Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
Odisha
All about all odisha state news updates
ଅଜିଠୁ ଶୀତ କମିବ, ୧୬ ତାରିଖରୁ ପୁଣି ବଢିବ
ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି। ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି…
ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି
ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି। ୨୪ଟି ଦେଶର ୨୭ ବିଶିଷ୍ଟ ପ୍ରବାସୀଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ…
ଆସନ୍ତାକାଲିଠୁ ବୁଲିପାରିବେ ପ୍ରବାସୀ ଭାରତୀୟ ସମ୍ମେଳନ ପ୍ରଦର୍ଶନୀ
ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ ସରିବା ପରେ ସାଧାରଣ ଲୋକଙ୍କ ପାଇଁ ପ୍ରଦର୍ଶନ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ଖୋଲା ରଖାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରିଛନ୍ତି। ପ୍ରଦର୍ଶନୀ ବୁଲିବା ପାଇଁ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ।…
ଭିଜିଲାନ୍ସ ଜାଲରେ ଏ ଆର ଆଇ କୈଳାସ ଚନ୍ଦ୍ର ବେହେରା
୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ ।ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ । ୨୦ ହଜାର ଲାଞ୍ଚ…
ନୋଟିସ ଦେଇ ବିଶାଲ ଦାସଙ୍କୁ ଛାଡ଼ିଲା ଛତିଶଗଡ଼ ପୋଲିସ
ନୋଟିସ ଦେଇ ବିଶାଲ ଦାସଙ୍କୁ ଛାଡ଼ିଲା ଛତିଶଗଡ଼ ସରେଇପାଲି ଥାନା ପୋଲିସ । ଗତକାଲି ରାତିରେ ବିଶାଲଙ୍କ ସମେତ ୧୪ଜଣଙ୍କୁ ଅଟକ ରଖିବା ପରେ ଆଜି ମାମଲା ରୁଜୁ ହୋଇଥିଲା । କିରିମିରା ବ୍ଲକର କିଛି ପଞ୍ଚାୟତ ସମିତି ଥାନରେ ଅଟକ ରହିବାରୁ ସ୍ଥଗିତ ରହିଛି କିରିମିରା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ…
ଆପଣମାନଙ୍କ ପାଇଁ ଭାରତବାସୀ ଗର୍ବିତ
ଆପଣମାନଙ୍କ ପାଇଁ ଭାରତବାସୀ ଗର୍ବିତ ନୁହଁନ୍ତି। ବରଂ ନିୟୁତ ନିୟୁତ ଲୋକ ଆପଣମାନଙ୍କୁ ଆଦର୍ଶ ମାନୁଛନ୍ତି। ବିକଶିତ ଭାରତ ନିର୍ମାଣରେ ଆପଣମାନଙ୍କ ସହଯୋଗ ଜରୁରୀ। ଭାରତ ସରକାର ଏନ୍ଆରଆଇମାନଙ୍କ ପାଇଁ ବହୁତ ଯୋଜନା କରିଛନ୍ତି।
ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦ୍ଯାପନୀ ଦିବସରେ…
ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖିଛି ପୁଲିସ
ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ । ବିଶାଲଙ୍କୁ ଅଟକ ରଖିଛି ଛତିଶଗଡ ପୋଲିସ । ରାତି ୨ ରୁ ପୋଲିସ ଅଟକ ରଖିଥିବା ନିଜେ ଭିଡ଼ିଓ କରି ସୂଚନା ଦେଇଛନ୍ତି ବିଶାଲ। ବିଶାଲଙ୍କ ସମେତ କିଛି ସରପଞ୍ଚ ଓ ସମିତିସଭ୍ୟଙ୍କୁ ମଧ୍ୟ ପୋଲିସ ଅଟକ ରଖିଥିବା ଜଣାପଡିଛି । ଆଉ କିଛି ସମର୍ଥକ ବି ଅଟକ…
ପୁଣି ବିଜୟ ହାସଲ କଲା କଳିଙ୍ଗ ଲାନ୍ସର୍ସ
ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ୍ରେ ଚାଲିଥିବା ହକି ଇଣ୍ଡିଆ ଲିଗ୍ରେ ଓଡ଼ିଶାର ଦଳ ବେଦାନ୍ତ କଳିଙ୍ଗ ଲାନ୍ସର୍ସ ଦ୍ବିତୀୟ ବିଜୟ ପାଇଛି। ଗୁରୁବାର ନିଜର ପଞ୍ଚମ ମ୍ୟାଚ୍ରେ ଏହି ଘରୋଇ ଦଳ ୨-୧ ଗୋଲ୍ରେ ଓଡ଼ିଆ ଶିଳ୍ପପତି ତାରିଣୀ ପ୍ରସାଦ ମହାନ୍ତିଙ୍କ ମାଲିକାନାରେ ଥିବା ଟିମ୍…
ଜାନୁଆରୀ ୧୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଆସନ୍ତା ଜାନୁଆରୀ ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ…
ଓଡ଼ିଶାରେ ହେବ ଅଲିମ୍ପିକ୍ସ ହକି
ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍ରେ ଅହମଦାବାଦକୁ ଆୟୋଜକ ସହର ଉଲ୍ଲେଖ କରାଯାଇଛି।…