍ଡିଂ ଚାମ୍ପିଅନକୁ ହରାଇଲା ଆଫଗାନିସ୍ତାନ ।  ଇଂଲଣ୍ଡ ବିପକ୍ଷ ମୁକାବିଲାକୁ ୬୯ ରନରେ ଜିତି ଚଳିତ ବିଶ୍ବକପରେ ପ୍ରଥମ ବିଜୟ ହାସଲ କରିଛି ଆଫଗାନିସ୍ତାନ । ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୨୮୪ରନର ବଡ଼ ସ୍କୋର କରି ଅଲଆଉଟ…

ପାକିସ୍ତାନକୁ ୭ ଉଇକେଟରେ ହରାଇ ଜିତିଲା ଭାରତ

ଅହମ୍ମଦାବାଦ : ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ପାକିସ୍ତାନ ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି ।  ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ଦମଦାର ବ୍ୟାଟିଂରେ ଭାରତ ବିଜୟୀ ହୋଇଛି । ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ପାକିସ୍ତାନ ଭାରତୀୟ ବୋଲରଙ୍କ…

ଭାରତ ଆଗରେ ପାକିସ୍ତାନ ରଖିଲା ୧୯୨ ରନର ବିଜୟ ଲକ୍ଷ୍ୟ

ଅହମ୍ମଦାବାଦ: ପ୍ରଥମରୁ ଭଲ ଖେଳିଥିବା ପାକିସ୍ତାନ ଶେଷରେ ବଡ଼ ସ୍କୋର କରିପାରିନାହିଁ ।  ଭାରତୀୟ ବୋଲରଙ୍କ ଘାତକ ବୋଲିଂ ଆଗରେ ଧରାଶାୟୀ ହେଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ । ୧୯୧ ରନରେ ଅଲଆଉଟ ହେଲା ପାକିସ୍ତାନ ଟିମ୍ । ପାକିସ୍ତାନର ଦୁଇ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ବାବର ଆଜମ ଏବଂ…

ବିଶ୍ବକପରେ ଆଜି ଭାରତ, ପାକିସ୍ତାନ ମ୍ୟାଚ୍

ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମର ମୈଦାନ ପ୍ରସ୍ତୁତ  । ଭାରତ-ପାକିସ୍ତାନ ଖେଳାଳିମାନେ ପ୍ରସ୍ତୁତ । ଆଉ କିଛି ଘଣ୍ଟା ପରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ମ୍ୟାଚ ।  ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପାକିସ୍ତାନ ଅଧିନାୟକ ବାବର ଆଜାମ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ…