Browsing Category

Odisha

All about all odisha state news updates

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଖର୍ଚ୍ଚ ଏବଂ ବଜେଟ୍ ଉପରେ ସମୀକ୍ଷା

ଆଜି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗର ଖର୍ଚ୍ଚ ଏବଂ ବଜେଟ୍ ଉପରେ ଏକ ବ୍ୟାପକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ମନ୍ତ୍ରୀ ବିଭାଗର ବିଭିନ୍ନ ଚାଲୁଥିବା ପ୍ରକଳ୍ପ ଏବଂ…

୭ମ ରାଜ୍ୟ ପୁସ୍ତକ ମହୋତ୍ସବ: ୧୦୦ରୁ ଅଧିକ ବହି କିଣିଲେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଚଳିତ ବର୍ଷ ୫୫୦ଟି ଷ୍ଟଲ ରହିଥିବା ବେଳେ ପୁସ୍ତକ ମହୋତ୍ସବରେ ୨୦୦ରୁ ଉର୍ଦ୍ଧ୍ୱ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଭାଗ ନେଇଛନ୍ତି। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ…

ଭାରତୀୟ ଗୁଣବତ୍ତା ପରିଷଦ ( କ୍ୟୁସିଆଇ) ପକ୍ଷରୁ ଗୁଣବତ୍ତା ସମର୍ପଣ, ଭୁବନେଶ୍ବର କାର୍ଯ୍ୟକ୍ରମ ଆୟୋଜିତ

ଭାରତୀୟ ଗୁଣବତ୍ତା ପରିଷଦ ( କ୍ୟୁସିଆଇ) ପକ୍ଷରୁ ଗୁଣବତ୍ତା ସମର୍ପଣ, ଭୁବନେଶ୍ବର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହାର ଲକ୍ଷ୍ୟ ହେଉଛି ସ୍ବାସ୍ଥ୍ୟସେବା, ପରୀକ୍ଷାଗାର, ଶିକ୍ଷା ଓ ଶିଳ୍ପ କ୍ଷେତ୍ରରେ ଓଡ଼ିଶାର ଗୁଣବତ୍ତା ଇକୋସିଷ୍ଟମର ପ୍ରସାର । ଏହି କାର୍ଯ୍ୟକ୍ରମରେ ଗୁଣବତ୍ତା…

ବଢ଼ୁଛି ଶୀତ,ଖସିବାରେ ଲାଗିଛି ରାତି ପାରଦ

ରାଜ୍ୟକୁ  ଶୁଷ୍କ ଓ ଥଣ୍ଡା ଉତ୍ତରା ବାୟୁର ପ୍ରବାହ ହେତୁ ତାପମାତ୍ରା କମିଛି ଓ ଶୀତ ବଢ଼ିଛି। ପ୍ରବଳ ଶୀତ ଯୋଗୁ ବସ୍ତି ଅଞ୍ଚଳରେ ଲୋକମାନେ ରାସ୍ତାକଡ଼ରେ ନିଆଁ ପୁଆଉଁଥିବା ଦେଖିବାକୁ ମିଳୁଛି। ଗତ କିଛି ଦିନ ହେ‌ଲା ଏହି ଭଳି ଶୀତ ଲାଗି ରହିଥିବା ‌ବେଳେ ବୟସ୍କ ଓ ଶିଶୁମାନେ ଜ୍ବର, ଥଣ୍ଡା ଓ…

ବାଲେଶ୍ବରରେ ନୂଆ ଇଏସ୍‌ଆଇ ହସ୍ପିଟାଲ୍‌

କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି) ପକ୍ଷରୁ ବ୍ରହ୍ମପୁର ଓ ବାଲେଶ୍ବରରେ ହସପିଟାଲ ସ୍ଥାପନ କରିବା ଲାଗି ଜମି ଅଧିଗ୍ରହଣକୁ ମଞ୍ଜୁରି ପ୍ରଦାନ କରାଯାଇଛି। ଉଭୟ ସ୍ଥାନରେ ୧୦୦ ଶଯ୍ୟା ବିଶିଷ୍ଟ ହସପିଟାଲ  ନିର୍ମାଣ କରିବା ଲାଗି ୫ ଏକର ଲେଖାଏଁ ଜମି ଅଧିଗ୍ରହଣ କରାଯାଉଛି। ସେହି ଦୁଇ…

ହୀରାକୁଦ ଏବଂ ସାତକୋଶିଆ ଅଞ୍ଚଳର ବିକାଶ ପାଇଁ 199 କୋଟିରୁ ଅଧିକ ଟଙ୍କା ମଞ୍ଜୁର

ବିଭିନ୍ନ କେନ୍ଦ୍ର ପ୍ରାୟୋଜିତ ଯୋଜନା ଜରିଆରେ କେନ୍ଦ୍ର ସରକାର ଓଡ଼ିଶା ସରକାରଙ୍କୁ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ଅନୁଦାନ ଯୋଗାଇ ଦେଇଥିବା କହିଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ। ରାଜ୍ୟସଭାରେ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଶ୍ରୀ ଶେଖାୱତ କହିଛନ୍ତି, 2024-25…

ରାଜ୍ୟ ସ୍ତରୀୟ ନିଯୁକ୍ତି ମେଳାରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରେ ଆୟୋଜିତ ରାଜ୍ୟ ସ୍ତରୀୟ ନିଯୁକ୍ତି ମେଳାରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ ନଗର ଉନ୍ନୟନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଜଳ ସମ୍ପଦ ବିଭାଗର ୨୫୨ ଜଣ,…

ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ

ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ ଥିବା ନାଇଟ୍ କ୍ଲବ୍ ବିର୍ଚ ବାଇ ରୋମିଓ ଲେନରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ଏବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କ୍ଲବ୍ ମାଲିକ ସୌରଭ…

ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ,ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି…

ତୁଟିବ ମହାନଦୀ ବିବାଦ । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି । ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ…

ସରିଲା ବିଧାନସଭାର ଶୀତ ଅଧିବେଶନ, ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ, ନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ କଲେ…

ସରିଲା ବିଧାନସଭାର ଶୀତ ଅଧିବେଶନ । ବିଧାନସଭା  ଗୃହ କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ କଲେ ବାଚସ୍ପତି ।  ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ । ତେବେ ଏଥର ବିଧାନସଭାର ଶୀତ ଅଧିବେଶନ ବେଶ୍‌ ଚର୍ଚ୍ଚିତ ଥିଲା । କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…