Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଜଳକା ନଦୀରେ ପୁଣି ବନ୍ୟା, ଲୋକଙ୍କ ଘରେ ପାଣି ପଶିଥିବା ବେଳେ ଭୁଶୁଡିଲା କଚ୍ଚା ଘରର କାନ୍ଥ
ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ପୁଣି ବନ୍ଯା ଆସିଛି । ନଦୀର ଉପରମୁଣ୍ତ ମୟୂରଭଞ୍ଜରେ ପ୍ରବଳ ବର୍ଷା ଏବଂ ଜଳକା ନଦୀ ଅବବାହିକା ବସ୍ତା ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ପୁଣି ବଢୁଛି ନଦୀର ଜଳସ୍ତର । ବିପଦ ସଙ୍କେତ ଅତିକ୍ରମ କରି ବଢୁଛି ନଦୀର ଜଳସ୍ତର । ବସ୍ତା ବ୍ଲକ ମଥାନୀ ଠାରେ…
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ,ଲୋୟର ପିଏମଜିର ଗାନ୍ଧୀ ମାର୍ଗରେ ୫୧ଟି କଣ୍ଟିଜେଣ୍ଟର…
ଦିନକ ପରେ ଦେଶ ପାଳିବ ୮୦ତମ ସ୍ବାଧୀନତା ଦିବସ । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ। ଲୋୟର ପିଏମଜିର ଗାନ୍ଧୀ ମାର୍ଗରେ ଫୁଲ ଡ୍ରେସ ରିହରସଲ । ୫୧ଟି କଣ୍ଟିଜେଣ୍ଟ ସାମିଲ୍ । ଯେଉଁଥିରେ ପୋଲିସ ଓ ସମର ବାହିନି ର ୧୯ଟି କଣ୍ଟି ଜେଣ୍ଟ ରହିଛନ୍ତି । ସେହିପରି…
DGP ଚୟନରେ ସୁପ୍ରିମକୋର୍ଟଙ୍କ ବ୍ରେକ୍ , ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
DGP ଚୟନରେ ସୁପ୍ରିମକୋର୍ଟଙ୍କ ବ୍ରେକ୍ । ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ । ‘ପ୍ରକାଶ ସିଂହ’ ଗାଇଡଲାଇନ୍ ନେଇ ଉଠିଲା ପ୍ରଶ୍ନ । ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ଚୟନ ପ୍ରକ୍ରିୟାରେ ସାମୟିକ ବ୍ରେକ୍ ଲାଗିଛି । ଅଗଷ୍ଟ ୧୮ ପର୍ଯ୍ୟନ୍ତ DGP ଚୟନ ପ୍ରକ୍ରିୟାକୁ…
ମୋବାଇଲ ନେଲା ୧୬ ବର୍ଷ ବାଳକ ଜୀବନ , ମୋବାଇଲକୁ ଚାର୍ଜରେ ଲଗାଇ ଇୟରଫୋନ୍ ଲଗାଇବା ହେଲା କାଳ
କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କୋସନ୍ଦି ପଞ୍ଚାୟତ ଡାରେଙ୍ଗବା ଗାଁରେ ଅଘଟଣ । ବଜ୍ରପାତରେ ଚାଲିଗଲା ଜଣେ ୧୬ ବର୍ଷ ବାଳକର ଜୀବନ । ମୃତ ବାଳକ ଡାରେଙ୍ଗବା ଗାଁର ଜଗନ୍ନାଥ ଶିଶାଙ୍କ ପୁଅ ଭାଗୀରଥି ଶିଶା ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ବୁଧବାର ସଂଧ୍ୟା ସମୟରେ ନନ୍ଦପୁର ଅଞ୍ଚଳଳରେ…
ସୌମ୍ୟରଂଜନ ହତ୍ୟାକାଣ୍ଡ ପରେ ସୁଦ୍ଧ ଷଡ଼ଙ୍ଗୀ ଗାଁର ଲକ୍ଷ୍ମୀଧର ସ୍ବାଇଁଙ୍କୁ ପିଟି ପିଟି ହତ୍ୟା ଉଦ୍ୟମ…
ବାଲିଅନ୍ତା ଥାନା ଘେରିଲେ ସୁଦ୍ଧ ଷଡ଼ଙ୍ଗୀ ଗ୍ରାମବାସୀ । ସୌମ୍ୟରଂଜନ ହତ୍ୟାକାଣ୍ଡ ପରେ ସୁଦ୍ଧ ଷଡ଼ଙ୍ଗୀ ଗାଁର ଲକ୍ଷ୍ମୀଧର ସ୍ବାଇଁଙ୍କୁ ପିଟି ପିଟି ହତ୍ୟା ଉଦ୍ୟମ ଅଭିଯୋଗକୁ ନେଇ ଉତ୍ତେଜନା । ଲକ୍ଷ୍ମୀଧର କୋମାରେ ଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଏହି ମାମଲାରେ ଦୋଷୀଙ୍କୁ…
ଓଡ଼ିଶାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ମୋଟ ୩.୧୦ କୋଟିର ଖର୍ଚ୍ଚ ପାଇଁ LADS ପାଣ୍ଠିକୁ ସୁପାରିଶ କଲେ ଆଇଟି ମନ୍ତ୍ରୀ…
ଓଡ଼ିଶାରେ ସରକାରୀ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ବଡ଼ ପଦକ୍ଷେପ । କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏମପି-LADS ପାଣ୍ଠିରୁ ଓଡ଼ିଶାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ମୋଟ ୩.୧୦ କୋଟିର କାମ ସୁପାରିସ କରିଛନ୍ତି ।…
ଓଡ଼ିଶାର ୩ଟି ସରକାରୀ ମେଡିକାଲ କଲେଜରେ ୧୧ଟି ପୋଷ୍ଟ-ଡିପ୍ଲୋମା ଡିଏନବି ସିଟ୍ କୁ ଅନୁମୋଦନ
ଓଡ଼ିଶାର ୩ଟି ସରକାରୀ ମେଡିକାଲ କଲେଜରେ ୧୧ଟି ପୋଷ୍ଟ-ଡିପ୍ଲୋମା ଡିଏନବି (DNB) ସିଟ୍କୁ ଅନୁମୋଦନ ମିଳିଛି । ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ ଇନ ମେଡିକାଲ ସାଇନ୍ସ (NBEMS) ପକ୍ଷରୁ ରାଜ୍ୟର ୩ଟି ସରକାରୀ ମେଡିକାଲ କଲେଜରେ ୫ଟି ବ୍ରଡ୍ ସ୍ପେସିଆଲିଟିରେ ମୋଟ୍ ୧୧ଟି…
୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ
ଭିଜିଲାନ୍ସ ଜାଲରେ ଆରଆଇ । ୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଜଣେ ଆରଆଇ । ବାଲେଶ୍ୱର ଜିଲ୍ଲା ଖଇରା ତହସିଲ ତୁଡ଼ିଗଡ଼ିଆର ଆରଆଇ ଶରତ କୁମାର ସେଠୀ ଗିରଫ । ଜମି ପଟ୍ଟା ପାଇଁ ଅନୁକୂଳ ରିପୋର୍ଟ ଦେବା ଏବଂ ଜମିର ପଟ୍ଟା ପ୍ରଦାନ ପ୍ରକ୍ରିୟାରେ ସହଯୋଗ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ…
ଆଗାମୀ ଦିନରେ ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାଯୁକ୍ତ ଦେଖିବ – ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ
ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା। ଖୁବଶୀଘ୍ର ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ। ସେ କହିଛନ୍ତି ଯେ, ଲୋକାଯୁକ୍ତ ନିଯୁକ୍ତି ନେଇ ବୈଠକ ବସିଲା ଅର୍ଥ ପ୍ରକ୍ରିୟା ଆରମ୍ଭ ହେଲା। ଖୁବଶୀଘ୍ର ଏହି ପ୍ରକ୍ରିୟା ସମାପ୍ତ ହେବ। ଯେଉଁ ସାମ୍ବିଧାନିକ ବ୍ୟବସ୍ଥା ଅଛି ସେଥିରେ ମୁଖ୍ୟମନ୍ତ୍ରୀ,…
ବାଲେଶ୍ୱର ସୀମାନ୍ତ ଦୀଘା ମୁହାଣରେ ଜାଲରେ ପଡ଼ିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଇଲିସି ମାଛ,ମାଛ ଦେଖିବାକୁ ପର୍ଯ୍ୟଟକଙ୍କ…
ଜାଲରେ ପଡ଼ିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଇଲିସି ମାଛ । ମାଛ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଲାଗିଛି । ବାଲେଶ୍ୱର ସୀମାନ୍ତ ଦୀଘା ମୁହାଣରେ ଦେଖିବାକୁ ମିଳିଛି ଏପରି କିଛି ଚିତ୍ର । ଦୀଘା ମତ୍ସ୍ୟ ଅବତରଣ କେନ୍ଦ୍ରରେ 30 ଟନ୍ ରୁ ଅଧିକ ଇଲିଶି ମାଛ ଆମଦାନୀ ହୋଇଥିବା ଜଣାପଡ଼ିଛି । ଦୀର୍ଘ ଦିନ…